Home Left

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନିଜ ୨ ବର୍ଷ ଝିଅର ପାଦକୁ ଅଳତାରେ ବୁଡାଇ କାର୍‌ର ସାମ୍ନା…

ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ସୂଚନାନୁଯାୟୀ, ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନ ସମୟରେ…

ଭୋକିଲା ପିଲାଙ୍କୁ ପଡିଆରେ ଖାଦ୍ୟ ଖୁଆଇ ଚର୍ଚ୍ଚାରେ କ୍ରିକେଟର

ସାଧାରଣତଃ ନିଜ ପ୍ରଦର୍ଶନ ଜରିଆରେ ଖେଳାଳିମାନେ ଚର୍ଚ୍ଚାର ପରିସରକୁ ଆସିଥାନ୍ତି। କିନ୍ତୁ ଭାରତର ବାମହାତୀ ସ୍ପିନ୍‌ ବୋଲର ଇକବାଲ୍‌ ଅବଦୁଲ୍ଲା ଏକ ମହତ କାମ କରି ଚର୍ଚ୍ଚାକୁ ଆସିଛନ୍ତି। ଏବେ ଇକବାଲ୍‌ଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ…

ଶୁକ୍ରବାର ଓଡ଼ିଶା ଆସିବେ ଗିରିରାଜ, ବାବୁଲ ସୁପ୍ରିୟୋ

ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଓ ବାବୁଲ ସୁପ୍ରିୟୋ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ବାବୁଲ…

ଲିପ୍‌ଷ୍ଟିକ୍‌ରୁ ବାହାରିବ ଗୁଳି: ରୋଡ୍‌ ସାଇଡ୍‌ ରୋମିଓ ପାଇବେ ପାନେ !

ବାରାଣସୀ,୯।୧: ଏବେ ରୋଡ୍‌ ସାଇଡ୍‌ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍‌ ଷ୍ଟିକ୍‌ ତିଆରି କରିଛନ୍ତି। ଏହାର ନାମ ସ୍ମାର୍ଟ ଆଣ୍ଟି ଟିଜିଂ ଲିପ୍‌ଷ୍ଟିକ୍‌ ଗନ୍‌ ରଖାଯାଇଛି। ସ୍ଥାନୀୟ ଅଶୋକା…

ଖରାଛୁଟିରେ ପିଲାଙ୍କ ଏକ୍ସଟ୍ରା କ୍ଲାସ ନେବେ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୯।୧(ବ୍ୟୁରୋ): ଏଣିକି ଖରାଛୁଟିରେ ସ୍କୁଲ ପିଲାମାନଙ୍କ ପାଇଁ ଏକ୍ସଟ୍ରା କ୍ଲାସ ହେବ। ପାଠପଢ଼ାରେ ଦୁର୍ବଳ ଥିବା ପିଲାମାନଙ୍କ କ୍ଲାସ ଶିକ୍ଷକ ନେବେ। ଗୁରୁବାର ଏଭଳି କିଛି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ଛୁଟି ସମୟରେ…

ଲଞ୍ଚ ବ୍ରେକ୍‌ଫାଷ୍ଟ ବଦଳରେ ବେବି ପାଉଡ଼ର ଖାଉଛନ୍ତି ଏହି ମହିଳା

ଖାଦ୍ୟକୁ ନେଇ କାହାର କେମିତି ରୁଚି ଥାଏ। ପ୍ରାୟ ସମସ୍ତେ ସୁସ୍ବାଦୁ ଖାଦ୍ୟ ଖାଇବାକୁ ପସନ୍ଦ କରୁଥିବା ବେଳେ ଆଉ କେହି କେହି ସ୍ବାସ୍ଥ୍ୟପ୍ରଦ ଖାଦ୍ୟକୁ ପ୍ରାଧାନ୍ୟ ଦେଇଥାଆନ୍ତି। ଆମେରିକାର ଲିସା ଆଣ୍ଡରସନ ନାମକ ୪୪ ବର୍ଷୀୟା ଏହି ମହିଳା ପାଉଡ଼ର…

ନନ୍ଦନକାନନରେ ବାଘ ସଂଖ୍ୟା ବୃଦ୍ଧି, ୨ ଛୁଆ ଜନ୍ମଦେଲା ବାଘୁଣୀ ସ୍ନେହା

ବାରଙ୍ଗ,୯।୧(ଡି.ଏନ୍‌.ଏ.): ଗୁରୁବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘୁଣୀ ସ୍ନେହା ୨ଟି ଛୁଆ ଜନ୍ମ ଦେଇଛି। ହାଇଦ୍ରାବାଦରୁ ଆସିଥିବା ଜଙ୍ଗଲି ମହାବଳବାଘ ସେଫ୍‌ ସହ ତା’ର ମିଳନ ଗତ ସେପ୍ଟେମ୍ବର ମାସରେ ହୋଇଥିଲା। ମା’ ଓ ଛୁଆଦ୍ୱୟ ସୁସ୍ଥ ଥିବା ସିସିଟିଭି କ୍ୟାମେରାରୁ…

ବୃଦ୍ଧାଙ୍କୁ ମାରି ଜଗି ରହିଥିଲା ମା’ ଭାଲୁ, ଉଦ୍ଧାର କଲା ବନବିଭାଗ ଟିମ୍‌

ନବରଙ୍ଗପୁର,୯।୧(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡ଼ା ଗ୍ରାମର ନିଖୋଜ ବୃଦ୍ଧା ଗୋରୀ ଅମନାତ୍ୟ(୭୦)ଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ତାଙ୍କୁ ଭାଲୁ ଆକ୍ରମଣ କରି ମାରିଦେଇଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଦୁଇ ଦିନ ତଳେ ଗୋରୀ ନିଖୋଜ ହୋଇଯାଇଥିଲେ। ସେହିଦିନଠାରୁ…

ବିବାହର ୨ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେବାକୁ ଚାହୁଁଛନ୍ତି ଏହି ନାୟିକା

ମୁମ୍ବାଇ: ବଲିଉଡ୍‌ କପୁଲଙ୍କ ବିବାହ ଯେତିକି ଚର୍ଚ୍ଚାରେ ଥାଏ ତା’ଠାରୁ ଅଧିକ ଚର୍ଚ୍ଚାରେ ଥାଏ ଏମାନଙ୍କ ବିଚ୍ଛେଦ। ୨୦୧୭ରେ ବିବାହ କରିଥିବା ବଲିଉଡ୍‌ ନାୟିକା ଅମୃତା ପୁରୀ ଏବେ ତାଙ୍କ ସ୍ବାମୀଙ୍କଠାରୁ ଅଲଗା ହେବାକୁ ଚାହୁଁଥିବା ଖବର ଆସିଛି। କାଇ ପୋ…

ପୁଅଙ୍କ ଏମ୍‌ବିବିଏସ୍‌ ଫଳକ ଲଗାଇ ବାପା କରୁଛନ୍ତି ଚିକିତ୍ସା, ନକଲି ଔଷଧ ପ୍ରସ୍ତୁତ କରି ଚାଲିଛି ରୋଗୀଙ୍କୁ ଶୋଷଣ

ଗୋପାଳପୁର,୯।୧-ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଭିତ୍ତିଭୂମିର ବିକାଶ କରୁଛନ୍ତି। ରୋଗୀଙ୍କୁ ଯେଭଳି ଉତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯାଇପାରିବ ସେନେଇ କେନ୍ଦ୍ର ଓ ରାଜ୍ୟର ବରିଷ୍ଠ…

ପୁଣି ରାଗିଲେ ତନୁଶ୍ରୀ, ନାନା ପାଟେକରଙ୍କୁ ଆଶାରାମଙ୍କ ସହ କଲେ ତୁଳନା

ଅଭିନେତ୍ରୀ ତନୁଶ୍ରୀ ଦତ୍ତ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଅତୀତରେ ନାନା ପାଟେକରଙ୍କ ଉପରେ ଯୌନ ଶୋଷଣ ଅଭିଯୋଗ ଆଣିଥିଲେ ତନୁଶ୍ରୀ। ଏହା ପରଠାରୁ ସେ ଲଗାତର ନାନାଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଏବେ ପୁଣି ଥରେ ନାନାଙ୍କ ବିରୋଧରେ ମନ୍ତବ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri