Home Left

ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଦିଲ୍ଲୀ ଭୋଟିଂ ତାରିଖ ମନୋଜ ତିଓ୍ବାରୀଙ୍କୁ ଥିଲା ଜଣା: ଏଏପି

ନୂଆଦିଲ୍ଲୀ,୭।୧: ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହୋଇଛି। ତେବେ ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଭୋଟିଂ ତାରିଖ ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀଙ୍କୁ ଜଣାଥିଲା ବୋଲି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)…

ବଦଳିଲା ନିୟମ: ୧୬ ନୁହେଁ ୨୪ ଡିଗ୍ରୀରେ ଚାଲିବ ଏସି

ନୂଆଦିଲ୍ଲୀ,୭।୧: ଚଳିତବର୍ଷ ଯେଉଁମାନେ ନିଜ ଘର ପାଇଁ ନୂଆ ଏୟାର କଣ୍ଡିସନର(ଏସି) କିଣିବେ ସେମାନେ ଆରମ୍ଭରୁ ୨୪ ଡିଗ୍ରୀ ସେଲସିୟସ ତାପମାତ୍ରାରୁ ଏହାକୁ ଚଲାଇବେ। ସବୁ କମ୍ପାନୀର ସବୁ ପ୍ରକାରର ଏସିରେ ଡିଫଲ୍ଟ ତାପମାତ୍ରା ୨୪ ଡିଗ୍ରୀ ସେଟ୍‌ କରାଯିବ। ଏହାପରେ…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ପରଜଙ୍ଗ,୭।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ସୁଦର୍ଶନ ସାମଲ (୭୦)। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ…

ଗଗନଯାନ ମିଶନର ମହାକାଶଚାରୀଙ୍କ ପାଇଁ ସ୍ବତନ୍ତ୍ର ଖାଦ୍ୟର ବ୍ୟବସ୍ଥା କଲା ଡିଆର୍‌ଡିଓ

ବେଙ୍ଗାଲୁରୁ,୭।୧: ଗଗନଯାନ ୨୦୨୨ରେ ମହାକାଶ ଯାତ୍ରା କରିବ। ଏଥିପାଇଁ ବୈଜ୍ଞାନିକମାନେ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ତେବେ ଏହି ମିଶନରେ ଯାଉଥିବା ମହାକାଶଚାରୀଙ୍କ ପାଇଁ ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ଅର୍ଗାନାଇଜେଶନ୍‌ (ଡିଆର୍‌ଡିଓ) ପକ୍ଷରୁ ସ୍ବତନ୍ତ୍ର ଖାଦ୍ୟ ମେନ୍ୟୁର ବ୍ୟବସ୍ଥା କରାଯାଇଛି। ଏହି…

ମାଇନସ୍‌ ୪୦ ଡିଗ୍ରୀରେ ତ୍ରିରଙ୍ଗା ଉଡାଇଥିଲେ ସହକାରୀ ସେନାଧ୍ୟକ୍ଷ ହୁନ୍‌

ଚଣ୍ଡିଗଡ଼,୭।୧: ୧୯୮୪ରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ‘ଅପରେଶନ ମେଘଦୂତ’ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସହକାରୀ ସେନାଧ୍ୟକ୍ଷ(ଅବସରପ୍ରାପ୍ତ) ଜେନରାଲ ପିଏନ୍‌ ହୁନ୍‌ଙ୍କର ସୋମବାର ସନ୍ଧ୍ୟାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ ୨…

କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ ଏତଲା ଦେଇଛନ୍ତିି। ପୋଲିସ ଏତଲା ପାଇ ଖୋଜାଖୋଜି ଆରମ୍ଭ କରିଛି। ନିଖୋଜ ଥିବା…

ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା ଭାଜପା

ବ୍ରହ୍ମପୁର ଅଫିସ,୭।୧ ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତ୍ରରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…

ଓଏଏସ୍‌ ପରୀକ୍ଷା ଫଳ ପ୍ରକାଶିତ: ଟପ୍‌ ଟେନ୍‌ରେ ରାୟଗଡ଼ାର ସ୍ମରଣିକା

ରାୟଗଡ଼ା ଅଫିସ,୭।୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୨୧୮ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଗତ ଡିସେମ୍ବର ୧୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନ୍ତିମ ପର୍ଯ୍ୟାୟ…

ବାଳାଶ୍ରମରୁ ୧୩ ଅନ୍ତେବାସୀ ନିଖୋଜ: ଢିଲା ସୁରକ୍ଷା ବ୍ୟବସ୍ଥା ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…

‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଆରମ୍ଭ ହେଲା ରାଜନୀତି

ମୁମ୍ବାଇ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ଦେଖାଯାଇଥିବା ଛାତ୍ର ଅଶାନ୍ତିକୁ ନେଇ ମୁମ୍ବାଇର ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆରେ ସୋମବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ମଙ୍ଗଳବାର ସେଠାରେ ‘ଫ୍ରି କଶ୍ମୀର’ ପୋଷ୍ଟର ଦେଖିବା ପରେ ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି।…

ଜେଏନ୍‌ୟୁ ଛାତ୍ରସଂଘର ଅଧ୍ୟକ୍ଷାଙ୍କ ନାଁରେ ଏତଲା

ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) ଛାତ୍ରସଂଘର ଅଧ୍ୟକ୍ଷା ଐଶ ଘୋଷ ଓ ୧୯ ଛାତ୍ରଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଏତଲା ରୁଜୁ କରିଛି। ଜାନୁୟାରୀ ୪ରେ ସର୍ଭର ରୁମ୍‌ରେ ଭଙ୍ଗାରୁଜା ଓ ସୁରକ୍ଷାକର୍ମୀଙ୍କ ଉପରେ ଉକ୍ତ ଛାତ୍ରମାନେ ଆକ୍ରମଣ କରିଥିବା…

ପାକିସ୍ତାନ ଜେଲ୍‌ରୁ ମୁକୁଳିଲେ ୨୦ ଭାରତୀୟ ମତ୍ସ୍ୟଜୀବୀ

ଲାହୋର,୭।୧: ପାକିସ୍ତାନ ଜେଲ୍‌ରୁ ଗତ ରବିବାର ମୁକୁଳିଥିବା ୨୦ ମତ୍ସ୍ୟଜୀବୀ ଓ୍ବାଘା ବର୍ଡରରେ ପହଞ୍ଚିଥିବା ସୂଚନା ମିଳିଛି। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗି ରହିଥିବା ବେଳେ ଏହି ମତ୍ସ୍ୟଜୀବୀଙ୍କୁ ମୁକୁଳାଇବା ଏକ ଗୁରୁତ୍ୱପୂର୍ଣ୍ଣ କଥା ବୋଲି ଆଲୋଚନା ହେଉଛି। ପାକିସ୍ତାନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri