Home Left

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର ଠାରୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୁଇଁନ୍ତଳା…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ ବିଦ୍ୟାଳୟରେ ପହଞ୍ଚିଥିବା ଛାତ୍ରଙ୍କୁ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ମାଡମାରି ଲହୁଲୁହାଣ କରିଥିବା ଘଟଣା…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି। ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ଢେପଗୁଡ଼ା…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର ହେବ । ପ୍ରଥମଥର ପାଇଁ କେନ୍ଦ୍ର ସରକାର ୨୦୨୬-୨୭ କେନ୍ଦ୍ରୀୟ ବଜେଟରେ ଇକୋ…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ ରାସ୍ତାରେ କଚାଡି ହୋଇପଡି ଗୁରୁତର ହୋଇଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ ତାଙ୍କୁ ସାହାଯ୍ୟ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି । ସେମାନେ ବୁଲା ବିକାଳୀ ସମେତ ବିଭିନ୍ନ କାର୍ଯ୍ୟକୁ ଲୋକ ଦେଖାଣିଆ କରିବା ସହ…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ଏଏସଆଇ ସୁଧୀର କୁମାର ନାୟକ…

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ ହୋଇଯାଇଛି। ଏଥିରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ । ସୂଚନା…

କଲମ୍ବୋ ଯାତ୍ରା ପୂର୍ବରୁ ପାକିସ୍ତାନ ଅଧିନାୟକଙ୍କ ବଡ଼ ବୟାନ: ନିଷ୍ପତ୍ତି ଯାହା…

କରାଚୀ,୨ା୨- ସରକାର ଏବଂ କ୍ରିକେଟ ବୋର୍ଡ ଯାହା ନିଷ୍ପତ୍ତି ନେବ, ଆମେ ତାହା ପାଳନ କରିବୁ। ପାକିସ୍ତାନ ଦଳର ଅଧିନାୟକ ସଲମାନ ଅଲୀ ଆଘା ସୋମବାର ଦଳର କଲମ୍ବୋ ଯାତ୍ରା ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହା କହିଛନ୍ତି। ଆମ ଖେଳାଳିଙ୍କର…

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ, ଏସପି ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ଥିଲେ। ଜିଲା ପରିଷଦ ମୁଖ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ ୧୯୧ କେଜି ଗଞ୍ଜେଇ ଜବତ କରିଛି। ହେଲେ ଟ୍ରକ୍‌ ଛାଡ଼ି ଡ୍ରାଇଭର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?