Home Left

ରାଜଧାନୀରେ କଳଙ୍କ: ନାବାଳିକା ଝିଅକୁ ବଳାତ୍କାର କରୁଥିଲେ ବାପା, ଘଟଣା ସମ୍ପର୍କରେ ଜଣାଇଲେ…

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ଏକ ଘଟଣା ବାପା-ଝିଅଙ୍କ ସମ୍ପର୍କକୁ କଳଙ୍କିତ କରିଛି। ଜଣେ ୧୪ ବର୍ଷୀୟା ଝିଅ ତାଙ୍କ ବାପାଙ୍କ ବିରୋଧରେ ଅଭିଯୋଗ ଆଣି ଏଫଆଇଆର ଦାୟର କରିଛନ୍ତି। ସେ ତାଙ୍କ ବନ୍ଧୁଙ୍କ ବାପାମାଆଙ୍କ ସହିତ ପାହାଡଗଞ୍ଜ ପୋଲିସ ଷ୍ଟେଶନରେ ପହଞ୍ଚି ପୋଲିସକୁ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ପରେ ଷ୍ଟକ ମାର୍କେଟରେ ଫେରିଛି ଖୁସି, ସେନସେକ୍ସ ୨୪୦୦ ପଏଣ୍ଟ ଟପିଛି, ବୃଦ୍ଧି ପାଇଛି ନିଫ୍ଟି

ନୂଆଦିଲ୍ଲୀ,୩।୨: ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ଅନୁଭୂତ ହେଉଛି। ମଙ୍ଗଳବାର ପ୍ରାରମ୍ଭିକ କାରବାରରେ ଭାରତୀୟ ଷ୍ଟକ ବଜାରରେ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି। ପ୍ରାରମ୍ଭିକ ସେସନରେ ସେନ୍ସେକ୍ସ ୩,୩୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଥିଲା, ଯେତେବେଳେ…

ଭାରତ-ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଯୋଗୁ କ’ଣ ସବୁ ହେବ ଶସ୍ତା, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସ୍ବାକ୍ଷରିତ ବାଣିଜ୍ୟ ଚୁକ୍ତିକୁ ଭାରତର ଅର୍ଥନୀତି ପାଇଁ ଏକ ଐତିହାସିକ ମୋଡ଼ ବୋଲି ବିବେଚନା କରାଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଫୋନ ମାଧ୍ୟମରେ ହୋଇଥିବା ଆଲୋଚନା ପରେ…

‘ନିଜ ଉପରେ ବିଶ୍ୱାସ ଥିଲେ ସବୁକିଛି ସମ୍ଭବ…’, କାହିଁକି ଏମିତି କହିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଆତ୍ମବିଶ୍ୱାସ ହେଉଛି ଏପରି ଶକ୍ତି ଯାହା ସବୁକିଛି ସମ୍ଭବ କରିଥାଏ ଏବଂ ଏକ ବିକଶିତ ଭାରତର ସ୍ବପ୍ନକୁ ସାକାର କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ତାଙ୍କର X ପୋଷ୍ଟରେ ଏହା…

ଗଞ୍ଜାମର ୭ ପୌରସଂସ୍ଥାର ଆସନ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ: ମାର୍ଚ୍ଚ ସୁଦ୍ଧା ୩୬ ନବଗଠିତ ୱାର୍ଡ଼ ହେବ ସୀମା ନିର୍ଦ୍ଧାରଣ

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ): ୨୦୨୭ରେ ପଞ୍ଚାୟତ ଏବଂ ପୌରସଂସ୍ଥା ଗୁଡ଼ିକର ନିର୍ବାଚନ କରିବା ପାଇଁ ସରକାର ଯୋଜନା ରଖିଛନ୍ତି। ତେଣୁ ସରକାର ବର୍ତ୍ତମାନଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟ ସରକାର ରାଜ୍ୟର ନବଗଠିତ ୨୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୭ଟି ପୌରପାଳିକା…

ଚାଇନା, ପାକିସ୍ତାନ, ବାଂଲାଦେଶକୁ ବଡ଼ ଝଟକା…, ଜାଣନ୍ତୁ ଟ୍ରେଡ ଡିଲ ପରେ ଆମେରିକା ବଜାରରେ କେମିତି ରାଜ୍‌ କରିବ ଭାରତ

ନୂଆଦିଲ୍ଲୀ,୩।୨: ସୋମବାର ରାତିରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ଶୁଳ୍କ ହ୍ରାସ ଘୋଷଣା କରିଛନ୍ତି। ସେ ଏହା ମଧ୍ୟ ଦାବି କରିଛନ୍ତି ଯେ ସେ ଭାରତ ସହିତ ଏକ ବାଣିଜ୍ୟ ଚୁକ୍ତିରେ ପହଞ୍ଚିଛନ୍ତି, ଯେଉଁଥିରେ ୫୦୦ ବିଲିୟନ ଡଲାରରୁ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ ଖେଳପଡିଆ ନିକଟରୁ ଏକ ଉଦ୍ଧାର କରାଯାଇଥିଲା । ଛୁଆଟି କାନ୍ଦିବା ପରେ ଲୋକେ…

କ୍ରିକେଟ ଜଗତରେ ଶୋକ, ପୂର୍ବତନ କ୍ରିକେଟରଙ୍କ ୬୭ବର୍ଷରେ ଦେହାନ୍ତ

ନୂଆଦିଲ୍ଲୀ,୩।୨: ଇଂଲଣ୍ଡରୁ ଏକ ବଡ଼ ଖବର ଆସିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଟୋନି ପିଗଟଙ୍କର ୬୭ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ଦେହାନ୍ତ ପରେ ଇଂଲିଶ କାଉଣ୍ଟି କ୍ରିକେଟରେ ଶୋକର ଛାୟା ଖେଳିଯାଇଛି। ଟୋନି ପିଗଟ୍ ୧୯୭୮ ମସିହାରେ…

ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଲାଭାର୍ଥୀଙ୍କୁ ଆଜି ଟଙ୍କା ଦେବେ ସରକାର

ଭୁବନେଶ୍ବର,୩।୨: ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରୁ ଏହା ପ୍ରଥମ ଥର ପାଇଁ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଗଞ୍ଜାମ ମା…

ଭାରତ ବିପକ୍ଷରେ ଖେଳିବାକୁ ଏମିତି ସର୍ତ୍ତ ରଖିଲା ପାକିସ୍ତାନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୩।୨: ପାକିସ୍ତାନ କ୍ରିକେଟ ବୋର୍ଡର ନାଟକ ଶେଷ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ। ପାକିସ୍ତାନ ପ୍ରଥମେ ଟି୨୦ ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଥିଲା ଏବଂ ଏବେ ରିପୋର୍ଟ ଅନୁଯାୟୀ ପିସିବି ମ୍ୟାଚ ପାଇଁ ସର୍ତ୍ତାବଳୀ ଲଗାଇଛି। ପାକିସ୍ତାନୀ…

ଟାରିଫ ହଟିଲା, ଟ୍ରେଡ ଡିଲ ଘୋଷଣା, ମୋଦିଙ୍କୁ ପ୍ରଶଂସା, କେମିତି ଗୋଟିଏ ଫୋନ କଲରେ ବଦଳିଲା ଟ୍ରମ୍ପଙ୍କ ସ୍ବର? ଜାଣନ୍ତୁ ଟାଇମଲାଇନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ସାରେ ଟେଲିଫୋନରେ କଥା ହୋଇଥିଲେ। ଏହା ପରେ, ରାଷ୍ଟ୍ରପତି ଟ୍ରମ୍ପ ଦୁଇ ଦେଶ ମଧ୍ୟରେ ଏକ ‘ତୁରନ୍ତ ବାଣିଜ୍ୟ ଚୁକ୍ତି’ ଘୋଷଣା କରିଥିଲେ। ଏଥିରେ ଭାରତ…

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ମୃତଚାଷୀଙ୍କ ସମ୍ପର୍କୀୟ

ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ (କ) ଗ୍ରାମର ଯୁବଚାଷୀ ବଳରାମ ପଧାନଙ୍କ ଧାନ ବିକ୍ରି ଟଙ୍କା କେରଳ ସ୍ଥିତ ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଛି। ସେହି ଟଙ୍କା ଆଣିବାକୁ ଯାଇ କେରଳରେ ବଳରାମଙ୍କ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?