Home Left

ଚିଙ୍ଗୁଡି ଘେରି ଉଚ୍ଛେଦ ମାମଲା: ପକ୍ଷଭୁକ୍ତ ହେଲା ମତ୍ସ୍ୟଜୀବୀ ସମବାୟ ସମିତି

କଟକ ଅଫିସ, ୭ା୧- ଚିଙ୍ଗୁଡ଼ି ଘେରି ଉଚ୍ଛେଦ ମାମଲାରେ ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ଜିଲାପାଳମାନଙ୍କୁ ଆଦେଶ ହୋଇଛି। ଆସନ୍ତା ୨୭ ତାରିଖ ମଧ୍ୟରେ ଏହି ରିପୋର୍ଟ ଦାଖଲ କରିବା ପାଇଁ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି…

୮ରୁ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଏଥର ‘ଫୋକସ୍‌ ଏମ୍‌ଏସ୍‌ଏମ୍‌ଇ-୨୦୨୦’

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର-୨୦୨୦ ଜାନୁୟାରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି ମେଳାର ଥିମ୍‌ ଚଳିତବର୍ଷ ‘ଫୋକସ୍‌…

ମିଳିତ ଗବେଷଣା ପାଇଁ ଆଇଆଇଟି ଓ ଏମ୍‌ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୭ା୧(ବ୍ୟୁରୋ)- ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ଓ ଅଲ୍‌୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍‌ସ) ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ସୋମବାର ଭୁବନେଶ୍ୱର…

ନୟାଗଡ଼ ଡିଏଚ୍‌ଏଚ୍‌କୁ ‘ମୋ ସରକାର’ ଟିମ୍‌ର ପରିଦର୍ଶନ: ତଦାରଖ କଲେ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର, ୭ା୧(ବ୍ୟୁରୋ)‘ମୋ ସରକାର’ର ଟିମ୍‌ ସୋମବାର ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ କରିଛନ୍ତି। ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ପ୍ରତିକ୍ରିୟା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ୪ଜଣିଆ ଟିମ୍‌ ପଠାଯାଇଥିଲା। ଏହି ଟିମ୍‌ ଚିିକିତ୍ସାଳୟର ବିଭିନ୍ନ ଓ୍ବାର୍ଡ…

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏନେଇ ଭଦ୍ରକ ଜିଲା ମୁଖ୍ୟ…

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ନୂଆ ଅଧ୍ୟାୟର ଅୟମାରମ୍ଭ

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ସ୍ପୋଟର୍‌ସ ଅଥରିଟି ଅଫ ଇଣ୍ଡିଆ, ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌, କିଟ୍‌ ବିଶ୍ୱବିଦ୍ୟାଳୟ, ଇଣ୍ଡିଆନ ଅଲିମ୍ପିକ୍‌ ଆସୋସିଏଶନ ଏବଂ ନ୍ୟାଶନାଲ ସ୍ପୋଟର୍‌ସ ଫେଡେରେଶନର ମିଳିତ ସହଯୋଗରେ…

ଶୀତଦିନେ ଶରୀର ପାଇଁ ଉପକାରୀ ଲବଙ୍ଗ ଚା’

ଶୀତଦିନେ ଲବଙ୍ଗ ଚା’ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଲବଙ୍ଗରେ ପସଫରସ, ପୋଟାସିୟମ, ପ୍ରୋଟିନ, ଆଇରନ, କ୍ୟାଲସିୟମ, ହାଇଡ୍ରୋକ୍ଲୋରିକ ଏସିଡ ଭରପୂର ମାତ୍ରାରେ ରହିଛି। ଲବଙ୍ଗ ଚା’ ପିଇବା ଦ୍ୱାରା କ’ଣ କ’ଣ ଉପକାର ହୋଇଥାଏ ଜାଣନ୍ତୁ… ନିୟମିତ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ : ୨ ମାସରେ ଭାଙ୍ଗିଲା ପାନୀୟ ଜଳ ପ୍ରକଳ୍ପ

ଫିରିଙ୍ଗିଆ, ୭ା୧-କନ୍ଧମାଳ ଜିଲା ପିରିଙ୍ଗିଆ ବ୍ଲକରେ ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ଅଧିନରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ପ୍ରକଳ୍ପ ତିଆରି ହେବାର ମାସେ ନ ପୁରୁଣୁ ତାହା ଭାଙ୍ଗି ଯାଉଛି। ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ସରକାର ଯେଉଁ…

୬ ବାଲ୍ୟବିବାହ ରୋକିଲା ପ୍ରଶାସନ

ଆସିକା,୭ା୧(ଡି.ଏନ୍‌.ଏ.): ଆସିକା ବ୍ଲକ ଅନ୍ତର୍ଗତ ବଡଖୋଲି ପଞ୍ଚାୟତରେ ୬ଟି ବାଲ୍ୟ ବିବାହ ଲାଗି ପ୍ରସ୍ତୁତି ଚାଲିଥିଲା ବେଳେ ସୋମବାର ପ୍ରଶାସନ ପକ୍ଷରୁ ତାହାଂକୁ ବନ୍ଦ କରାଯାଇଛି। ପଞ୍ଚାୟତର ବଡଖୋଲି ଗ୍ରାମରେ ୪ ଜଣ, ସାନଖୋଲି ଓ କନ୍ଧପଲ୍ଲୀ ଗ୍ରାମରେ ଜଣେ ଲେଖାଏଁ…

କାଳିଆ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ଧାରଣା

ଛତ୍ରପୁର,୭ା୧(ଡି.ଏନ.ଏ.)-କାଳିଆ ଯୋଜନାରେ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ସୋମବାର ନବନିର୍ମାଣ କୃଷକ ସଙ୍ଗଠନ ଗଞ୍ଜାମ ଜିଲା କମିଟି ପକ୍ଷରୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା ା…

ଭିଜିଲାନ୍ସ ଜାଲରେ ଏମ୍‌କେସିଜି ମେଡିକାଲ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ,୭ା୧-ଏମ୍‌କେସିଜି ମେଡିକାଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ନାମରେ ଥିବା ଏକ ଏଲଆଇସି କ୍ଲେମ୍‌ ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ ନେଇ ଏମ୍‌କେସିଜି ସର୍ଜରୀ (ଅସ୍ତ୍ରୋପଚାର) ବିଭାଗ କନିଷ୍ଠ କିରାଣି ସୋମବାର ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ…

କମ୍‌ ବୟସରେ କରିଥିଲେ ବିବାହ

କ୍ରିକେଟରେ କେତେକ ଖେଳାଳି ଥିଲେ, ଯେଉଁମାନେ ଖୁବ୍‌ କମ୍‌ ବୟସରେ ବିବାହ କରିଥିଲେ। ସେହି ଖେଳାଳିଙ୍କ ବିଷୟରେ… କପିଳ ଦେବ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର କପିଳ ଦେବ ମାତ୍ର ୨୧ବର୍ଷ ବୟସରେ ରୋମି ଭାଟିଆଙ୍କୁ ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri