ହରଭଜନଙ୍କ ବୋଲିଂ ଶୈଳୀ କପି କଲେ କୋହଲି
ଇନ୍ଦୋର,୮।୧- ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂଙ୍କ ବୋଲିଂ ଶୈଳୀ ଅନ୍ୟ ସ୍ପିନରଙ୍କ ଅପେକ୍ଷା ସମ୍ପୂର୍ଣ୍ଣ ଭିନ୍ନ ଥିଲା। ଏକଥା କ୍ରିକେଟ ପ୍ରଶଂସକଙ୍କୁ ଜଣା। ତାଙ୍କର ଭିନ୍ନ ବୋଲିଂ ଶୈଳୀ ଯୋଗୁ ସେ କ୍ରିକେଟରେ ବହୁ ସଫଳ ହୋଇଥିଲେ। ତାଙ୍କ ବୋଲିଂ…
ଅନୁଗୋଳରେ ଧର୍ମଘଟ ଡାକରାର ପ୍ରଭାବ
ଅନୁଗୋଳ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ୧୨ ଦଫା ଦାବି ନେଇ ଦେଶବ୍ୟାପୀ ଧର୍ମଘଟ ଡାକରାର ପ୍ରଭାବ ଅନୁଗୋଳରେ ଦେଖାଦେଇଛି। ଶ୍ରମିକ ସଂଗଠନ ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ଦୋକାନ ବଜାର ବନ୍ଦ କରାଯାଇଛି। ରେଳରୋକୋ…
ଶହୀଦ୍ ସୋଲେମାନୀ ଅପରେଶନ୍ରେ ଆମେରିକାର ୮୦ ସୈନ୍ୟଙ୍କ ମୃତ୍ୟୁ: ଇରାନ କଲା ଦାବି
ତେହେରାନ,୮।୧: ଇରାକରେ ଥିବା ଆମେରିକା ଏୟାର ବେସ୍ ଉପରେ ଇରାନ ବୁଧବାର ଆକ୍ରମଣ କରିଛି। ପଶ୍ଚିମ ଇରାକର ଅଲ୍ ଅସଦ ଏବଂ ଉତ୍ତର ଇରାକର ଇରବିଲ୍ ଏୟାର ବେସ୍ ଉପରେ ହୋଇଥିବା ଆକ୍ରମଣରେ ୮୦ ଜଣ ଆମେରିକା ସୈନ୍ୟଙ୍କ ମୃତ୍ୟୁ ଘଟିଥିବା…
୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ଅଭିଯୋଗ: ସିମେଣ୍ଟ କାରଖାନା ସମ୍ମୁଖରେ ଉତ୍ତେଜନା
ବରଗଡ଼ ଅଫିସ,୮।୧: ବରଗଡ଼ ସିମେଣ୍ଟ କାରଖାନାର କେତେକ କର୍ମଚାରୀ ବିଶାଲଟିକ୍ରା ଗ୍ରାମର ୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବୁଧବାର କାରଖାନା ସମ୍ମୁଖରେ ଉତ୍ତେଜନା ପ୍ରକାଶ ପାଇଛି । ଶତାଧିକ ଗ୍ରାମବାସୀ କାରଖାନା ନିକଟକୁ ଆସି…
କପଡ଼ା ଆଲମିରା ପଡ଼ି ଶିଶୁ ମୃତ: କମ୍ପାନୀ ଦେଲା ୩୩୧ କୋଟି କ୍ଷତିପୂରଣ
ନ୍ୟୁୟର୍କ,୮।୧: କପଡ଼ା ଆଲମିରା ପଡ଼ି ଜଣେ ୨ ବର୍ଷ ଶିଶୁର ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଆଲମିଲା କମ୍ପାନୀକୁ ୩୩୧ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିଛି। ଆମେରିକା କାଲିଫର୍ନିଆରେ ୩୦ ଇଞ୍ଚ ଉଚ୍ଚା କପଡ଼ା ଆଲମିରା ପଡ଼ିଯିବାରୁ ୨୦୧୭ ମଇ…
ବଡ଼ସାହିରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ
ବଡ଼ସାହି,୮।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଭାରତ ବନ୍ଦ ଡାକରାର ମିଶ୍ରିତ ପ୍ରଭାବ ଦେଖାଦେଇଛି। ବ୍ଲକ କଂଗ୍ରେସର ବଡ଼ସାହି ଜୋନ୍ ସଭାପତି ଶଶାଙ୍କ ଶେଖର କରଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ପିକେଟିଂ ପୂର୍ବକ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ବ୍ୟାଙ୍କ…
କୁକୁର ଏବଂ ହେଟାବାଘଙ୍କର ସମାନ ଗୁଣ: ସାଥୀଙ୍କୁ ସହଯୋଗ କରିବାରେ ନିପୁଣ…
କୁକୁର ଏବଂ ହେଟାବାଘ ମଧ୍ୟରେ ବହୁ ସମାନ ଗୁଣ ରହିଥାଏ। କୁକୁର ମାଲିକଙ୍କର ଅତି ବିଶ୍ୱସ୍ତ ହୋଇଥାଏ। ଏହା ସହିତ କୁକୁର ଅସୁବିଧାରେ ପଡ଼ିଥିବା ଅନ୍ୟ କୁକୁରକୁ ମଧ୍ୟ ସହାୟତା କରିଥାନ୍ତି। ଏଭଳି ସମାନ ଗୁଣ ହେଟାବାଘଠାରେ ବି ଦେଖାଯାଇଥାଏ ବୋଲି…
ପୂର୍ବତନ କ୍ରିକେଟରଙ୍କ ପୁଅ ଗାଡ଼ି ଧକ୍କାରେ ମହିଳା ଗୁରୁତର
ମୁମ୍ବାଇ,୮।୧- ପୂର୍ବତମ ଭାରତୀୟ କ୍ରିକେଟର ସବା କରିମଙ୍କ ପୁଅ ଫିଦେଲଙ୍କ ଗାଡ଼ି ଧକ୍କାରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ମହିଳାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳେ ମୁମ୍ବାଇ ପେଡର ରୋଡ ଅଞ୍ଚଳରେ ଏହି ଘଟଣା ଘଟିଥିଲା।…
ବରଗଡରେ ସରକାରୀ କାର୍ଯ୍ୟ ଅଚଳ: ଧନୁଯାତ୍ରା ପାଇଁ ଦୋକାନ ବଜାର ଖୋଲା
ବରଗଡ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ ଆହ୍ବାନରେ କେନ୍ଦ୍ର ସରକାରଙ୍କ ଶ୍ରମିକ, ଚାଷୀମାରଣ ନୀତି, ଦରଦାମ ବୃଦ୍ଧି ବିରୋଧରେ ତଥା ୧୨ଦଫା ଦାବିରେ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ବରଗଡରେ ପରିଲକ୍ଷିତ ହୋଇଛି। ଏହି କ୍ରମରେ ବରଗଡ ଶ୍ରମିକ ସମନ୍ବୟ…
ଗୁଜରାଟ ବୈଜ୍ଞାନିକଙ୍କ ନୂଆ ରୋବୋ: ଦୁଃଖ ସମୟରେ ଦେବ ସହାନୁଭୁତି
ଲାସ୍ଭେଗାସ୍/ଅହମ୍ମଦାବାଦ୍. ୮।୧: ଆଧୁନିକ ଯୁଗରେ ମଣିଷର କାମ ରୋବୋ କରୁଛି। ପ୍ରତିଟି କାର୍ଯ୍ୟରେ ଏବେ ରୋବୋର ଉପଯୋଗ କରାଯାଉଛି। ପୃଥିବୀର ସର୍ବବୃହତ୍ ଇଲୋକ୍ଟ୍ରନିକ୍ସ୍ ଶୋ ସିଇଏସ୍-୨୦୨୦ରେ ଲାସ୍ଭେଗାସ୍ଠାରେ ଅନୁଷ୍ଠିତ ହୋଇଛି। ଏହି ଶୋରେ ଗୁଜରାଟର ବୈଜ୍ଞାନିକ ଇଞ୍ଜିନିୟର ପ୍ରଣବ ମିସ୍ତ୍ରୀଙ୍କ ଦ୍ୱାରା…
ଆଜି ଭାରତ ବନ୍ଦ: ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଓକିଲ
କଟକ ଅଫିସ, ୮।୧: ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏଥିପାଇଁ ଓକିଲମାନେ ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେଇପାରିବେନାହିଁ ବୋଲି ବାର୍ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର ହାଇକୋର୍ଟ କାର୍ଯ୍ୟ ବନ୍ଦ ରଖିବାକୁ ବାର୍ ଆସୋସିଏଶନ ପକ୍ଷରୁ…
ମେରାଇନ୍ ଡ୍ରାଇଭ ମାର୍ଗ ଫଟୋ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮।୧(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଉପକୂଳ ଓଡ଼ିଶାର ବହୁତ କ୍ଷତି ସାଧନ କରିଥିଲା। ବିଶେଷ କରି ପୁରୀ ଜିଲାକୁ ବହୁଳ କ୍ଷତି ପହଞ୍ଚାଇଥିଲା। ପର୍ଯ୍ୟଟନର ପ୍ରଶସ୍ତ ମାର୍ଗ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା। ବାଲୁଖଣ୍ଡର ହଜାର ହଜାର ଗଛ ଉପୁଡିଯିବା…
Archives


