ଡ୍ରପ୍ଲେଟ୍ କମ୍ପ୍ୟୁଟର
କମ୍ପ୍ୟୁଟର ପାଣିରେ ଚାଲିବ-ଏକଥାକୁ ଅନେକେ ହୁଏତ ବିଶ୍ୱାସକରି ନ ପାରନ୍ତି। ହେଲେ ଏହା ସତ। ଦୀର୍ଘ ୫ବର୍ଷ ଧରି ଗବେଷଣା କରିବା ପରେ ଆମେରିକାସ୍ଥିତ ଷ୍ଟାନ୍ଫୋର୍ଡ ୟୁନିଭର୍ସିଟିର ବିଶେଷଜ୍ଞ ମାନେ ଏଭଳି ଏକ ହାଇଟେକ୍ କମ୍ପ୍ୟୁଟର ପ୍ରସ୍ତୁତ କରିଛନ୍ତି। ଗୋଟିଏ ଇଲେକ୍ଟ୍ରୋନିକ୍…
ଭୂକମ୍ପରୁ ଘରକୁ ସୁରକ୍ଷା ଦେବ ଚୁମ୍ବକ
ଅନ୍ୟତମ ପ୍ରମୁଖ ପ୍ରାକୃତିକ ବିପର୍ଯ୍ୟୟ ଭାବରେ ପରିଗଣିତ ଭୂକମ୍ପ ଦ୍ୱାରା ଆମର ଅଶେଷ କ୍ଷତି ହୋଇଥାଏ । ତେବେ ଏହି ସମୟରେ ଘରକୁ ସୁରକ୍ଷା ଦେବାର ଏକ ନୂଆ ଉପାୟ ଉଦ୍ଭାବିତ ହୋଇଛି। ‘ଭୂକମ୍ପ ଏବଂ ଘରର ସୁରକ୍ଷା’ ଶୀର୍ଷକ ବିଷୟବସ୍ତୁକୁ…
ଔଷଧ ସାହାରାରେ ଜୀବନ
”ମଣିଷ ବଞ୍ଚତ୍ବା ପାଇଁ ଖାଦ୍ୟ ସହ ଔଷଧ ମଧ୍ୟ ଏକ ଆବଶ୍ୟକତାରେ ପରିଣତ ହୋଇଗଲାଣି। ପେନ୍କିଲର ପରି ଶକ୍ତିଶାଳୀ ରାସାୟନିକ ଔଷଧ ପ୍ରୟୋଗ, ଯାହାକି ଆମ ଶରୀରର କୋଷଗୁଡ଼ିକୁ ରୁଗ୍ଣ ଦୁର୍ବଳକରି ବ୍ୟାଧି ପ୍ରତିରୋଧକ କ୍ଷମତାକୁ ହ୍ରାସକରେ। ଏହି ଔଷଧ ବ୍ୟତୀତ…
ତିବ୍ବତରେ ସମରାଭ୍ୟାସ କରୁଛି ଚାଇନା
ବେଜିଂ,୬।୧: ଚାଇନା ସେନା ଭାରତ ସୀମାକୁ ଲାଗି ରହିଥିବା ଉଚ୍ଚସ୍ଥାନ ତିବ୍ବତରେ ବଡ ଧରଣର ସମରାଭ୍ୟାସ କରୁଥିବା ସୂଚନା ମିଳିଛି। ସେଠାରେ ଚାଇନା ସେନା ପକ୍ଷରୁ ଟାଇପ୍ ୧୫ ହାଲୁକା ଯୁଦ୍ଧ ଟ୍ୟାଙ୍କ ଓ ନୂଆ ୧୫ ଏମ୍ଏମ୍ ଯାନ ଉପରେ…
ରାସ୍ତାକଡରୁ ମିଳିଲା ଟିଫିନ୍ ବୋମା
ନବରଙ୍ଗପୁର,୬।୧(ବି.ପ୍ର): ନବରଙ୍ଗପୁର ଜିଲା ରାଇଘର ଥାନା ସରଗୁଲି ଗ୍ରାମର ରାସ୍ତାକଡରୁ ଦୁଇଟି ଜୀବନ୍ତ ଟିଫିନ ବୋମା ଉଦ୍ଧାର କରାଯାଇଛି। ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ ସହ ଘଟଣାସ୍ଥଳରେ ପହଞ୍ଚିଛି। ସେଠାରେ ଏବେ ବୋମା ନିଷ୍କ୍ରିୟ ପାଇଁ ଉଦ୍ୟମ ଜାରି ରହିଛି। ଟିଫିନ୍…
ଜେଏନ୍ୟୁ ହିଂସା: ମୋଦିଙ୍କୁ ଟାର୍ଗେଟ କଲେ ବିରୋଧୀ
ନୂଆଦିଲ୍ଲୀ,୬।୧: ରାଜଧାନୀ ଦିଲ୍ଲୀରେ ଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନୟୁ)ରେ ରବିବାରଠାରୁ ଉପୁଜିଥିବା ହିଂସା ଘଟଣାକୁ ନେଇ ଏବେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ ସିଂ…
ଟ୍ରମ୍ପଙ୍କ ମୁଣ୍ଡକାଟ୍ ପାଇଁ ୮୦ ମିଲିୟନ ଡଲାର ପୁରସ୍କାର ଘୋଷଣା କଲା ଇରାନ
ତେହେରାନ,୬।୧: ଆମେରିକା ଆକ୍ରମଣରେ ଇରାନ୍ର ସେନା କମାଣ୍ଡର ଜେନେରାଲ କାସିମ ସୋଲେମାନୀ ନିହତ ହେବା ପରେ ଦୁଇଦେଶ ମଧ୍ୟରେ ଚରମ ଉତ୍ତେଜନା ଦେଖାଦେଇଛି। ରବିବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ ଇରାନକୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ଆକ୍ରମଣ କରିବେ ବୋଲି ଧମକ ଦେଇଛନ୍ତି।…
ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତି ମିଶ୍ରଙ୍କ ସୋମବାର ଭୋରୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ସୁଇଜରଲାଣ୍ଡରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଅନନ୍ୟ ଅବଦାନ…
‘ବନ୍ଦେ ମାତରମ୍’ରେ କମ୍ପିଲା ଗୁଆହାଟୀ ଷ୍ଟାଡିୟମ୍
ଗୁଆହାଟୀ,୬।୯: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ବର୍ଷା କାରଣରୁ ବାତିଲ ହୋଇଛି। ଟସ୍ ପରେ ଗୋଟିଏ ବି ବଲ ପଡିବା ପୂର୍ବରୁ ମ୍ୟାଚକୁ ବାତିଲ କରିଦିଆଯାଇଛି। ଟସ୍ ପରେ ଲଗାତର ବର୍ଷା କାରଣରୁ…
ବଡ଼ ର଼୍ୟାକେଟର ପର୍ଦ୍ଦାଫାଶ କଲା ଏସ୍ଟିଏଫ୍: ଗୋଟିଏ ରାତିରେ ୮ ବ୍ରାଉନସୁଗାର ବେପାରୀ ଗିରଫ
ଭୁବନେଶ୍ୱର,୬ା୧(ବ୍ୟୁରୋ): ନିଶା ମାଫିଆଙ୍କୁ ଟାର୍ଗେଟ କରିଥିବା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍କୁ ଆଉଏକ ସଫଳତା ମିଳିଛି। ରାଜ୍ୟରେ ସକ୍ରିୟ ଥିବା ବଡ଼ ବ୍ରାଉନସୁଗାର ର଼୍ୟାକେଟକୁ ଠାବ କରିଛି। ଗୋଟିଏ ରାତିରେ ୮ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୫ ଗ୍ରାମ୍ର ବ୍ରାଉନ…
ଶ୍ରୀଲିଙ୍ଗରାଜଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ନେଇ ମାପଚୁପ
ପୁରୁଣା ଭୁବନେଶ୍ୱର,୬ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ, ବିକାଶ କାମ ଜାରି ରହିଛି। ହେଲେ ଠାକୁରଙ୍କ ବହୁସ୍ଥାନରେ ଥିବା ଜମିକୁ ଜବରଦଖଲକାରୀମାନେ କବ୍ଜାରେ ରଖଛନ୍ତି। ଏହି ଭୂସମ୍ପତ୍ତିକୁ ଜବରଦଖଲରୁ ମୁକ୍ତ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ପୁରୁଣା ଭୁବନେଶ୍ୱରସ୍ଥିତ ମୂଳା ପଡିଆ,…
ମସଜିଦ୍ରେ ହେବ ହିନ୍ଦୁ ବିବାହ: କନ୍ୟାଙ୍କୁ ମିଳିବ ୧୦ ତୋଳା ସୁନା ଏବଂ ୨ଲକ୍ଷ ଟଙ୍କା…
ଅଲପ୍ପୁଝା, ୬।୧: ଦେଶରେ ବିଭିନ୍ନ ସମ୍ପ୍ରଦାୟକୁ ନେଇ ରାଜନୀତି ଜାରି ରହିଛି। ଏପରିସ୍ଥଳେ କେରଳରେ ସାମ୍ପ୍ରଦାୟିକ ସଦ୍ଭାବର ଏକ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ଅଲପ୍ପୁଝାର ଚେରୁବଲ୍ଲୀଠାରେ ଏକ ମସଜିଦ୍ରେ ହିନ୍ଦୁ ରୀତିନୀତିରେ କନ୍ୟା-ବରଙ୍କ ବିବାହ ଅନୁଷ୍ଠିତ ହେବ। ଏହି ବିବାହରେ…
Archives


