ଜେଏନ୍ୟୁ ବିକ୍ଷୋଭରେ ଦୀପିକା
ନୂଆଦିଲ୍ଲୀ,୮ା୧: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ୍ ମଙ୍ଗଳବାର ରାତିରେ ଜେଏନ୍ୟୁ କ୍ୟାମ୍ପସ୍ରେ ପହଞ୍ଚି ଆହତ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ରବିବାର ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉପରେ ଦୁର୍ବୃତ୍ତମାନେ ମୁହଁରେ କପଡ଼ା ବାନ୍ଧି ଆକ୍ରମଣ କରାଯିବାରୁ ୩୯ ଜଣ ଆହତ ହୋଇଥିଲେ। ଏହା ପରେ ବିଶ୍ୱବିଦ୍ୟାଳୟରେ…
ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ
ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି ।…
୧୩ରେ ବିରୋଧୀଙ୍କ ମିଳିତ ରଣନୀତି
ନୂଆଦିଲ୍ଲୀ,୮ା୧(ପି.ଟି.): କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳର ନେତାମାନେ ଆଗାମୀ ୧୩ରେ ଦିଲ୍ଲୀରେ ଏକାଠି ହୋଇ ଜେଏନ୍ୟୁ ସ୍ଥିତି ଓ ସିଏଏ ବିରୋଧୀ ହିଂସାକାଣ୍ଡ ସମ୍ପର୍କରେ ଆଲୋଚନା କରିବେ। ବୈଠକରେ ଏନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବୈଠକରେ କଂଗ୍ରେସ…
ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫-ଟି’ ସଚିବ:ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ
ଝାରସୁଗୁଡ଼ା ଅଫିସ/ ଲଖନପୁର,୮।୧(ଡି.ଏନ୍.ଏ.):‘୫-ଟି’ ସଚିବ ଭି.କେ. ପାଣ୍ଡିଆନ୍ ମଙ୍ଗଳବାର ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଉତ୍ତମ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଭୁବନେଶ୍ୱରରୁ ସ୍ବତନ୍ତ୍ର ଏକ ବିମାନ ଯୋଗେ ଆସି…
ତନ୍ତ୍ର ସାଧନା ପଛର ରହସ୍ୟ ଖୋଲିଲା ପୋଲିସ:ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ ଭାଇ
ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ ବଙ୍ଗୋମୁଣ୍ଡା, ୮।୧(ଡି.ଏନ୍.ଏ.):ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ତନ୍ତ୍ରସାଧକ ଶୋଭାବନ ରଣା ଜେଲରୁ ଜାମିନରେ ଆସି ସମାନ ଢଙ୍ଗରେ ନିଜ ସାନ ଭଉଣୀଙ୍କୁ ଅପହରଣ କରି ତଣ୍ଟି କାଟି…
ଯୁବକଂଗ୍ରେସକୁ କ୍ରିୟାଶୀଳ କରିବାକୁ ଉଦ୍ୟମ:୧୨ରେ ମତାମତ ରଖିବେ ଯୁବନେତା
ଭୁବନେଶ୍ୱର,୮।୧(ବ୍ୟୁରୋ):ଯୁବ କଂଗ୍ରେସ ସଙ୍ଗଠନକୁ ପୁନଃଗଠିତ, ଅଧିକ କ୍ରିୟାଶୀଳ ଓ ସଶକ୍ତ କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଉକ୍ତ କମିଟିରେ କଂଗ୍ରେସ ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳ ଅଧ୍ୟକ୍ଷ ଥିବାବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ ସଭାପତି…
ଭାରତ ବନ୍ଦକୁ ହିନ୍ଦ୍ ମଜଦୁର ସଭାର ସମର୍ଥନ: ଏହି ସମର୍ଥନ ସହ ବିଜେଡିର ସମ୍ପର୍କ ନାହିଁ: ରଣେନ୍ଦ୍ର
ଭୁବନେଶ୍ୱର, ୮।୧(ବ୍ୟୁରୋ):ଦେଶର ବିଭିନ୍ନ ଶ୍ରମିକ ସଂଗଠନ, ବିରୋଧୀ ରାଜନୈତିକ ଦଳ ଦ୍ୱାରା ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ କଂଗ୍ରେସ ପକ୍ଷରୁ ମଧ୍ୟ ସମର୍ଥନ ମିଳିଛି। ବନ୍ଦ ସମ୍ପର୍କରେ ବିଜେଡିର ଶ୍ରମିକ ସଙ୍ଗଠନ ତଥା ଦଳର କ’ଣ ଆଭିମୁଖ୍ୟ…
ସିଏଏ: ଏକ ନୈତିକ ଓ ସାମ୍ବିଧାନିକ ପ୍ରତିଫଳନ
ଉତ୍ତର ଦିଲ୍ଲୀ ଯମୁନା ନଦୀ କୂଳରେ ମଜନୁକା ତିଲାର ଏକ ଶରଣାର୍ଥୀ ଶିବିରରେ ଜନ୍ମ ନିଏ ଏକ କୁନିଝିଅ ‘ନାଗରିକତା’। ପାକିସ୍ତାନରେ ଉପତ୍ୀଡ଼ନ ସହ୍ୟ କରି ନ ପାରି ତା’ ମା’ବାପା ଆସି ପହଞ୍ଚିଥିଲେ ସୀମାପାର ହୋଇ ଆମ ଦେଶରେ। ନାଗରିକତା…
ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର, ୮।୧(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ ଓ ଅନ୍ୟ…
ଜେଲରେ ମୋବାଇଲ ଫୋନ୍ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର
ଭୁବନେଶ୍ୱର, ୮।୧(ବ୍ୟୁରୋ): ଜେଲ୍ ଭିତରକୁ ଯାଉଛି ମୋବାଇଲ୍ ଫୋନ୍। ଏହି ମୋବାଇଲ୍ ଫୋନ୍ ମାଧ୍ୟମରେ ଜେଲ୍ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍ଫି ସୋସିଆଲ ମିଡିଆରେ…
ଓଡ଼ିଶାରେ ଏନ୍ପିଆର୍ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୮।୧(ବ୍ୟୁରୋ):ସାରା ଦେଶରେ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍ପିଆର)କୁ ନେଇ ବିକ୍ଷୋଭ ଏବଂ ବିତର୍କ ଚାଲିଥିବା ବେଳେ ରାଜ୍ୟ ସରକାର ଓଡିଶାରେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାର ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ପ୍ରାଥମିକଭାବେ ଏନ୍ପିଆର…
ଆଇଏଏସ୍ ଅଫିସର, ବ୍ୟାଙ୍କ ଅଧିକାରୀଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼: ୭ ବର୍ଷରେ ୭୦ ଲକ୍ଷର କାରବାର
କଟକ ଅଫିସ, ୮।୧:ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ ଓ ୟେସ୍ ବ୍ୟାଙ୍କର ଭାଇସ୍ ପ୍ରେସିଡେଣ୍ଟ ସନ୍ତୋଷ କୁମାର ପଟ୍ଟନାୟକଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼ ଜାରି…
Archives


