ବୁଧବାର ପୁରୀ ଡିଭିଜନରେ ପକ୍ଷୀ ଗଣନା: ନିୟୋଜିତ ହେବେ ୨୩ ଟିମ୍
ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହି ଦିନ ଗଣତି କରାଯିବ…
ନେହାଙ୍କୁ ବିବାହ କରିବା ପୂର୍ବରୁ ଦୁଇଟି ବିବାହ କରିଛନ୍ତି ଶାର୍ଦ୍ଦୂଳ
ବମ୍ବେ: ଅଭିନେତ୍ରୀ ନେହା ପେଡ୍ନସେ ହଠାତ୍ ବିବାହ କରିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚକିତ କରିଦେଇଥିଲେ। ସେ ପ୍ରେମ ବିବାହ କରିବା ନେଇ ସ୍ପଷ୍ଟ ହେବା ପରେ କିଏ ସେହି ଯୁବକ ସେ ସମ୍ପର୍କରେ ଚର୍ଚ୍ଚା ଆରମ୍ଭ ହୋଇଥିଲା। ପରେ ସେ…
ସିଦ୍ଧାର୍ଥଙ୍କ ପ୍ରେମରେ ଆରତୀ, ହେଲେ କହିପାରୁନାହାନ୍ତି ମନକଥା
ବମ୍ବେ: ସୁପରଷ୍ଟାର ଗୋବିନ୍ଦାଙ୍କ ଭାଣିଜୀ ଆରତୀ ସିଂଙ୍କୁ ନେଇ ନୂଆ ଚର୍ଚ୍ଚା। ସେ କୁଆଡ଼େ ବିଗ୍ ବସ୍ ପ୍ରତିଯୋଗୀ ସିଦ୍ଧାର୍ଥ ଶୁକ୍ଳାଙ୍କୁ ମନେମନେ ଭଲ ପାଉଛନ୍ତି। ନିଜେ ଆରତୀ ବିଗ୍ ବସ୍ରେ ଏବେ ଅଛନ୍ତି। ତେଣୁ ଏଭଳି କିଛି ଚର୍ଚ୍ଚା ଶୋ’ରୁ…
ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ସଚିବଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା
କଟକ ଅଫିସ, ୭ା୧- ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ନଗର ଉନ୍ନୟନ ସଚିବଙ୍କ ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ନାଥ ପାଣିଗ୍ରାହୀ ଏହି ମାମଲା ଦାଏର କରିଛନ୍ତି। ସୂଚନାଥାଉ…
ବୈବାହିକ ଜୀବନ ସୁନ୍ଦର କରିବା ପାଇଁ ଘରେ ରଖନ୍ତୁ ଏହାକୁ
ସ୍ବାମୀ-ସ୍ତ୍ରୀ ସମ୍ପର୍କ ଅତୁଟ ଓ ଯୁଗ ଯୁଗର ବୋଲି କୁହାଯାଏ। ବୈବାହିକ ଜୀବନକୁ ସୁଖମୟ ଓ ସୁନ୍ଦର କରିବାକୁ ସମସ୍ତେ ଚେଷ୍ଟା କରିଥାନ୍ତି। ହେଲେ ବର୍ତ୍ତମାନ ସମୟରେ କୌଣସି ନା କୌଣସି କାରଣରୁ ଏହି ସମ୍ପର୍କ ବହୁ କମ୍ ସମୟରେ ଭାଙ୍ଗିଯାଉଥିବା…
ସପ୍ତାହରେ ୩ ଦିନ ଛୁଟି ପ୍ରସ୍ତାବ ଆଣିଲେ ଫିନ୍ଲାଣ୍ଡ ପ୍ରଧାନମନ୍ତ୍ରୀ
ଯଦି ସପ୍ତାହକୁ ୪ ଦିନ ଓ ପ୍ରତିଦିନ ମାତ୍ର ୬ ଘଣ୍ଟା କାମ କରିବାକୁ ପଡ଼େ ତେବେ କେହି ଏଭଳି ଚାକିରିକୁ ହାତଛଡା କରିବାକୁ ଚାହିଁବେନି। କାମର ବୋଝକୁ ହାଲୁକା କରିବା ଓ ପରିବାରକୁ ସମୟ ଦେବା ପାଇଁ କର୍ମଚାରୀଙ୍କ ଲାଗି…
ନିର୍ଭୟା ମାମଲାକୁ ନେଇ ଗମ୍ଭୀରଙ୍କ ଟୁଇଟ
ନୂଆଦିଲ୍ଲୀ,୭।୧: ନିର୍ଭୟା ଗଣହତ୍ୟା ମାମଲାରେ ୪ ଦୋଷୀଙ୍କ ବିରୋଧରେ ମଙ୍ଗଳବାର ପଟିଆଲା ହାଉସ୍ କୋର୍ଟ ଡେଥ୍ ଓ୍ବାରେଣ୍ଟ ଉପରେ ଶୁଣାଣି କରିଛନ୍ତି। ଅଭିଯୁକ୍ତ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ ସକାଳ ୭ଟାରେ…
ଏସିଡ୍ ପୀଡିତାଙ୍କୁ ଭେଟିଲେ ଦୀପିକା
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ସେ ଦିଲ୍ଲୀରେ ଏସିଡ୍ ପୀଡିତାଙ୍କୁ ଭେଟିଛନ୍ତି। ଦୀପିକାଙ୍କ ସହ ଫିଲ୍ମର ନିର୍ଦ୍ଦେଶକ ମେଘନା ଗୁଲଜାର ଏବଂ ସହଅଭିନେତା ବିକ୍ରାନ୍ତ ମେସି ମଧ୍ୟ ଉପସ୍ଥିତ…
ସୋଲେମାନୀଙ୍କ ଅନ୍ତିମ ବିଦାୟ ସମୟରେ ଦଳାଚକଟାରେ ୩୫ ମୃତ
ଦୁବାଇ,୭।୧: ଆମେରିକାର ଏୟାର ଷ୍ଟ୍ରାଇକ୍ରେ ଇରାନ ସେନା କମାଣ୍ଡର କାସିମ ସୋଲମାନୀଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ସୋଲେମାନୀଙ୍କ ଅନ୍ତିମ ବିଦାୟ ସମୟରେ ଦଳଚକଟା ହୋଇଥିଲା। ଏହି ଦୁର୍ଘଟଣାରେ ୩୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୮ ଆହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ…
ଜେଏନ୍ୟୁ ହିଂସା ପରେ ପ୍ରଥମ ଥର ସାମ୍ନାକୁ ଆସିଲା କୁଳାଧିପତିଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ହୋଇଥିବା ହିଂସା ପରେ ପ୍ରଥମ ଥର ସେଠାକାର କୁଳାଧିପତିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କୁଳାଧିପତି ଏମ୍. ଜଗଦେଶ କୁମାର କହିଛନ୍ତି, କ୍ୟାମ୍ପସ୍ରେ ଏହି ଘଟଣା ଘଟିବା ଅତ୍ୟନ୍ତ ର୍ଦୁଭାଗ୍ୟପୂର୍ଣ୍ଣ।…
ପାକିସ୍ତାନ ସେନା ବିମାନ ଦୁର୍ଘଟଣା: ୨ ଅଧିକାରୀ ନିହତ
ଲାହୋର,୭।୧: ପାକିସ୍ତାନ ବାୟୁ ସେନାର ଏକ ବିମାନ ମଙ୍ଗଳବାର ମେନଓ୍ବାଲିଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ସେନା ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ସ୍ବାର୍ଡନ ଲିଡର ହରିଶ ବିନ୍ ଖାଲିଦ ଓ ଫ୍ଲାଇଙ୍ଗ ଅଫିସର ଇବାଦୂର ରେହମାନ।…
ବୁଧବାର ଘରୋଇ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ବୁଧବାର ଘରୋଇ ବସ୍ ଚଳାଚଳ ବନ୍ଦ ରହିବ। ଭାରତ ବନ୍ଦ ଯୋଗୁ ବସ୍ ଚଳାଚଳ କରିବ ନାହିଁ। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ବସ୍ ନ ଚଳାଇବାକୁ ମାଲିକମାନେ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ୧୦ଟି ଟ୍ରେଡ୍…
Archives


