Home Left

ଦୃଷ୍ଟିବାଧିତ ଅନନ୍ତ କୁମାର ପାଇଲେ ଓଏଏସ୍‌: ଆତ୍ମବିଶ୍ୱାସ, ସକାରାତ୍ମକ ଚିନ୍ତାଧାରା ଦେଲା ସଫଳତା

ଖୋର୍ଦ୍ଧା ଅଫିସ/ବୋଲଗଡ,୮।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଆରିକମା ଗଁାର ଦୃଷ୍ଟବାଧିତ ଅନନ୍ତ କୁମାର ନାୟକ ଓଏଏସ୍‌ ପାଇଛନ୍ତି। ଜେନେରାଲ ର଼୍ୟାଙ୍କରେ କ୍ରମିକ ନଂ. ୧୩୦ ଥିବାବେଳେ ଭିନ୍ନକ୍ଷମ ର଼୍ୟାଙ୍କରେ ପ୍ରଥମରେ ରହିଛନ୍ତି। ପୁଅକୁ ପାଠ ପଢ଼େଇବାକୁ ଘର ଛାଡିଥିବା ବାପାଙ୍କ…

ଅସୁରକ୍ଷିତ ଶିଆଳି ଭିୟୁ ଟାୱାର

ଏରସମା, ୮।୧ (ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ ଟାୱାର ଅସୁରକ୍ଷିତ ହୋଇପଡିଛି। ରକ୍ଷଣାବେକ୍ଷଣ ଅଭାବ ସାଙ୍ଗକୁ ସମୁଦ୍ର ଜଳପତ୍ତନ ବୃଦ୍ଧି ଏହାର ପ୍ରମୁଖ…

ବିତ୍ତିୟ ନିଅଣ୍ଟ ଚିନ୍ତା; ଖର୍ଚ୍ଚ କାଟ ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୮-୧: ସରକାରଙ୍କ ଖର୍ଚ୍ଚ ବଢିଥିଲେ ମଧ୍ୟ ସେହି ମୁତାବକ ରାଜସ୍ବ ଆସିବା ଏବେ କଷ୍ଟକର ହେଉଛି। ରାଜସ୍ବ ସଂଗ୍ରହ କମିଥିବା ବେଳେ ବିତ୍ତୀୟ ନିଅଣ୍ଟ ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୧୧୫% ଟପିଛି। ସରକାର ନିଅଣ୍ଟକୁ ନିୟନ୍ତ୍ରିତ କରିବା ଲାଗି ଖର୍ଚ୍ଚ କାଟ…

ଆଜି ଧର୍ମଘଟ: ପ୍ରଭାବିତ ହେବ ବ୍ୟାଙ୍କିଙ୍ଗ ସେବା

ନୂଆଦିଲ୍ଲୀ,୮-୧: ବୁଧବାର ୧୦ ଶ୍ରମିକ ସଙ୍ଗଠନ ପକ୍ଷରୁ ଦେଶବ୍ୟାପୀ ଦିଆଯାଇଥିବା ଧର୍ମଘଟ ଡାକରା ଯୋଗୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ଅଧିକାଂଶ ବ୍ୟାଙ୍କ ଏହି ଧର୍ମଘଟ ଏବଂ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହେବା ନେଇ ଷ୍ଟକ…

ଡାଇବେଟିସ୍‌ ରୋଗୀ ପାଇଁ ଉପକାରୀ ଫଳ

ସାଧାରଣତଃ ଡାଇବେଟିସ ରୋଗୀଙ୍କୁ ଖାଦ୍ୟ ଉପରେ କଟକଣା ଲଗାଇଥାନ୍ତି ଡାକ୍ତର। ନ୍ୟୁଟ୍ରିସନର ଅଭାବ ଓ ଖାଦ୍ୟପେୟରେ କଟକଣା ପାଇଁ ଡାଇବେଟିସ ରୋଗୀ ଧୀରେ ଧୀରେ ଦୁର୍ବଳ ହୋଇପଡେ। ତେଣୁ ଡାଇବେଟିସ ରୋଗୀ ନିଜ ଖାଇବା ପିଇବାରେ ଧ୍ୟାନ ଦେବା ଜରୁରୀ। ଆଉ…

ବିରାଟ କୋହଲିଙ୍କ ଗୋଟିଏ ଦିନର ଖାଇବା ଖର୍ଚ୍ଚ କେତେ ଜାଣନ୍ତି

କେବଳ ନିଜ ବ୍ୟାଟିଂ  ନୁହେଁ, ଫିଟନେସ୍‌ ପାଇଁ ମଧ୍ୟ ଅନ୍ୟ ଖେଳାଳିଙ୍କ ଲାଗି ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ  ଅନ୍ୟତମ। ନିଜକୁ ଫିଟ ରଖିବା ଉପରେ ଏବେ ସେ…

ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍‌.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି କାଟି…

ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ସତର୍କ ରହିବାକୁ ସମସ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୭ା୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍‌ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ ଓ…

ଜେଲ୍‌ରେ ମୋବାଇଲ୍‌ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ ମିଡିଆରେ…

ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌ ବୁଧବାର ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ଏହାକୁ ଲକ୍ଷ୍ୟ କରି ଘରୋଇ…

୨୩ ବର୍ଷରୁ କମ୍‌ ସି.କେ. ନାଇଡୁ ଟ୍ରଫି: ସିକ୍କିମକୁ ହରାଇଲା ଓଡିଶା, ପ୍ରିତମ ମ୍ୟାନ ଅଫ୍‌ ଦ ମ୍ୟାଚ

ସମ୍ବଲପୁର, ୭।୧(ବ୍ୟୁରୋ): ସୌରଭ ଗୌଡଙ୍କ ଦ୍ୱିଶତକ ଓ ବୋଲର ପ୍ରିତମ ସିଂ ଚୌହାନଙ୍କ ଘାତକ ବୋଲିଂ ସହାୟତାରେ ଓଡିଶା ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଅନୁଷ୍ଠିତ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚରେ ୧ ଇନିଂସ ୯୮ ରନ୍‌ରେ ସିକ୍କିମକୁ ପରାସ୍ତ…

ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ

ହିଞ୍ଜିଳିକାଟୁ,୭ା୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ ୮ମ ଶ୍ରେଣୀ ଛାତ୍ରଙ୍କୁ ଡାଲମା ପରଷା ଯିବାବେଳେ ସେଥିରୁ ବିଛା ବାହାରିଥିଲା। ଫଳରେ ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri