Home Left

ଟୁଇଟର୍‌ରେ ଟ୍ରେଣ୍ଡ୍‌ କରୁଛି ‘ବୟକଟ୍‌ ଛପାକ୍‌’

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଜେଏନୟୁ କ୍ୟାମ୍ପସ ଗସ୍ତକୁ ନେଇ ରାଜନୀତି ଜୋର ଧରିଛି। ଦୀପିକାଙ୍କ ଏହି ଗସ୍ତ କିଛି ଲୋକଙ୍କୁ ପସନ୍ଦ ଆସିନାହିଁ। ସୋସିଆଲ୍‌ ମିଡିଆରେ ଦୀପିକାଙ୍କ ଆଗାମୀ ଫିଲ୍ମ ‘ଛପାକ୍‌’ ବୟକଟ୍‌ କରିବାକୁ ‘ବୟକଟ୍‌ ଛପାକ୍‌’ ନାମରେ ଏକ…

ମଣ୍ଡିରେ ଧାନବସ୍ତା ପଡ଼ି ଚାଷୀ ମୃତ

ସଜନାଗଡ଼,୮।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ ରାଜ ବରମପୁରଠାରେ ମାଟିଆଳି ଲ୍ୟାମ୍ପ୍‌ ସମିତିକୁ ଜନୈକ ଚାଷୀ ଟଲିରେ ଧାନ ବସ୍ତା ନେଇ ବୁଧବାର ପୂର୍ବାହ୍ନରେ ଆସିଥିଲେ।ଧାନବସ୍ତା ତଳକୁ କାଢ଼ୁଥିବା ବେଳେ ଅସାବଧାନତା ଯୋଗୁ ଏହା ଚାଷୀଙ୍କ ଉପରେ ପଡ଼ିଯିବାରୁ ଘଟଣାସ୍ଥଳରେ…

ଆମେରିକା ଏୟାର ବେସ୍‌ ଉପରେ ଇରାନର ଆକ୍ରମଣ ଘଟଣା: ଟ୍ରମ୍ପ୍‌ କହିଲେ, ‘ଅଲ୍‌ ଇଜ୍‌ ଓ୍ବେଲ୍‌’

ୱାଶିଂଟନ,୮।୧: ଆମେରିକା ଏୟାର ବେସ ଉପରେ ଇରାନ ମିସାଇଲ ଆକ୍ରମଣ କରିଛି। ଇରାନର ମେଜର ଜେନେରାଲ ସୋଲେମାନୀଙ୍କୁ ଆମେରିକା ହତ୍ୟା କରିବା ପରେ ୱାଶିଂଟନ ଓ ତେହରାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଇରାନର ଜବାବୀ ଆକ୍ରମଣ ପରେ ଆମେରିକା…

ହାତୀ ଆକ୍ରମଣରେ ମାମୁ, ଭାଣିଜୀ ଗୁରୁତର

ପରଜଙ୍ଗ,୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ଯୋଗୀ ସାହିରେ ବୁଧବାର ଭୋର୍‌ରୁ ଏକ ଦନ୍ତାହାତୀ ପଶିଥିଲା। ସେହି ସମୟରେ ଗ୍ରାମର ଗନ୍ଧର୍ବ ନାଥଙ୍କ ପରିବାର ଲୋକେ ଘର ପାଖ ଖଳାରେ ମେଶିନ ସାହାଯ୍ୟରେ ଧାନ…

ବାରିପଦା ଜଗନ୍ନାଥ ମନ୍ଦିରକୁ ୫ କୋଟି ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୮।୧- ବାରିପଦା ଜଗନ୍ନାଥ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ବାରିପଦା ବାଙ୍କୀସୋଲଠାରେ ଅଦାନି-କିସ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ ଅବସରରେ ଅନୁଷ୍ଠିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଥିସହ ମୟୂରଭଞ୍ଜ…

ଗାଡ଼ି ଚଳାଚଳ ବନ୍ଦ, ଖୋଲା ରହିଛି ଦୋକାନ ବଜାର

ପାଟଣା,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ୧୨ଦଫା ଦାବିରେ ବୁଧବାର ବନ୍ଦ ଡାକରା ଦିଆଯାଇଥିବା ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ଥିବା ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ, ସ୍କୁଲ ଜଲେଜ, ସରକାରୀ କାର୍ଯ୍ୟାଳୟ,ବସସେବା ବନ୍ଦ ରହିଥିବା ବେଳେ…

କଟକରେ ଭାରତ ବନ୍ଦର ଆଶିଂକ ପ୍ରଭାବ

କଟକ ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କଟକରେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ କାର୍ଯ୍ୟାଳୟ, ବଡ ବଡ ଶପିଂ ମଲ ବନ୍ଦ ରହିଛି। ସହରର…

କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ଶ୍ରମିକ ସଂଘ

ବନ୍ତ,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଶ୍ରମିକ ସଂଘ, ଫେଡେରେଶନ ଓ ଆସୋସିଏଶନ ପକ୍ଷରୁ ଭଦ୍ରକ ଜିଲା ଆଗରପଡ଼ା ବଜାରରେ ବୁଧବାର ସକାଳୁ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଏହି ପ୍ରତିବାଦ ସଭାରେ ଶ୍ରମିକ ନେତାମାନେ କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ…

ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ

ତିହିଡ଼ି,୮।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ସିପିଏମ୍‌ ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବୁଧବାର ବନ୍ଦ ପାଳନ କରାଯାଇଛି। ଆନ୍ଦୋଳନକାରୀମାନେ ଶୋଭାଯାତ୍ରାରେ ତିହିଡ଼ି ବଜାର ପରିକ୍ରମା କରି ଦୋକାନ ବଜାର ସହିତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ କରିଥିଲେ। ଏଥିସହିତ…

ରାଜ ଠାକରେଙ୍କୁ ଭେଟିଲେ ଫଡନବୀସ: ଜୋରଧରିଲା ରାଜନୀତି

ମୁମ୍ବାଇ,୮।୧: ଶିବସେନା ହାତ ଛାଡିବା ପରେ ଏବେ ଭାଜପା ମହାରାଷ୍ଟ୍ର ନବନିର୍ମାଣ ସେନା(ଏମଏନଏସ୍‌) ସହ ସମ୍ପର୍କ ଯୋଡିବାକୁ ଚେଷ୍ଟା କରିଛି। ଏମ୍‌ଏନ୍‌ଏସ୍‌ ପ୍ରମୁଖ ରାଜ ଠାକରେଙ୍କୁ ଭେଟିଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ରେ ଫଡନବୀଶ। ଉଭୟଙ୍କ ମଧ୍ୟରେ ପ୍ରାୟ ଦେଢ ଘଣ୍ଟା…

କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଲେ ମାଲିକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଲୋକେ କଲେ ପ୍ରଶଂସା

ଚେନ୍ନାଇ,୮।୧: ଏବେ ସୋସିଆଲ୍‌ ମିଡ଼ିଆରେ କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଥିବା ଜଣେ ମାଲିକଙ୍କ ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାର ତାମିଲନାଡୁର ବୋଲି କୁହାଯାଉଛି। ମାଲିକ ଜଣକ ନିଜ ପୋଷା କୁକୁରକୁ ପଛରେ ବସାଇ ହେଲମେଟ୍‌ ପିନ୍ଧାଇ…

ମାଧପୁର ବଜାରରେ ବନ୍ଦର ପ୍ରଭାବ ପଡ଼ିନି

ମାଧପୁର,୮।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ବଜାରରେ ବୁଧବାର ବନ୍ଦର ପ୍ରଭାବ ପଡ଼ି ନ ଥିବା ଦେଖିବାକୁ ମିଳିଛି। ସବୁଦିନ ପରି ଦୋକାନ ବଜାର ଖୋଲା ରହିଛି। ଯାତ୍ରୀବାହୀ ବସ ବ୍ୟତୀତ ଅନ୍ୟ ସମସ୍ତ ଗାଡ଼ିମୋଟର ଯିବା ଆସିବା ଲାଗିରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri