Home Left

ବିବାହ ପାଇଁ ସମୟ ନାହିଁ: ମଲାଇକା

ମୁମ୍ବାଇ: ବଲିଉଡ୍‌ ନାୟିକା ମଲାଇକା ଆରୋରା ଓ ନାୟକ ଅର୍ଜୁନ କପୁରଙ୍କ ରିଲେସନଶିପକୁ ନେଇ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ମଲାଇକା ତାଙ୍କ ପ୍ରଥମ ସ୍ବାମୀ ଅରବାଜ ଖାଁଙ୍କଠାରୁ ଅଲଗା ହେବା ପରେ ବେଶ୍‌ କିଛିଦିନ ହେବ ଅର୍ଜୁନଙ୍କ ସହ ରିଲେସନଶିପରେ…

୮ ରେ ଭାରତ ବନ୍ଦ: କଂଗ୍ରେସ ଦେଲା ସମର୍ଥନ

ଭୁବନେଶ୍ୱର,୬।୧(ବ୍ୟୁରୋ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଦରଦାମ ବୃଦ୍ଧି, ବେକାରି ଓ ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରିଛି କଂଗ୍ରେସ। ସୋମବାର ଏ ନେଇ ବାମପନ୍ଥୀ…

ଉଦ୍ଧବଙ୍କୁ ଭେଟିଲେ ଗେହଲଟ

ମୁମ୍ବାଇ,୬।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମୁମ୍ବାଇଠାରେ ଏକ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ଏହାପରେ ସେ ଖବରଦାତାଙ୍କୁ କହିଛନ୍ତି ଉଭୟ ନିଜ ନିଜ ରାଜ୍ୟପାଇଁ କିଭଳି ଉନ୍ନତି ମୂଳକ କାମ କରିବେ ସେ ନେଇ…

ପୁଣି ସାପ ପଶିବାରୁ ମ୍ୟାଚ୍‌ ବାଧାପ୍ରାପ୍ତ

ନୂଆଦିଲ୍ଲୀ, ୬।୧- ବର୍ଷା ଯୋଗୁ ଭାରତ-ଶ୍ରୀଲଙ୍କା ସିରିଜର ପ୍ରଥମ ଟି୨୦ ମ୍ୟାଚ୍‌ ବାତିଲ ହୋଇଯାଇଛି। ଦେଶର ଅନ୍ୟ ଭାଗରେ ସମାନ ଦିନ ଏକ ମ୍ୟାଚ୍‌ ଭିନ୍ନ କାରଣ ଯୋଗୁ ବାଧାପ୍ରାପ୍ତ ହୋଇଥିଲା। ଘଟଣାଟି ମୁମ୍ବାଇ ଓ କର୍ନାଟକ ମଧ୍ୟରେ ଅନୁଷ୍ଠିତ ୪ର୍ଥ…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଓ୍ବର୍ନ ନିଲାମ କରିବେ ପଦାର୍ପଣ କ୍ୟାପ

ସିଡ୍‌ନୀ,୬।୧- ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ କାରଣରୁ ପ୍ରାୟ ୫୦ କୋଟି ବନ୍ୟ ଜନ୍ତୁ ଜୀବନ ହରାଇ ସାରିଲେଣି। କେବଳ ଏତିକି ନୁହେଁ ବହୁ ନିୟୁତ ଏକର ଜଙ୍ଗଲ ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଜନସାଧାରଣଙ୍କ ମୃତ୍ୟୁ ଘଟିଛି। ଏଭଳି ଭୟଙ୍କର ପରିସ୍ଥିତିରେ…

ଅଳିଆଗଦାରେ ଫିଙ୍ଗି ଦେଇଥିଲେ ଲଟେରି ଟିକେଟ୍‌, ପରେ ହେଲେ କୋଟିପତି

କୁହାଯାଏ, ଭାଗ୍ୟ କାହାକୁ କେତେବେଳେ କେଉଁଠି ନେଇ ପହଞ୍ଚାଇଥାଏ ତା’ର ଠିକଣା ନ ଥାଏ। ଫଳରେ କୋଟିପତି ଗରିବ ହୋଇଯାଉଥିବା ବେଳେ ଗରିବଟିଏ ରାତାରାତି କୋଟିପତି ହୋଇଯାଏ। ଏହାର ଅନେକ ଉଦାହରଣ ମଧ୍ୟ ରହିଛି। ଏହିପରି ଏକ ଉଦାହରଣ ଦେଖିବାକୁ ମିଳିଛି…

ହାର୍ଟଆଟାକ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ମାସରେ ଥରେ…

ପରିବର୍ତ୍ତିତ ଜୀବନଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିିତା ପାଇଁ କେତେକଙ୍କଠାରେ ହାର୍ଟ ସମସ୍ୟା ଦେଖାଦେଇଥାଏ। ତେବେ ଏହା ସହଜରେ ଦୂର କରିବା ପାଇଁ ପ୍ରତି ମାସରେ ଥରେ କାନ୍ଦିଲେ ସୁଫଳ ମିଳିଥାଏ। ଏନେଇ ଆମେରିକା ମିନେସୋଟା ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ…

ରାଷ୍ଟ୍ରପତି ରେସ୍‌ରେ ଶରଦଙ୍କ ନାଁ

ନୂଆଦିଲ୍ଲୀ,୬।୧: ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୨୦୨୨ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ନିଜ ନିଜର ଆଶାୟୀ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇବାକୁ ଏବେଠାରୁ ଯୋଜନା କରୁଛନ୍ତି। ତେବେ ଏହି ରେସ୍‌ରେ ନେଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ନାଁ…

ଧରାପଡ଼ିଲା ପାକିସ୍ତାନୀ ଡଙ୍ଗା: ୧୭୫ କୋଟିର ନିଶାଦ୍ରବ୍ୟ ଜବତ

ଅହମ୍ମଦାବାଦ୍‌,୬।୧: ଗୁଜରାଟ କଛ ନିକଟରେ ଏକ ପାକିସ୍ତାନୀ ଡଙ୍ଗା ଭାରତୀୟ ନୌସେନା ହାତରେ ଧରାପଡ଼ିଛି। ସେଥିରେ ୩୫ କିଲୋଗ୍ରାମ୍‌ ନିଶାଦ୍ରବ୍ୟ ବୋଝେଇ ହୋଇଥିଲା। ଏହାର ଆନୁମାନିକ ଦାମ ୧୭୫ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଡଙ୍ଗାରେ ଥିବା ୫ ପାକିସ୍ତାନୀ…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୫୦ କୋଟି ବନ୍ୟଜୀବଙ୍କ ମୃତ୍ୟୁ

ସିଡ୍‌ନୀ,୬।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ବେଳକୁ ବେଳ ବଢିବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ନିଆଁରେ ପାଖାପାଖି ୫୦ କୋଟି ବନ୍ୟଜୀବଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଇଛି। ଅଧିକାଂଶ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଏଥିରେ କୋଆଲାଙ୍କ ମୃତ୍ୟୁ ସଂଖ୍ୟା ଅଧିକ…

ବେଆଇନ ରାସ୍ତା, ଇଟାଭାଟି ନିର୍ମାଣକୁ ବିରୋଧ କଲେ ମହିଳା

ମହାକାଳପଡ଼ା,୬।୧(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳର ପାର୍ଶ୍ୱ ଗ୍ରାମ ମଧ୍ୟରେ ବେଆଇନ ରାସ୍ତା ଏବଂ ଇଟାଭାଟି ନିର୍ମାଣକୁ ସ୍ଥାନୀୟ ମହିଳାମାନେ ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଖରିନାସୀ ଗ୍ରାମର ୬ ଓ ୧୪ ନଂ ଓ୍ବାର୍ଡର ୧୦୦ରୁ…

ମଦ ନିଶାରେ ନାଗସାପ ସହ ଖେଳ: ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ

ସାଧାରଣତଃ ସାପକୁ ଦେଖିଲେ ଲୋକେ ଭୟରେ ଥରି ଉଠନ୍ତି। ମାତ୍ର ଜଣେ ବ୍ୟକ୍ତି ମଦ ନିଶାରେ ଏକ ନାଗସାପ ସହ ଖେଳୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟିକୁ ଯିଏ ଦେଖିବ ସେ ନିଶ୍ଚିତ ଡରିଯିବ। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri