Home Left

ମେଳା ପାଇଁ ସଜେଇ ହେଉଛି ବରୁଣେଶ୍ୱର ପୀଠ : ଜାଗା ସଂରକ୍ଷଣ ପାଇଁ ବ୍ୟବସାୟୀଙ୍କ ଭିଡ଼

ବିଞ୍ଝାରପୁର,୬ା୧(ଡି.ଏନ.ଏ)- ପ୍ରସିଦ୍ଧ ବରୁଣେଶ୍ୱର ମେଳା ଆଉ ମାତ୍ର ୮ ଦିନ ବାକି ରହିଛି। ମେଳା ସୁପରିଚାଳନା ପାଇଁ ଆୟୋଜକଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଚଳିତ ବର୍ଷ ମେଳା ପାଇଁ ବରୁଣେଶ୍ୱର ମନ୍ଦିରରେ ରଙ୍ଗ ଦେବାରୁ ଆରମ୍ଭ କରି ପୋଖରୀ ସଫା…

ମଣ୍ଡି ଖୋଲିବାରେ ବିଳମ୍ବ: ପ୍ରତିବାଦରେ ଚାଷୀଙ୍କ ଧାରଣା

ବନ୍ତଳା,୬ା୧(ଡି.ଏନ.ଏ.)- ଧାନମଣ୍ଡି ଖୋଲାଯିବାରେ ବିଳମ୍ବ ପ୍ରତିବାଦରେ ଅନୁଗୋଳ ବ୍ଲକ ମାଟିଆସାହି ପଞ୍ଚାୟତ ପୁରୁଣାଗଡ଼ରେ ଥିବା ସେବା ସମବାୟ ସମିତି ସମ୍ମୁଖରେ ସୋମବାର ୫୦ରୁ ଊଦ୍ଧର୍‌ବ ଚାଷୀ ଧାରଣା ଦେଇଥିଲେ। ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଜିଲାର ବିଭିନ୍ନ ସମବାୟ ସମିତିରେ ଧାନମଣ୍ଡି…

ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ

ଦିଗପହଣ୍ଡି/ଚିକିଟି,୬ା୧(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ସିନ୍ଧିଖାଳି ଗ୍ରାମ ନିକଟରେ ରବିବାର ରାତି ପ୍ରାୟ ସାଢ଼େ ୯ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅନୁଗୋଳ ଜିଲା କତଡା ଗ୍ରାମର କୁରୁପତି ପ୍ରଧାନ…

ସରପଞ୍ଚଙ୍କ ଘରୁ ଟଙ୍କା, ସୁନା ଅଳଙ୍କାର ଲୁଟ୍‌

ପାତ୍ରପୁର, ୬ା୧ (ଡି.ଏନ୍‌.ଏ.)-ଜରଡ଼ା ଥାନା ତୁମ୍ବା ସରପଞ୍ଚଙ୍କ ଘରୁ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ସୁନା ଅଳଙ୍କାର ସହ ୧୬ ହଜାର ଟଙ୍କା ଚୋରି କରିଥିବା ଅଭିଯୋଗ ହୋଇଛି। ସରପଞ୍ଚ ହେମଲତା ଜାନି ଓ ତାଙ୍କ ସ୍ବାମୀ ଜନକ କୁମାର ନିଜ…

ଗୋଟେ ଓଭରରେ ୫ ଛକା ମାରିଲେ କେକେଆର ଖେଳାଳି ବାଣ୍ଟନ

ବ୍ରିସବେନ, ୬।୧- ବ୍ରିସବେନ ହିଟ୍‌ ପକ୍ଷରୁ ଖେଳୁଥିବା ଇଂଲଣ୍ଡର ବିସ୍ଫୋରକ ଓପନର ଟମ ବାଣ୍ଟନ ସୋମବାର ବିଗ୍‌ ବାଶ ଲିଗ୍‌(ବିବିଏଲ)ର ସିଡ୍‌ନୀ ଥଣ୍ଡର୍ସ ବିପକ୍ଷ ମ୍ୟାଚ୍‌ରେ ୧୯ ବଲରେ ୫୬ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଏହା ବିବିଏଲ ଇତିହାସର ଦ୍ୱିତୀୟ…

୩ୟ ଟେଷ୍ଟରେ ନ୍ୟୁଜିଲାଣ୍ଡ ପରାସ୍ତ: ଅଷ୍ଟ୍ରେଲିଆର ସିରିଜ ସୁଇପ୍‌

ସିଡ୍‌ନୀ, ୬।୧ (ଏପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ସ୍ଥାନୀୟ ସିଡ୍‌ନୀ କ୍ରିକେଟ୍‌ ଗ୍ରାଉଣ୍ଡରେ ଅନୁଷ୍ଠିତ ଅନ୍ତିମ ତଥା ୩ୟ ଟେଷ୍ଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୨୭୯ ରନରେ ବୃହତ୍‌ ବିଜୟ ଲାଭ କରିଛି। ୪୧୬ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ…

ରୁଗୁଡିପାଲି ବାଲ୍ୟ ବିବାହ ମୁକ୍ତ ଗ୍ରାମ ଘୋଷିତ

ସୋନପୁର, ୬।୧(ନି.ପ୍ର.): ଗତବର୍ଷ ମୋ ନାତୁଣୀର ବାହାଘର ଠିକ୍‌ ହୋଇଥିଲା। ସେତେବେଳେ ତାକୁ ପ୍ରାୟ ୧୫ ବର୍ଷ ହୋଇଥିଲା। ଗାଁର ଅଙ୍ଗନଓ୍ବାଡି କର୍ମୀ ଗୀତାଞ୍ଜଳି ରଣା ଘରକୁ ଆସି ବାହାଘର ବନ୍ଦ କରିବାକୁ ପରାମର୍ଶ ଦେଇଥିଲେ। ପ୍ରଥମେ ଆମେ ତାଙ୍କ ଉପରେ…

ରେଳଧାରଣା କଡ଼ରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ବନ୍ତ,୬।୧(ସ୍ବ.ପ୍ର.)- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ତ ବ୍ଲକ ଅଳଉତି ଗ୍ରାମର ଗତ ୪ ଦିନ ଧରି ନିଖୋଜ ଥିବା ଜଣେ ବୃଦ୍ଧାଙ୍କ ମୃତଦେହ ସୋମବାର କେନ୍ଦୁଆପଦା ରେଳ ଷ୍ଟେଶନଠାରୁ କିଛି ଦୂରରେ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତା ବୃଦ୍ଧା…

୧୩ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ବାଲିଗୁଡା,୬।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ୧୩୫ ଏକର ଜମିରେ ଚାଷ କରାଯାଇଥିବା ବେଆଇନ ଗଞ୍ଜେଇ ଗଛକୁ ସୋମବାର ପୋଲିସ କାଟି ନଷ୍ଟ କରିଛି। କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗର…

ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ

ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡବିଧାନ ସହିତ ଜଣେ କାର୍ଯ୍ୟରତ…

ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ ଫଳାଫଳର ତାରିଖ ଘୋଷଣା କରିଛନ୍ତି। ଫେବୃଆରୀ ୮ରେ ମତଦାନ ହେବାକୁ ଥିବା ବେଳେ ୧୧କୁ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ପଥେ ସବୁ ରାଜନୈତିକ ଦଳ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର କାର୍ଯ୍ୟକାଳ ଆସନ୍ତା ଫେବୃୟାରୀରେ ପୂରଣ ହେଉଥିବା ବେଳେ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଆସନ୍ତା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଫେବୃୟାରୀ ୮ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ଓ ଏହାର ଫଳାଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri