Home Left

ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ – ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ଅଧ୍ୟକ୍ଷତା କରିବା ସହ ପୂର୍ବବର୍ଷ…

ରଣପୁର ଥାନାରେ ଦଲାଲ ସର୍ବେସର୍ବା, ଥାନାକୁ ଯିବାକୁ ଡରୁଛନ୍ତି ଲୋକେ: ଅଧିକାଂଶ ଘଟଣାରେ ରଖାଯାଉନି ଏତଲା

ରଣପୁର,୧୧ା୧ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଚାଲିଛି ଦଲାଲଙ୍କ ରାଜ୍‌। ସେମାନଙ୍କ ବିନା ସହଯୋଗରେ ନ୍ୟାୟ ମିଳୁନି। ଏ ନେଇ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଅଭିଯୋଗ କଲେ ନ୍ୟାୟ ମିଳିବା ବଦଳରେ ରୋଷର ଶିକାର ହେବାକୁ ପଡୁଛି। ଆମ ପୋଲିସ କାର୍ଯ୍ୟକ୍ରମ…

ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ: ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଖଣ୍ଡପଡ଼ା,୧୧ା୧(ସ୍ବ.ପ୍ର.): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ଶୁକ୍ରବାର ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ଭୋର ୫ଟାରେ ଶ୍ରୀ ଜୀଉଙ୍କ ପହଡ ଭଙ୍ଗ ଓ ମଙ୍ଗଳ ଆଳତି ପରେ ମଇଲମ, ତଡପ ଲାଗି ଓ ଅବକାଶ ବଢିଥିଲା।…

ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମ୍ମିଳନୀ: ‘ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ହେବ’

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ବାଲେଶ୍ୱର ଓ ଭଦ୍ରକ ଜିଲାର ସମସ୍ତ ଅନୁବନ୍ଧିତ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କର ଏକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ମହାବିଦ୍ୟାଳୟରୁ ୭୦ରୁ ଊର୍ଦ୍ଧ୍ୱ ଅଧ୍ୟକ୍ଷ ଏଥିରେ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଫକୀରମୋହନଙ୍କ…

ରୂପ୍‌ସା, ବସ୍ତା, ଜଳେଶ୍ୱର ଷ୍ଟେଶନ ପରିଦର୍ଶନ କଲେ ଜିଏମ୍‌

ରୂପ୍‌ସା/ବସ୍ତା/ଜଳେଶ୍ୱର, ୧୧।୧(ଡି.ଏନ.ଏ./ସ୍ବ.ପ୍ର.)-ଦକ୍ଷିଣ-ପୂର୍ବ ରେଳପଥର ଜେନେରାଲ ମ୍ୟାନେଜର(ଜିଏମ୍‌) ସଞ୍ଜୟ କୁମାର ମହାନ୍ତି ପ୍ରଥମଥର ପାଇଁ ଶୁକ୍ରବାର ବାଲେଶ୍ୱର ଗସ୍ତରେ ଆସି ରୂପ୍‌ସା ଜଙ୍କଶନ, ବସ୍ତା ଓ ଜଳେଶ୍ୱର ଷ୍ଟେଶନ ପରିଦର୍ଶନ କରିଛନ୍ତି। ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ସେ ବାଙ୍ଗିରିପୋଷି ଷ୍ଟେଶନ ଗସ୍ତ…

ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି। ଯେତେ ଅପପ୍ରଚାର କରାଗଲେ ମଧ୍ୟ ସିଏଏ ବଳବତ୍ତର ରହିବ। ଏହାଦ୍ୱାରା ସଂଖ୍ୟାଲଘୁମାନେ ବିଶେଷ…

୨୦୧୯ ଅଟୋ ଶିଳ୍ପ ଲାଗି ୨ ଦଶନ୍ଧିରେ ସବୁଠାରୁ ଖରାପ

ନୂଆଦିଲ୍ଲୀ,୧୧-୧: ୨୦୧୯ ବର୍ଷ ଦେଶର ଅଟୋ ଉଦ୍ୟୋଗ ଲାଗି ସବୁଠାରୁ ଖରାପ ବର୍ଷ। ଏହି ସମୟରେ ମାନ୍ଦାବସ୍ଥାଯୋଗୁ ଅଟୋମୋବାଇଲ କମ୍ପାନୀଗୁଡିକ ଅଧିକ ହାରରେ କ୍ଷତି ସହିଥିବା ସୋସାଇଟି ଅଫ ଇଣ୍ଡିଆନ ଅଟୋମୋବାଇଲ ମାନୁଫାକଚରର୍ସ(ଏସ୍‌ଆଇଏଏମ୍‌) ପକ୍ଷରୁ ସୂଚନା ରହିଛି। ଶୁକ୍ରବାର ସଂଘ ପକ୍ଷରୁ…

ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଛି

ନୂଆଦିଲ୍ଲୀ,୧୧-୧ : ବଜେଟ ପୂର୍ବରୁ ଅର୍ଥବ୍ୟବସ୍ଥା ଏବଂ ସରକାରଙ୍କ ଲାଗି ଖୁସି ଖବର। ଦେଶର ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଥିବା ନଜରକୁ ଆସିଛି। ନଭେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ୧.୮% ବଢିଥିବା ଶୁକ୍ରବାର ସରକାର ଜାରି କରିଥିବା ତଥ୍ୟରୁ ସାମ୍ନାକୁ ଆସିଛି। ଲଗାତର…

ଚନ୍ଦା କୋଚ୍ଚରଙ୍କ ୭୮ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୧-୧ ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ଏମ୍‌ଡି ତଥା ସିଇଓ ଚନ୍ଦା କୋଚ୍ଚରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଭିଡିଓକନ କମ୍ପାନୀକୁ ପ୍ରଦାନ କରାଯାଇଥିବା ୩୨୫୦ କୋଟି ଟଙ୍କାର ଋଣ ମାମଲାରେ ଇଡି ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛି।…

କ୍ରିକେଟ ନିଶା ପାଇଁ ଇଞ୍ଜିନିୟର ଚାକିରି ଛାଡିଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଥିଲେ ଅନିଲ କୁମ୍ବଲେ। ଭାରତୀୟ ଦଳର ଏହି ପୂର୍ବତନ କୋଚ   ଜଣେ ସ୍ପିନର୍‌ ଭାବେ ଭାରତ ପାଇଁ ଅନେକ ରେକର୍ଡ ହାସଲ କରିଛନ୍ତି। କିନ୍ତୁ ଜାଣିଛନ୍ତି କି କୁମ୍ବଲେ ପାଠପଢାରେ ମଧ୍ୟ ବେଶ…

୧୯ବର୍ଷରୁ କମ୍‌ କ୍ରିକେଟ: ଦିବ୍ୟାଂଶଙ୍କ ସ୍ଥାନରେ ସିଦ୍ଧେଶ

ନୂଆଦିଲ୍ଲୀ, ୧୦ା୧(ପି.ଟି.)- ଆଘାତପ୍ରାପ୍ତ ହୋଇଥିବାରୁ ଭାରତର ୧୯ ବର୍ଷରୁ କମ୍‌ ଅଲରାଉଣ୍ଡର ଦିବ୍ୟାଂଶ ଯୋଶୀ ଆସନ୍ତା ବିଶ୍ୱକପ୍‌ରେ ଖେଳିପାରିବେ ନାହିଁ। ଦକ୍ଷିଣ ଆଫ୍ରିକାରେ ଦ୍ୱିପାକ୍ଷିକ ଦିନିକିଆ କ୍ରିକେଟ ସିରିଜ ଅନ୍ତର୍ଗତ ପ୍ରଥମ ମ୍ୟାଚରେ ସେ ଆହତ ହୋଇଛନ୍ତି। ଫିଲ୍‌ଡିଂ କରୁଥିବାବେଳେ ତାଙ୍କ…

ବୋପାନ୍ନା-କୁଲହଫ୍‌ ଫାଇନାଲରେ

ଦୋହା, ୧୦ା୧ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ନେଦରଲାଣ୍ଡର ଓ୍ବେସ୍‌ଲି କୁଲ୍‌ହଫ୍‌ ଏଠାରେ ଚାଲିଥବା ୧,୪୬୫,୨୬୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ କାତାର ଓପନ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri