ଆଶିକି ଗର୍ଲଙ୍କୁ ୫୧ ପୂରିଲା: ୨୯ ଦିନ କୋମାରେ ରହିବା ପରେ ପାଇଥିଲେ ନୂଆ ଜୀବନ;ଏବେ ଦେଖିଲେ ଚିହ୍ନି ବି ହେବନି !
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ଶନିବାର ନିଜର ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୬୯ ଜାନୁୟାରୀ ୧୧ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପାଠପଢୁଥିବା ସମୟରେ…
ଓଏସ୍ଏଚ୍ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍ଏଚ୍ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣାର ସ୍ବର୍ଗତ ଜଗନ୍ନାଥ ମିଶ୍ରଙ୍କ ସ୍ତ୍ରୀ କାଞ୍ଚନବାଳା ବାଥ୍ରୁମ୍ରେ ପଡ଼ିଯିବା ଫଳରେ ତାଙ୍କ…
ପାକ୍ ମସ୍ଜିଦରେ ବିସ୍ଫୋରଣ: ୧୩ ନିହତ
କରାଚି,୧୧ା୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ରାଜଧାନୀ କ୍ୱେଟାସ୍ଥିତ ଏକ ମସ୍ଜିଦରେ ଶୁକ୍ରବାର ବିସ୍ଫୋରଣ ଘଟି ୧୩ ଜଣଙ୍କ ମୃତ୍ୟୁ ହେବା ସହ ୧୧ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ଅଛନ୍ତି। ତାଙ୍କୁ ଟାର୍ଗେଟ କରି ବିସ୍ଫୋରଣ କରାଯାଇଥିବା…
ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍ ଖୁଣ୍ଟ
କଟକ ରୋଡ,୧୧ା୧(ଡି.ଏନ୍.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ ଚିନ୍ତାରେ ପକାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା…
ପିଲାଙ୍କୁ ନିଆଁରୁ ବଞ୍ଚାଇ ଜେଲ ଗଲେ ମା’
ପ୍ୟୋଙ୍ଗୟାଙ୍ଗ୍, ୧୧ା୧ : ପୃଥିବୀରେ ଗୋଟିଏ ଦେଶ ରହିଛି ଉତ୍ତର କୋରିଆ। କିମ ଜଙ୍ଗ୍ ଉନ ସେଠାକାର ସର୍ବୋଚ୍ଚ ଶାସକ। ଏହି ଦେଶରେ ଆଇନକାନୁନ ନାଁରେ କିଛି ବି ହୋଇପାରିବ। ନିକଟରେ ଜଣେ ମା’ଙ୍କୁ ଜେଲ ପଠାଯାଇଛି। ଏହା ପଛର କାରଣ…
ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ
ସୁରଟ୍,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ଜିଲା ଓ ସେସନ୍ ଜଜ୍ ପି.ଏସ୍. କାଲା ସୁରଟ୍ର ପାଣ୍ଡେସ୍ରାରେ ରହୁଥିବା ଟୁକୁନା…
୪ ସରକାରୀ ଅଧିକାରୀ ବହିଷ୍କୃତ
ଭୁବନେଶ୍ୱର, ୧୧ା୧ (ବ୍ୟୁରୋ): ରାଜ୍ୟ ସରକାର ୪ ଜଣ ସରକାରୀ କର୍ମଚାରୀଙ୍କୁ ସେମାନଙ୍କ ଚାକିରିରୁ ବହିଷ୍କାର କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-ଯାଜପୁର ଜିଲା ଦଶରଥପୁର ବ୍ଲକରେ ଜଳସମ୍ପଦ ବିଭାଗରେ କାର୍ଯ୍ୟରତ ଏଇଇ ସଞ୍ଜୟ କୁମାର ଚୌଧୁରୀ। ବାଲେଶ୍ୱର ଜିଲାର ଜିଲା ଶିଳ୍ପ…
ସହଯୋଗ କରିଥିଲା ପୋଲିସ
ନୂଆଦିଲ୍ଲୀ,୧୧ା୧ : ଏବିଭିପି କର୍ମୀ ଅକ୍ଷତ ଅଓ୍ବସ୍ତି ରବିବାର ଜେଏନ୍ୟୁ କ୍ୟାମ୍ପସ୍ ଆକ୍ରମଣରେ ସମ୍ପୃକ୍ତ ଥିଲେ ବୋଲି କ୍ୟାମେରା ଆଗରେ ସ୍ବୀକାର କରିଛନ୍ତି। ସେଠାରେ କର୍ତ୍ତବ୍ୟରେ ଥିବା ଜଣେ ପୋଲିସ ଅଫିସର ବାମଦଳ ସମର୍ଥତ୍ତ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ପାଇଁ ଆକ୍ରମଣକାରୀମାନଙ୍କୁ…
ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ
ବଡମ୍ବା,୧୧ା୧(ଡି.ଏନ୍.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ ସେମାନେ…
କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍ଏ ହଟିଲା
ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ ସର୍ବସାଧାରଣ ନିରାପତ୍ତା ଆଇନ (ପିଏସ୍ଏ) ପ୍ରତ୍ୟାହାର କରିନେଇଛନ୍ତି। ସେମାନଙ୍କ ମଧ୍ୟରେ କଶ୍ମୀର ବାର୍ କାଉନସିଲ୍ର…
ଇରାନ ଉପରେ ନୂଆ କଟକଣା
ଓ୍ବାଶିଂଟନ,୧୧ା୧ (ପି.ଟି.): ଇରାକସ୍ଥିତ ଆମେରିକାର ସେନା ଶିବିରକୁ ମିଶାଇଲ ମାଡ଼ ପରେ ଟ୍ରମ୍ପ୍ ପ୍ରଶାସନ ପକ୍ଷରୁ ଇରାନ ଉପରେ ନୂଆ କଟକଣା ଲଗାଯାଇଛି। ଆମେରକା ପରରାଷ୍ଟ୍ର ସଚିବ ମାଇକ ପମ୍ପିଓ ଏବଂ ଟ୍ରେଜେରି ସେକ୍ରେଟାରି ଷ୍ଟିଭେନ ମଚିନ ଓ୍ବାଶିଂଟନରେ ଶୁକ୍ରବାର ଏହା…
ହୁଗୁଳା ଉନ୍ନୟନ
ଜନମଙ୍ଗଳ ରାଷ୍ଟ୍ରରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ । ଏହାକୁ ହିଁ ଉନ୍ନୟନ ବୋଲି କୁହାଯାଏ । ଏଥିରେ ଖିଲାପ ହେଲେ ପ୍ରଶାସନ ବାଟ ହୁଡୁଛି ବୋଲି ସମାଲୋଚନା କରାଯାଏ । ବିଶେଷ କରି…
Archives


