Home Left

ରେଳ ଚଳାଚଳ ଉପରେ ପଡ଼ିଲାନି ବିଶେଷ ପ୍ରଭାବ: ଅଧଘଣ୍ଟାରୁ ଦୁଇ ଘଣ୍ଟା ବିଳମ୍ବରେ ଚାଲିଲା ଟ୍ରେନ୍‌

ଭୁବନେଶ୍ୱର, ୮ା୧(ବ୍ୟୁରୋ): ବୁଧବାର ବାମପନ୍ଥୀ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ରେଳ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇନି। ପୂର୍ବତଟ ରେଳପଥରେ ମାତ୍ର ୩ଟି ପାସେଞ୍ଜର ଟ୍ରେନ ବାତିଲ୍‌ କରାଯାଇଥିବା ବେଳେ ଅନ୍ୟ ଟ୍ରେନ୍‌ ଗୁଡ଼ିକ ବିଳମ୍ବରେ…

ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ

ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ ଏତଲା କ୍ରମେ ନଂ. ୩/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ପୀତବାସ…

ଧାନ ଖଳାରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁଁ, ଭାଣିଜୀ ଗୁରୁତର

ପରଜଙ୍ଗ, ୮।୧(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍‌ରେ ହାତୀ ଆକ୍ରମଣରେ ଟୁନା ନାଥ…

ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ

ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ ଅପହୃତା ନାବାଳିକାଙ୍କୁ ପୋଲିସ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଗିରଫ ଯୁବକ…

ଦେଶର କୌଣସି ସ୍ଥାନକୁ ଯିବା ପାଇଁ ଦୀପିକା ସ୍ବତନ୍ତ୍ର: ଜାଭଡେକର

ନୂଆଦିଲ୍ଲୀ,୮।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) କ୍ୟାମ୍ପସ୍‌କୁ ମଙ୍ଗଳବାର ରାତିରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଗସ୍ତ କରିଥିଲେ। ସେଠାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ର ଓ ଛାତ୍ରସଂଘର ଅଧ୍ୟକ୍ଷ ଐଶ ଘୋଷଙ୍କୁ ସେ ଭେଟିଥିଲେ। ତେବେ ଦୀପିକାଙ୍କ ଏହି ଗସ୍ତକୁ…

ସୁରକ୍ଷାକର୍ମୀଙ୍କ ଉପରକୁ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୮।୧: ଜମ୍ମୁ-କଶ୍ମୀରରେ ଶାନ୍ତି ଭଙ୍ଗ କରିବା ପାଇଁ ପାକିସ୍ତାନ ସବୁବେଳେ ଉଦ୍ୟମ ଚଳାଇଛି। କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି ତ କେତେବେଳେ ଅସ୍ତ୍ରବିରତି ଉଲ୍ଲଂଘନ ଆଉ କେତେବେଳେ ଆତଙ୍କବାଦୀ ଆକ୍ରମଣ। ଇତିମଧ୍ୟରେ ବୁଧବାର ଶ୍ରୀନଗରର ହବାକ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ…

ଅଲଗା ହେବେ ଆମିର-ସଞ୍ଜିଦା !

ବମ୍ବେ: ସୋସିଆଲ ମିଡିଆରେ ଅଭିନେତା ତଥା ଅଭିନେତ୍ରୀମାନଙ୍କର ଜୀବନ ଯେତିକି ରଙ୍ଗିନ ନଜର ଆସିଥାଏ, ବାସ୍ତବ ଜୀବନରେ କିନ୍ତୁ ତାହାର ଓଲଟା ଦେଖିବାକୁ ମିଳେ। ସେଭଳି କିଛି ଦେଖିବାକୁ ମିଳୁଛି ଟେଲିଭିଜନ ଜଗତର ଲୋକପ୍ରିୟ ଅଭିନେତା ସଞ୍ଜିଦା ଶେଖ୍‌-ଆମିର ଅଲ୍ଲୀଙ୍କ କ୍ଷେତ୍ରରେ।…

ଟେଲି ପରଦାର ଗ୍ଲାମରସ୍‌ ଜେଜେ ମା’

ବମ୍ବେ: ଟେଲି ପରଦାର ଗ୍ଲାମରସ୍‌ ଜେଜେ ମା’ଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଅଭିନେତ୍ରୀ ସ୍ବାତୀ ଚିଟ୍‌ନିସ। ଷ୍ଟାର ପ୍ଲସରେ ପ୍ରସାରିତ ହେଉଥିବା ‘ୟେ ରିସ୍ତା କ୍ୟା କହଲାତା ହେ’ରେ ସେ ନଜର ଆସନ୍ତି। ଧାରାବାହିକରେ ପାରମ୍ପରିକ ପୋଷାକ ତଥା ସଂସ୍କାରକୁ ଜାବୁଡ଼ି…

ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି: ଦାଖଲ ରିପୋର୍ଟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୮।୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ କରାଯାଇଛି। ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ ୩ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ତେବେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଦାଖଲ ରିପୋର୍ଟକୁ ନେଇ କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି।…

ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍‌ରେ ପଥରମାଡ଼

କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ ଆନ୍ଦୋଳନକୁ ବିଭିନ୍ନ ଶ୍ରମିକ ସଂଗଠନ, ବାମପନ୍ଥୀ ଦଳ ଓ କଂଗ୍ରେସ ସମର୍ଥନ କରିଛି। ପଶ୍ଚିମବଙ୍ଗରେ…

ଟି୨୦ରେ ରଶିଦଙ୍କ ୩ୟ ହ୍ୟାଟ୍ରିକ

ଆଡିଲେଡ୍‌,୮।୧- ଆଫଗାନିସ୍ତାନର ଯୁବ ଲେଗ୍‌ ସ୍ପିନର ରଶିଦ ଖାଁ ଟି୨୦ କ୍ୟାରିୟରରେ ତୃତୀୟ ଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିଛନ୍ତି। ଚଳିତ ବିଗ୍‌ ବାଶ ଲିଗ୍‌(ବିବିଏଲ)ରେ ସିଡ୍‌ନୀ ସିକ୍ସର୍ସ ବିପକ୍ଷ ମ୍ୟାଚ୍‌ରେ ସେ ଏହି ସଫଳତା ପାଇଛନ୍ତି। ଆଡିଲେଡ୍‌ ଷ୍ଟ୍ରାଇକର୍ସ…

ଚାଇନା ଆକାଶରେ ଦେଖାଗଲା ଏକାଥରକେ ୩ ସୂର୍ଯ୍ୟ

କୁହାଯାଏ, ପ୍ରକୃତି ସୌନ୍ଦର୍ଯ୍ୟର ଉପମା ନାହିଁ। ଏହାର ଏକ ଝଲକ ଦେଖିବାକୁ ମିଳିଛି ଚାଇନାରେ। ଏକାଥରକେ ଚାଇନା ଆକାଶରେ ୩ଟି ସୂର୍ଯ୍ୟ ଦେଖିବାକୁ ମିଳିଥିଲା। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଏହି ଅଦ୍ଭୁତ ଦୃଶ୍ୟ ଦେଖି ଲୋକେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri