ଆମ୍ବୁଲାନ୍ସ ବନ୍ଦ କଲା ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ରାଲି
କୋଲକାତା,୮।୧: ପଶ୍ଚିମବଙ୍ଗର ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ବରୋଧୀ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ନଦିଆ ଜିଲାରେ ମମତା ସରକାରଙ୍କ ବିରୋଧରେ ଭାଜପା ପ୍ରଦେଶ ଅଧ୍ୟକ୍ଷ ଦିଲୀପ ଘୋଷ…
ବିନା ହେଲମେଟରେ ରାଲି, ଗଣିବେ ଜରିମାନା
ଭୁବନେଶ୍ୱର,୮।୧(ବ୍ୟୁରୋ): କେନ୍ଦ୍ର ଟ୍ରେଡ୍ ୟୁନିୟନର ଆହ୍ବାନ କ୍ରମେ ୧୨ ଦଫା ଦାବିlରେ ବୁଧବାର ରାଜ୍ୟରେ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ ଅନ୍ୟ କେତେକ ସଂଗଠନ ସମର୍ଥନ କରିଥିବା ବେଳେ ସକାଳୁ ରାଜଧାନୀ ଭୁବନେଶ୍ୱରରେ କଂଗ୍ରେସ ଓ…
ଅଧିନାୟକ କୋହଲିଙ୍କ ମାଇଲଷ୍ଟୋନ
ଇନ୍ଦୋର,୮।୧- ବିରାଟ କୋହଲି ଅଧିନାୟକ ଭାବେ ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ହଜାର ରନ୍ ପୂରଣ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ୩୦ ରନର ଅପରାଜିତ ଇନିଂସ ଖେଳିବା ଅବସରରେ କୋହଲି ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ଅଧିନାୟକ…
ଦେବଗଡ଼ରେ ଭାରତ ବନ୍ଦର ପ୍ରଭାବ
ଦେବଗଡ଼,୮।୧(ଡି.ଏନ୍.ଏ.): ଦରବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା,ପ୍ରସ୍ତାବିତ ଶ୍ରମ ଆଇନ, ସିଏଏ ଓ ଏନ୍ଆର୍ସିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନ ତଥା ବିଭିନ୍ନ ଫେଡେରେଶନ ପକ୍ଷରୁ ୧୨ ଦଫା ଦାବି ପୂରଣ ନେଇ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ଦେବଗଡ଼ ଜିଲାରେ…
କ୍ୟାବିନେଟ୍ ନିଷ୍ପତ୍ତି: ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍ ଗ୍ରିଡ୍; ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର
ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେନୁଷ୍ଠିତ ହୋଇଥିବା କ୍ୟାବିନେଟ୍ ବୈଠକରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍ ଗ୍ରିଡ୍ ସ୍ଥାପନ କରାଯିବା ସହିତ ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର ଆଦି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।…
ରାଜଧାନୀରେ ଭାରତ ବନ୍ଦର ଆଶିଂକ ପ୍ରଭାବ: ହନ୍ତସନ୍ତ ହେଲେ ଯାତ୍ରୀ
ଭୁବନେଶ୍ୱର,୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଦେଇଥିବା ଭାରତୀୟ ବନ୍ଦ ଡାକରା ବୁଧବାର ଆଶିଂକ ଭାବେ ସଫଳ ହୋଇଛି। ରାଜଧାନୀରେ ସକାଳେ ଗାଡ଼ି ଚଳାଚଳ ଦେଖିବାକୁ ମିଳି ନ ଥିବା ବେଳେ ମଧ୍ୟାହ୍ନ ୧୨ଟା ପରେ ଗାଡ଼ି…
ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ
ବାଲିଗୁଡ଼ା,୮।୧(ଡି.ଏନ୍.ଏ.) : କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା…
କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ
ସୁନ୍ଦରଗଡ଼,୮।୧(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ ଏଆଇଟିୟୁସି ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଗଠନ ଏହି ବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।…
ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ
ପୁରୁଷୋତ୍ତମପୁର,୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାରତ ବନ୍ଦର ସମ୍ପୂର୍ଣ୍ଣ ପ୍ରଭାବ ଦେଖାଦେଇଛି। ସହରର ବିଭିନ୍ନ ସ୍ଥାନରେ ଅଙ୍ଗନୱାଡ଼ି କର୍ମୀ, ବିଭିନ୍ନ ବିଦ୍ୟାଳୟର ମଧ୍ୟାହ୍ନଭୋଜନରେ ନିୟୋଜିତ ପାଚିକା,ସହାୟିକା ରାସ୍ତା ଅବରୋଧ କରି ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଯୋଗୁ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ…
ସାଇବର କ୍ରାଇମ ଶିକାର ହେଲେ ପୂର୍ବତନ ଅଷ୍ଟ୍ରେଲିଆ କୋଚ୍
ସିଡ୍ନୀ,୮।୧- ଅଷ୍ଟ୍ରେଲିଆର ପୂର୍ବତନ କୋଚ୍ ଡାରେନ ଲିମ୍ୟାନ ସାଇବର କ୍ରାଇମ ଶିକାର ହୋଇଛନ୍ତି। ତାଙ୍କ ଟୁଇଟର ଆକାଉଣ୍ଟକୁ ହ୍ୟାକ କରିଦିଆଯାଇଛି। ଆକାଉଣ୍ଟର ନାମ ପରିବର୍ତ୍ତନ କରି କାସିମ ସୁଲେମାନି କରାଯିବା ସହ ସେଥିରେ ଆମେରିକା ଓ ଇରାନ ବିବାଦ ସମ୍ପକିତ କିଛି…
ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍ ଚୋରି
ଖଇରା,୮।୧(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ ୫ଲକ୍ଷ ଟଙ୍କାର ଅଳଙ୍କାର ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏଥିସହ ମନ୍ଦିରର ସମସ୍ତ ହୁଣ୍ଡି…
ବିଜ୍ଞାପନ କରି ଅଡୁଆରେ ଅକ୍ଷୟ
ମୁମ୍ବାଇ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏକ ନାମୀଦାମୀ ବ୍ରାଣ୍ଡ ଓ୍ବାଶିଂ ପାଉଡରର ବିଜ୍ଞାପନ କରି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ମରାଠା ଯୋଦ୍ଧାଙ୍କ ପରିହାସ କରିଥିବା ନେଇ ଅକ୍ଷୟଙ୍କ ନାଁରେ ଅଭିଯୋଗ ହୋଇଛି। ଏନେଇ ଲୋକମାନେ ତାଙ୍କ ବିରୋଧରେ ଅଭିଯୋଗ…
Archives


