ଅନୁଶାସନ
ପିଲାମାନଙ୍କର ବୟସ ବଢ଼ିବା ସହ ସେମାନଙ୍କର ଦାୟିତ୍ୱବୋଧ ବଢ଼ିଥାଏ। ନିଜ କାମ ନିଜେ କରିବା, ନିଜର ଅସୁବିଧା ମା’-ବାପାଙ୍କୁ କହିବା ଏବଂ ତାହାର ସମାଧାନ କରିବା ବିଷୟରେ ସେମାନେ ଅବଗତ ହେବା ଦରକାର। ନିଜ ଦାୟିତ୍ୱ ପ୍ରତି ଅବହେଳା କଲେ ତାହାର…
ପୁଅର ସ୍ମାର୍ଟଫୋନ୍ ନିଶା ଦୂର କରିବା ପାଇଁ ୨୨୦୦ କିମି ଯାତ୍ରା କଲେ ପିତା
ଆଜିକାଲି ଛୋଟ ଛୁଆଠାରୁ ଆରମ୍ଭ କରି ବଡ ଲୋକ ସମସ୍ତଙ୍କୁ ସ୍ମାର୍ଟଫୋନ ନିଶା ଧରିଛି। ବିଷେଶ କରି ଛୋଟ ଛୁଆମାନେ ସ୍ମାର୍ଟଫୋନରେ ଗେମ ନ ଖେଳିଲେ ଖାଉ ନାହାଁନ୍ତି। ଯେଉଁ ବୟସରେ ବାହାରେ ବୁଲି ଖେଳ କୁଦ କରିବା କଥା ସେତେବେଳେ…
ସୌନ୍ଦର୍ଯ୍ୟ ବଢ଼ାଏ ନଡ଼ିଆ ତେଲ
ବେଳେବେଳେ ମହିଳାମାନଙ୍କ ମୁହଁରେ ଦାଗ ଓ ଅନ୍ୟ କେତେକ ସମସ୍ୟା ଦେଖାଯାଇଥାଏ। ନିଜ ସୌନ୍ଦର୍ଯ୍ୟକୁ ଆହୁରି ଚମକଦାର କରିବାକୁ ସେମାନେ ବଜାରରୁ ଏମିତି କିଛି ବିଉଟି ପ୍ରଡକ୍ଟ କିଣି ଆଣନ୍ତି। କିନ୍ତୁ ଏପରି କିଛି ପ୍ରାକୃତିକ ଉପଚାର ରହିଛି, ଯାହା ସୌନ୍ଦର୍ଯ୍ୟକୁ…
‘ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥା ଗୌଣ କରିବା କ୍ଷୋଭର ବିଷୟ’
ଭୁବନେଶ୍ୱର,୭।୧(ବ୍ୟୁରୋ):ପଞ୍ଚାୟତ ବ୍ୟବସ୍ଥା ହେଉଛି ଦେଶର ବିକାଶ ପ୍ରକ୍ରିୟାର କେନ୍ଦ୍ରବିନ୍ଦୁ। ପଞ୍ଚାୟତ ବ୍ୟବସ୍ଥା ସୁଦୃଢ଼ ନ ହେଲେ କ୍ଷମତାର ବିକେନ୍ଦ୍ରୀକରଣ ସମ୍ଭବନୁହେଁ। କ୍ଷମତା ବିକେନ୍ଦ୍ରିତ ନ ହେଲେ ବିକାଶ ପ୍ରକ୍ରିୟା ମଧ୍ୟ ବାଧାପ୍ରାପ୍ତ ହୁଏ। ଏହି କଥାକୁ କଂଗ୍ରେସ ସର୍ବଦା ଗୁରୁତ୍ୱ ଦେଇ…
ବିନା ହେଲ୍ମେଟ୍ରେ ବାଇକ୍ ରାଲି ଘଟଣା: ନୋଟିସ ପୂର୍ବରୁ ଦେଲେ ଜରିମାନା ୪୦ ବିଜେଡି କର୍ମୀ
ଭୁବନେଶ୍ୱର, ୭।୧(ବ୍ୟୁରୋ):ବିନା ହେଲ୍ମେଟ୍ରେ ରାଜଧାନୀରେ ବାଇକ୍ ରାଲି କରିଥିବା ଆଉ ୪୦ଜଣ ବିଜେଡି କର୍ମୀ ଜରିମାନା ଦେଇଛନ୍ତି। ସୋମବାର ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସହ ଏହି କର୍ମୀମାନେ ଏଜି ଛକସ୍ଥିତ ଟ୍ରାଫିକ ଥାନାରେ ପହଞ୍ଚତ୍ ଜରିମାନା ଅର୍ଥ ବାଦକୁ…
ଟ୍ରମ୍ପଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି। ଏହି କଥାବର୍ତ୍ତା ସମୟରେ ଉଭୟ ନେତା କହିଛନ୍ତି ଦୁଇ ଦେଶର ସମ୍ପର୍କ ମଜଭୂତ ରହିଛି ଓ ଏହାକୁ ନେଇ ଦୁଇ ଦେଶ ଆଗକୁ…
ସପ୍ତାହରେ ୩୧୬୬ କର୍ମଚାରୀଙ୍କୁ ମିଳିଲା ପଦୋନ୍ନତି
ଭୁବନେଶ୍ୱର,୭।୧(ବ୍ୟୁରୋ):ଗୋଟିଏ ସପ୍ତାହରେ ୩୯ ବିଭାଗ ସମେତ ୩୦ ଜିଲାରେ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ୩୧୬୬ ଜଣ କର୍ମଚାରୀଙ୍କୁ ପଦୋନ୍ନତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଦୀର୍ଘବର୍ଷ ଧରି ପଦୋନ୍ନତି…
ମୋତିଆବିନ୍ଦୁ ଲେନ୍ସ ର଼୍ୟାକେଟ୍ ସକ୍ରିୟ
କଟକ ଅଫିସ, ୭।୧: କଟକରେ ମୋତିଆବିନ୍ଦୁ ଲେନ୍ସ ର଼୍ୟାକେଟ୍ ସକ୍ରିୟ। ମୋତିଆବିନ୍ଦୁରେ ଆକ୍ରାନ୍ତ ରୋଗୀମାନଙ୍କୁ ସରକାର ମାଗଣାରେ ଏହି ଲେନ୍ସ ଯୋଗାଇଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏସ୍ସିବି ମେଡିକାଲରେ ମୋତିଆବିନ୍ଦୁ ଅପରେଶନ କରିଥିବା ମାତ୍ର ୪ ପ୍ରତିଶତ ରୋଗୀଙ୍କୁ ସରକାରୀ ଲେନ୍ସ…
ପିତାଙ୍କ ଏମିତି ଫଟୋ ଛାଡିଲେ ଝିଅ, ଲୋକେ ହେଲେ ଭାବୁକ
କାନବେରା,୭।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ଭୟଙ୍କର ନିଆ ଲାଗିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ରାତିଦିନ ଲାଗିପଡିଛନ୍ତି। କିଛିଦିନ ପୂର୍ବରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ନିଜ ଜୀବନକୁ ବାଜି ଲଗାଇ ନିଆଁ ଲିଭାଉ ଥିବା ଏକ ଭିଡିଓ…
ସରକାରଙ୍କୁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ: ଟ୍ରାଫିକ ନିକଟରେ ଅସହାୟଙ୍କୁ ଚିହ୍ନଟ କର
ଭୁବନେଶ୍ୱର,୭।୧(ବ୍ୟୁରୋ): କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରାଫିକ ନିକଟରେ ପିଲାଛୁଆ ଧରି ଭିକ୍ଷାବୃତ୍ତି କରୁଥିବା ଯୁବତୀ ଓ ମହିଳାମାନେ ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚଆରସି) ମୁଖ୍ୟ ଶାସନ ସଚିବ ଏବଂ ଗୃହ ବିଭାଗ…
ମାଓବାଦୀ ଅଞ୍ଚଳରେ ଗର୍ଭବତୀଙ୍କୁ ସହାୟକ ହେଉଛି ବାଇକ୍ ଆମ୍ବୁଲାନ୍ସ
ରାୟପୁର,୭।୧: ଛତିଶଗଡ଼ର ମାଓ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ନାରାୟଣପୁରର ଅଧିକାଂଶ ଗାଁ ଏବେବି ମୁଖ୍ୟ ସଡ଼କ ସହ ଯୋଡି ହୋଇପାରି ନ ଥିବା ଏକ ବଡ ଅଞ୍ଚଳ ଭାବେ ପରିଚିତ। ଏଠାରେ ସଡ଼କ କହିଲେ ମାଟିର ରାସ୍ତା ଓ ଯାନ କହିଲେ…
ରାଜଧାନୀ ଏକ୍ସପ୍ରେସର ସମୟ ପରିବର୍ତ୍ତନ
ଭୁବନେଶ୍ୱର, ୭।୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହେଉଛି। ପୂର୍ବ ଭାରତରେ ବି ଏହାର ପ୍ରଭାବ ପଡ଼ିଛି। ଏଥିପାଇଁ ସୋମବାର ୧୮୪୭୭ ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସର ସମୟ ପରିବର୍ତ୍ତନ କରାଯାଇଥିଲା। ଏହି ଟ୍ରେନ୍ ପୁରୀଠାରୁ…
Archives


