ଭାରତ ବନ୍ଦ: ପୁରୀରେ ଆଶିଂକ ପ୍ରଭାବ
ପୁରୀ ଅଫିସ୍, ୮।୧: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ପୁରୀରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ସକାଳେ ଦୁଇଟି ପାସେଞ୍ଜର ଟ୍ରେନକୁ ଅଟକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାସହ ବସଷ୍ଟାଣ୍ଡରେ ମଧ୍ୟ…
ଭାରତ ବନ୍ଦ: ପଥର ମାଡ଼ରୁ ରକ୍ଷା ପାଇଁ ଡ୍ରାଇଭର ପିନ୍ଧିଲେ ହେଲମେଟ୍; ସୋସିଆଲ୍ ମିଡ଼ିଆରେ ଭାଇରାଲ
କୋଲକାତା,୮।୧: କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ୍ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ପଶ୍ଚିମବଙ୍ଗରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ଉତ୍ତର ପଶ୍ଚିମବଙ୍ଗର ସିଲିଗୁଡ଼ିରେ ରାଜ୍ୟ…
ଇରାନର ଆଣବିକ କେନ୍ଦ୍ର ନିକଟରେ ଭୂକମ୍ପ
ତେହେରାନ୍,୮।୧: ଇରାନରେ ଗୋଟିଏ ପରେ ଗୋଟିଏ ଘଟଣା ଘଟିବାରେ ଲାଗିଛି। ବୁଧବାର ଆମେରିକା ଏୟାର ବେସ୍ ଉପରେ ଇରାନ୍ ଆକ୍ରମଣ କରିଛି। ଏହାର କିଛି ସମୟ ପରେ ତେହେରାନ୍ ନିକଟରେ ୟୁକ୍ରେନ୍ର ଏକ ଯାତ୍ରୀ ବାହୀ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି।…
ପେସା ପୂଜା, ନିଶା କ୍ରିକେଟ୍
ପେଟ ପୋଷେ ପରିଶ୍ରମ। ଭିନ୍ନ ଭିନ୍ନ ପରିଶ୍ରମକୁ ନେଇ ମଣିଷ ଏହାର ନଁା ଦେଇଛି ବୃତ୍ତି। କୁଟୁମ୍ବ ପୋଷିବା ପାଇଁ ମଣିଷ ବାଧ୍ୟରେ ଏକ ବୃତ୍ତିରେ ବାନ୍ଧି ହୋଇ ରହେ। ସହରରେ ବୃତ୍ତିକୁ ଆବୋରି ବଞ୍ଚୁଥିବା ମଣିଷମାନଙ୍କ କାହାଣୀକୁ ନେଇ ଏହି…
ମୁଖ୍ୟମନ୍ତ୍ରୀଙ୍କୁ ଭଦ୍ରକବାସୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୮।୧(ବ୍ୟୁରୋ):ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଏହାର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏକାଧିକ ଯୋଜନା ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ସ୍ଥାନୀୟ ଅଞ୍ଚଳରେ ସ୍ବାଗତ କରାଯାଇଛି। ମୋ ସରକାର କାର୍ଯ୍ୟକ୍ରମ ଅଧୀନରେ…
୫-ଟି ଆଧାରରେ ତ୍ୱରାନ୍ବିତ ହେବ ସୂଚନା, ଲୋକସମ୍ପର୍କ ବିଭାଗ କାର୍ଯ୍ୟାବଳୀ: ଡିଜିଟାଇଜ୍ ହେବ ଫଟୋ, ଚଳଚ୍ଚିତ୍ର
ଭୁବନେଶ୍ୱର, ୮।୧(ବ୍ୟୁରୋ):ସୂଚନା ଓ ଲୋକସମ୍ପର୍କ ବିଭାଗର କାର୍ଯ୍ୟାବଳୀକୁ ୫-ଟି ଆଧାରରେ ତ୍ୱରାନ୍ବିତ କରାଯିବ। ଏହା ଦ୍ୱାରା ବିଭାଗ ଆଗାମୀ ଦିନରେ ଲୋକପ୍ରିୟତା ହାସଲ କରିବ। ତେଣୁ ପ୍ରତ୍ୟେକ କାର୍ଯ୍ୟରେ ୫-ଟିର ପ୍ରୟୋଗ ପାଇଁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ…
ଇରାନର ଆକ୍ରମଣ ପରେ ମଧ୍ୟ ବାଗଦାଦ୍ ଉପରେ ଉଡ଼ି ବୁଲୁଥିଲା ଯୁଦ୍ଧ ବିମାନ
ତେହେରାନ୍,୮।୧: ଇରାକରେ ଥିବା ଆମେରିକା ଏୟାରବେସ୍ ଉପରେ ଇରାନ ବୁଧବାର ଆକ୍ରମଣ କରିଛି। ଇରାକ ପକ୍ଷରୁ ୧୨ରୁ ଅଧିକ କ୍ଷେପଣାସ୍ତ୍ର ଇରାକସ୍ଥିତ ଅଲ୍ ଅସଦ ଏବଂ ଇରବିଲ୍ ଏୟାର ବେସ୍ ଉପରେ ମାଡ଼ କରାଯାଇଛି। ତେବେ ଏହା ପରେ ମଧ୍ୟ କେତେକ…
୩୪ ବର୍ଷରେ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା: ରଶ୍ ଫିଲ୍ମର କିସିଂ ସିନ୍ ଯୋଗୁ ରାତାରାତି ପାଲଟିଥିଲେ ଷ୍ଟାର…
ମୁମ୍ବାଇ,୮।୧: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ତଥା କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେ ବୁଧବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୮ରେ କୋହ୍ଲାପୁରଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ରେ ସେ ଅନେକ ଫିଲ୍ମରେ ନିଜ ଅଭିନୟ ଦକ୍ଷତା…
୭.୫ ଡିଗ୍ରୀରେ ଦାରିଙ୍ଗବାଡ଼ି
ଭୁବନେଶ୍ୱର, ୮।୧(ବ୍ୟୁରୋ): ବର୍ଷା କମିଯିବା ପରେ ଶୀତ ପୁଣି ଫେରିଛି। ମଙ୍ଗଳବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଟିଟିଲାଗଡ଼ରେ ୭.୬, ଅନୁଗୋଳ ୮, ଫୁଲବାଣୀ ୮.୫, ସୋନପୁର ୯ ଓ କେନ୍ଦୁଝର ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।…
ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ
ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ ଭକ୍ତମାନେ ଏହାକୁ ପାଇବା ପାଇଁ ଚାହିଁ ରହିଥାନ୍ତି। କିନ୍ତୁ ପ୍ରତ୍ୟେକ ଭକ୍ତ ମହାପ୍ରସାଦ…
ଭାରତ ବନ୍ଦ ଡାକରା: ଟ୍ରେନ ସେବା ପ୍ରଭାବିତ
ଭଦ୍ରକ ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ସକାଳୁ ଏହି ବନ୍ଦ ପ୍ରଭାବ ଭଦ୍ରକରେ ଦେଖିବାକୁ ମିଳିଛି। ଭଦ୍ରକ-ପଲାସା ଡ଼ିଏମୟୁ ଟ୍ରେନକୁ ଷ୍ଟେଶନରେ ଆନ୍ଦୋଳନକାରୀ…
ମୃତ୍ୟୁ ଦଣ୍ଡାଦେଶକୁ ନେଇ ବିତର୍କ ଜାରି
ନୂଆଦିଲ୍ଲୀ,୮ା୧(ପି.ଟି.): ନିର୍ଭୟା ମାମଲାରେ ଦିଲ୍ଲୀର ଏକ କୋର୍ଟ ୪ ଦୋଷୀଙ୍କ ବିରୋଧରେ ମୃତ୍ୟୁ ଓ୍ବାରେଣ୍ଟ ଜାରି କରିବା ପରେ ଫାଶୀ ଦଣ୍ଡାଦେଶ ଅପରାଧ ହ୍ରାସରେ ସହାୟକ ହେବ ନା ନାହିଁ ତାକୁ ନେଇ ବିତର୍କ ଆରମ୍ଭ ହୋଇଛି। କେତେକେ ଏହାକୁ ସ୍ବାଗତ…
Archives


