ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଜଣେ ନିହତ
ରାଉରକେଲା,୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ସଂଲଗ୍ନ ଝାଡ଼ଖଣ୍ଡର ଗୋଇଲକେରା ଥାନା ଅଞ୍ଚଳର ଆରାହାସା ପଞ୍ଚାୟତର ରେଲା ଗାଁରେ ଅବସ୍ଥିତ ବୁର୍ଜୁୱା ପାହାଡ଼ ନିକଟରେ ରବିବାର ସକାଳେ ପୋଲିସ ଏବଂ ସିପିଆଇ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଛି। ଏନକାଉଣ୍ଟରରେ ଜଣେ ମାଓବାଦୀଙ୍କ …
ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟକୁ ଯାଇ ଅଧାବାଟରୁ ଫେରୁଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବର୍ଷା ଦିନରେ ମଧ୍ୟ ଦୈନିକ ଶହଶହ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି। ତେବେ କିଛି ପର୍ଯ୍ୟଟନକ୍ଷେତ୍ରକୁ ଯାତାୟାତ ରାସ୍ତାର ଦୁରବସ୍ଥା ଯୋଗୁ ପର୍ଯ୍ୟଟକ ନାନା ହଇରାଣ ହରକତ ହେଉଥିବା ଅଭିଯୋଗ ହେଉଛି। ଏଭଳି ଏକ ପ୍ରମୁଖ…
ସରକାରୀ ବସ୍ରେ ପଇସା ନେଇ ଦେଉନାହାନ୍ତି ଟିକେଟ: କି ଫେରେଉନାହାନ୍ତି ଖୁଚୁରା
ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତକୁ ଜିଲା ହେଡକ୍ୱାଟର ଫୁଲବାଣୀରୁ ସରକାରୀ ବସ୍ ଚଳାଚଳ କରୁଛି ତେବେ ଉକ୍ତ ଯାତ୍ରୀବାହୀ ବସ୍ରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ଦାୟିତ୍ୱରେ ଥିବା କଣ୍ଡକ୍ଟର ସବ୍ୟସାଚୀ ବେହେରା ଟିଜେଟ ଅର୍ଥ ଆଦାୟ…
ଭବାନୀ ଏଣ୍ଟର ପ୍ରାଇଜେସ ବିସ୍ପୋରକ ଗୋଦାମ ସିଲ, ଗୋଦାମରେ ଗଛିତ ରହିଛି ହଜାର ହଜାର କ୍ୱିଣ୍ଟାଲ ବିସ୍ପୋରକ ସାମଗ୍ରୀ
କେସିଙ୍ଗା,୭।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଶିରୋଳ ଗ୍ରାମ ପଞ୍ଚାୟତ ଅଧିନସ୍ଥ ପୋଡ଼ଖମ ଗ୍ରାମର ସୁରୁଜୋର୍ ଜଙ୍ଗଲ ଭିତରେ ଥିବା ଭବାନୀ ଏଣ୍ଟର ପ୍ରାଇଜେସ ଗୋଦାମରେ ବିସ୍ପୋରକ ସାମଗ୍ରୀକୁ କେସିଙ୍ଗା ପୋଲିସ ପକ୍ଷରୁ ଶନିବାର ସିଲ କରାଯାଇଛି। ଅର୍ନିଦ୍ଦିଷ୍ଟ କାଳ…
କଡ଼ା ସୁରକ୍ଷା ମଧ୍ୟରେ ହୋମଗାର୍ଡ ପରୀକ୍ଷା; ଏମବିଏ, ବି ଟେକ ଆବେଦନକାରୀ ପରୀକ୍ଷା ଦେଉଛନ୍ତି
ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ରବିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ଲିଖିତ ପରୀକ୍ଷା ଆରମ୍ଭ ହୋଇଛି। ସକାଳ ୧୦ ଟା ରୁ ୧୨ ଟା ମଧ୍ୟରେ ପରୀକ୍ଷା ହେଉଛି।…
SBI ଗ୍ରାହକଙ୍କ ପାଇଁ ବଡ଼ ଖବର; କାମ କରିବନି ଅନଲାଇନ ପେମେଣ୍ଟ, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୭।୯: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିିଆଇ)କୁ ନେଇ ବଡ଼ ଖବର। ଆଜି ବନ୍ଦ ରହିବ ଅନଲାଇନ ପେମେଣ୍ଟ ସିଷ୍ଟମ। ଏନେଇ ସୂଚନା ଦେଇଛି ଏସବିଆଇ। ଭାରତୀୟ ଷ୍ଟେଟ ବ୍ୟାଙ୍କ ଘୋଷଣା କରିଛି ଯେ ଏହାର ଇଣ୍ଟରନେଟ୍ ବ୍ୟାଙ୍କିଂ, YONO Lite…
ୟୁରିଆ ସାର ସଙ୍କଟ ପଛରେ ବଡ଼ କେଳେଙ୍କାରୀ
ବରଗଡ଼,୭।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଧିକ ଧାନ ଉପତ୍ାଦନ ପାଇଁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏହି ଜିଲାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। କେତେବେଳେ ଧାନ ବିକ୍ରିବଟା ତ ଆଉକେବେ ଧାନବିକ୍ରି ପାଇଁ ପଞ୍ଜୀକରଣ ନୀତିକୁ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବିଭିନ୍ନ ଜିଲାରେ ହେବ…
ସମ୍ବଲପୁର,୭ା୯(ପ୍ରମୋଦ ବହିଦାର): ରାଜ୍ୟ ସରକାର ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ପ୍ରତ୍ୟକ୍ଷ ଶୁଣାଣି କରୁଛନ୍ତି। ଏହିକ୍ରମେ ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ଆବଶ୍ୟକ ହେଲେ ବିଭିନ୍ନ ଜିଲାରେ କ୍ୟାବିନେଟ୍ ବୈଠକ କରାଯିବ ବୋଲି ଶନିବାର ସମ୍ବଲପୁରରେ ରାଜ୍ୟସ୍ତରୀୟ ନୂଅଁାଖାଇ ଭେଟ୍ଘାଟ୍ ଅବସରରେ ମୁଖ୍ୟମନ୍ତ୍ରୀ…
ଓଡ଼ିଶାର କଂସା ଶିଳ୍ପ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ କରୁଛି: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୯(ସୌମ୍ୟରଞ୍ଜନ ରାଉତ): ଏମ୍ଜିଏମ୍ ଫାଉଣ୍ଡେଶନ ଓ ଭୁବନେଶ୍ୱର ଏକ୍ସପେରିମେଣ୍ଟାଲ ଆର୍ଟ ଆଣ୍ଡ୍ ଡିଜାଇନ ଷ୍ଟୁଡିଓ ପକ୍ଷରୁ ଓଡ଼ିଶାର କଂସା ଶିଳ୍ପ ଐତିହ୍ୟ ଉପରେ ରଚିତ ପୁସ୍ତକ ‘କଂସା: ପରମ୍ପରା ଗଠନ, ଭବିଷ୍ୟତ ରୂପରେଖ’ର ଲୋକାର୍ପଣ ଉତ୍ସବ ଶନିବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ…
ଆଜି ଚନ୍ଦ୍ର ଗ୍ରହଣ: ଏହି ସମୟରୁ ପାକ ନିଷେଧ
ପୁରୀ,୭ା୯(ଅଜିତ୍ କୁମାର ମହାନ୍ତି): ୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି ହେବ। ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି…
ବଡ଼ ଘୋଷଣା: ଓଡ଼ିଶାରେ ଏହିଦିନଠୁ ଲାଗୁ ହେବ ଏସ୍ଆଇଆର୍!
ନୂଆଦିଲ୍ଲୀ,୭ା୯: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ନେଇ ବିବାଦ ଲାଗିରହିଥିବାବେଳେ ଭାରତର ନିର୍ବାଚନ କମିଶନ (ଇସିଆଇ) ୨୦୨୬ ଜାନୁଆରୀ ୧ରୁ ସାରା ଦେଶରେ ଏସ୍ଆଇଆର୍ ଆରମ୍ଭ କରିପାରନ୍ତି। ଏହାର ପ୍ରଥମ ପଦକ୍ଷେପ ସ୍ବରୂପ…
କଡ଼ା ନିର୍ଦ୍ଦେଶ: ନିୟମ ନ ମାନିଲେ ୩୦ ତାରିଖରୁ ଦୈନିକ ୫୦୦ ଜରିମାନା
ରାୟଗଡ଼ା,୬।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରାଞ୍ଚଳରେ ଓଡ଼ିଆ ନାମଫଳକକୁ ବାଧ୍ୟତାମୂଳକ କରିଛି ପୌରପରିଷଦ। ଏନେଇ ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ନେତୃତ୍ୱରେ ଏକ ଟିମ୍ ଶନିବାର ରାୟଗଡ଼ା ସହରର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନକୁ ବୁଲି ଓଡ଼ିଆ ନାମଫଳକ ଲଗାଇବାକୁ ନିର୍ଦ୍ଦେଶ…
Archives


