ଆମେରିକା ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କଲେ ରାଷ୍ଟ୍ରପତି ରୁହାନି
ତେହେରାନ୍,୭।୧: ଆମେରିକା ଏବଂ ଇରାନ୍ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଇରାନ୍ ରାଷ୍ଟ୍ରପତି ହସନ ରୁହାନି ଆମେରିକାର ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ଏଣିକି ଇରାନ୍ ଏହାର ସୀମା ଆଖପାଖରେ ଥିବା ଆମେରିକା ସୈନ୍ୟ…
ଚେକ୍ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲା: ୪ ଅଭିଯୁକ୍ତ ଗିରଫ
ବରଗଡ ଅଫିସ,୭।୧: ବରଗଡ ଜିଲା ଭଟ୍ଲିସ୍ଥିତ ଏସ୍ଡିସିସି ବ୍ୟାଙ୍କର ଜଣେ ଉପଭୋକ୍ତା ଅପରାଜିତା ମିଶ୍ରଙ୍କ ଆକାଉଣ୍ଟରୁ ଚେକ୍ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ ଟାଉନ ଥାନା…
ପଶ୍ଚିମବଙ୍ଗ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ମମତା
କୋଲକାତା,୭।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ପଶ୍ଚିମବଙ୍ଗରେ ଏହା ଲାଗୁ କରାଯିବ ନାହିଁ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ। ପୁଣିଥରେ ମଙ୍ଗଳବାର ଦକ୍ଷିଣ ୨୪ ପ୍ରଗଣାର ପଥର ପ୍ରତିମାଠାରେ ଆୟୋଜିତ…
ମଙ୍ଗଳ-ଶୁକ୍ର ଗ୍ରହରୁ ଏଲିୟନ ଆସି ଜେଏନ୍ୟୁରେ କରିଥିଲେ ଆକ୍ରମଣ: ଅସାଦୁଦ୍ଦିନ
ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ) ହିଂସା ମାମଲାରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜେଏନ୍ୟୁରେ କୌଣସି ବ୍ୟକ୍ତି ନୁହେଁ ବରଂ ଏଲିୟନ୍ ଆସି ଆକ୍ରମଣ କରିଥିଲେ। ସେ ମଙ୍ଗଳ ଓ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ନବରଙ୍ଗପୁର,୭।୧(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ବୋରଗାଓ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛିି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ…
ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି
ରାଜନଗର,୭।୧(ଡି.ଏନ.ଏ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତବର୍ଷ ୧ ଲକ୍ଷ ୧୮,୩୨୬ଟି ପକ୍ଷୀ ଆସିଥିବାବେଳେ ଗତବର୍ଷ ୧ ଲକ୍ଷ ୯୦୫୯ଟି ପକ୍ଷୀ ଆସିଥିଲେ। ସେହିପରି ଗତଥର ୭୪ ପ୍ରକାର ପକ୍ଷୀ ଆସିଥିବାବେଳେ…
କାର୍ପେଟ୍ ସଫା କରୁଥିଲେ
କାର୍ପେଟ୍ ବ୍ରଶ: କାର୍ପେଟ୍ ସଫା କରିବାକୁ ହେଲେ କାର୍ପେଟ୍ ବ୍ରଶ ବ୍ୟବହାର କରନ୍ତୁ। ଏହାକୁ କାର୍ପେଟ୍ର ବୀପରିତ ଦିଗରୁ ରଗଡନ୍ତୁ। ଏହାଦ୍ୱାରା ଧୂଳି ଜଲ୍ଦି ଦୂର ହେବ। ଭ୍ୟାକ୍ୟୁମ୍ କ୍ଲିନର: କାର୍ପେଟ୍କୁ ସଫା ରଖିବାକୁ ହେଲେ ଏହାକୁ ପ୍ରତିଦିନ ଭ୍ୟାକ୍ୟୁମ୍ ସାହାଯ୍ୟରେ…
ମୋତେ କୁହ, ମୋ ପରିବାରକୁ ଟାଣନି
ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରୁ ବିଶ୍ରାମ ନେଇଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଆଇସିସି ବିଶ୍ୱକପର ସେମିଫାଇନାଲରୁ ଭାରତୀୟ ଦଳ ବିଦାୟ ନେବା ପରେ ଖେଳାଳି ନିଜ…
ଆହାର କେନ୍ଦ୍ର ପରିଦର୍ଶନ, ଖାଦ୍ୟର ମାନ ଯାଞ୍ଚ କଲେ ସମ୍ବଲପୁର ଆର୍ଡିସି
ସମ୍ବଲପୁର, ୭।୧(ବ୍ୟୁରୋ): ସମ୍ବଲପୁର ଜିଲା ଉତ୍ତରାଞ୍ଚଳ ଆର୍ଡିସି ନିରଞ୍ଜନ ସାହୁ କାର୍ଯ୍ୟରେ ଯୋଗଦାନର ଦ୍ୱିତୀୟ ଦିନରେ ମଙ୍ଗଳବାର ସମ୍ବଲପୁର ସହରରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ପ୍ରଥମେ ଲକ୍ଷ୍ମୀ ଟକିଜ୍ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ପରେ ଜିଲା…
ଇରାନ ବୈଦେଶିକ ମନ୍ତ୍ରୀଙ୍କୁ ଭିଜା ଦେଲାନାହିଁ ଆମେରିକା
ଓ୍ବାଶିଂଟନ,୭।୧: ନ୍ୟୁୟର୍କରେ ଆୟୋଜିତ ୟୁନାଇଟେଡ ନେଶନସ୍ ସିକ୍ୟୁରିଟି କାଉନସିଲ ମିଟିଂରେ ଯୋଗଦେବା ପାଇଁ ଆମେରିକା ଗସ୍ତ କରିଥାଆନ୍ତେ ଇରାନ ବୈଦେଶିକ ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍। ହେଲେ ଏଥିପାଇଁ ଆମେରିକା ତାଙ୍କୁ ଭିଜା ଦେଇ ନ ଥିବା ସୂଚନା ମିଳିଛି। ଆମେରିକା…
ଜେଏନ୍ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର
ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ରୀଛାତ୍ର ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼…
ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍ ସାମିଲ
ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ, ଓୟୁଏଟିର ବିଶେଷଜ୍ଞ, ପକ୍ଷୀ ଗଣନାର ସ୍ବତନ୍ତ୍ର ସ୍କ୍ବାଡ୍ ସାମିଲ ହୋଇଛନ୍ତି । ମୋଟ୍…
Archives


