ପାକିସ୍ତାନରେ ଶିଖ୍ ଯୁବକଙ୍କୁ ହତ୍ୟା
ଇସ୍ଲାମାବାଦ,୫।୧: ପାକିସ୍ତାନର ପେଶାୱାରଠାରେ ଜଣେ ଶିଖ୍ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ରବୀନ୍ଦ୍ର ସିଂହ। ଚାମକାନି ପୋଲିସ ଷ୍ଟେସନ ଅଞ୍ଚଳରୁ ରବୀନ୍ଦ୍ରଙ୍କ ମୃତଦେହ ମିଳିଛି। ପାକିସ୍ତାନ ପତ୍ରକାର ହରମିତ୍ ସିଂହଙ୍କ ଭାଇ ହେଉଛନ୍ତି ରବୀନ୍ଦ୍ର। ତାଙ୍କୁ ୨୫ ବର୍ଷ ହୋଇଥିଲା।…
ଭାରତ ଓ ଶ୍ରୀଲଙ୍କା ପ୍ରଥମ ଟି୨୦ ମ୍ୟାଚ୍: ଟସ୍ ଜିତିଲା ଭାରତ
ଗୁଆହାଟୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆସାମର ଗୁଆହାଟୀଠାରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍ରେ ଭାରତୀୟ ଦଳ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ନୂଆବର୍ଷର ପ୍ରଥମ ମ୍ୟାଚ୍ରେ ବିଜୟୀ ହୋଇ…
କଲାମଙ୍କ ଉପରେ ନିର୍ମାଣ ହେବ ଫିଲ୍ମ
ଆଜିକାଲି ବଲିଉଡ୍ରେ ଚାଲିଛି ବାୟୋପିକର ଟ୍ରେଣ୍ଡ। ଦର୍ଶକଙ୍କୁ ଅନ୍ୟ ଫିଲ୍ମ ଅପେକ୍ଷା ବାୟୋପିକ ବେଶୀ ଭଲ ଲାଗୁଛି ଓ ଏହା ବକ୍ସ ଅଫିସରେ ଭଲ ଆୟ ମଧ୍ୟ କରୁଛି। ତେଣୁ ପ୍ରଯୋଜକ ଓ ନିର୍ଦ୍ଦେଶକମାନେ ମଧ୍ୟ ବାୟୋପିକ ତିଆରି କରିବାକୁ ଆଗେଇ…
ଅଭିନେତ୍ରୀଙ୍କ ପ୍ରତି ଆକୃଷ୍ଟ ହେଲେ କ୍ରିକେଟର ଯୁବରାଜ ସିଂ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଯୁବରାଜ ସିଂ ଅବସର ନେଇସାରିଥିଲେ ମଧ୍ୟ ସେ ସର୍ବଦାଚର୍ଚ୍ଚାରେ ରହୁଛନ୍ତି। ମଡେଲ ହେଜେଲ କିଚ୍ଙ୍କୁ ବିବାହ କରିବା ପରେ ସେ ଜଣେ ବଲିଉଡ୍ ଅଭିନେତ୍ରୀଙ୍କ ଉପରେ ଆକୃଷ୍ଟ ହୋଇଛନ୍ତି। କିନ୍ତୁ ପ୍ରେମ ବ୍ୟାପାରରେ…
ଏଠି ହୋଇଥାଏ ଅସ୍ଥାୟୀ ବିବାହ
ବିବାହ ସର୍ବଦା ସ୍ଥାୟୀ ବୋଲି କୁହାଯାଏ। ହେଲେ ବିଶ୍ୱରେ ଏମିତି ଏକ ଦେଶ ଅଛି ଯେଉଁଠି ଅସ୍ଥାୟୀ ବିବାହ କରାଯାଏ। ବେଳେବେଳେ ମାତ୍ର କିଛି ଘଣ୍ଟା ପାଇଁ ମଧ୍ୟ ବିବାହର ଆୟୋଜନ କରାଯାଇଥାଏ। ଇରାନରେ ଏଭଳି ବିବାହ ଦେଖିବାକୁ ମିଳେ। ତେବେ…
ତେଲେଙ୍ଗା ବଜାରରେ ଅଗ୍ନିକାଣ୍ଡ : ଜଳିଗଲା ୪୦ରୁ ୫୦ ଲକ୍ଷ ଟଙ୍କାର ସାମଗ୍ରୀ
କଟକ ଅଫିସ, ୫।୧: କଟକର ପୁରୀଘାଟ ଥାନା ଅନ୍ତର୍ଗତ ତେଲେଙ୍ଗା ବଜାରରେ ଥିବା ରଘୁନାଥଜୀଉ ସପ୍ଲାୟର୍ସରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥିବା ପ୍ରାୟ ୪୦ରୁ ୫୦ ଲକ୍ଷ ଟଙ୍କାର ଇଲେକ୍ଟ୍ରୋନିକ୍ ସାମଗ୍ରୀ ସମ୍ପୂର୍ଣ୍ଣ ଜଳି ଯାଇଥିବା ଷ୍ଟୋର ମାଲିକ…
କ୍ୟାଚ୍ ନେବାରେ ଷ୍ଟୋକ୍ସଙ୍କ ରେକର୍ଡ
କେପ୍ ଟାଉନ,୫।୧୨(ଏଏଫ୍ପି)- କ୍ୟାଚ୍ ନେବାରେ ଇଂଲଣ୍ଡ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ନିଜ ଦେଶ ପାଇଁ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଚାଲିଥିବା ଦକ୍ଷିଣ ଆଫ୍ରକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ତୃତୀୟ ଦିବସରେ ପ୍ରଥମ ଇନିଂସରେ ଜେମ୍ସ ଆଣ୍ଡରସନଙ୍କ…
ରହସ୍ୟମୟୀ ଦ୍ୱୀପ : ଏଠାକୁ ଥରେ ଗଲେ ଫେରନ୍ତିନି ଲୋକେ
ଦୁନିଆରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟମୟ। ନା ସେ ସ୍ଥାନ ସମ୍ପର୍କରେ ପ୍ରକୃତ ତଥ୍ୟ କେହି ଜାଣିପାରନ୍ତି ନା କିଛି ଦେଖିପାରନ୍ତି। ଏମିତି ଏକ ଦ୍ୱୀପ ରହିଛି ସ୍କଟ୍ଲାଣ୍ଡ୍ରେ। ଏହାର ନାଁ ‘ଆଇନହାଲୋ’। ଦ୍ୱୀପଟି ଦେଖିବାକୁ…
କାଶୀପୁର ବନ୍ଦ ପାଳନ
ରାୟଗଡ଼ା ଅଫିସ,୫।୧: ରାୟଗଡ଼ା ଜିଲା କାଶୀପୁର ବ୍ଲକସ୍ଥିତ ବାଫାଲମାଲି ଖଣି ଅଞ୍ଚଳରେ କର୍ମୀ ନିଯୁକ୍ତି ଦାବି ନେଇ ଚନ୍ଦ୍ରଗିରି ଛକରେ ଆନ୍ଦୋଳନରେ ବସିଥିବା ୩୪ ଜଣ ମହିଳା ଓ ୮ ଜଣ ଶିଶୁଙ୍କୁ ଅଣ୍ଡିରାକାଞ୍ଚ ଥାନାଧିକାରୀ ଶନିବାର ଗିରଫ କରିଥିଲେ। ଏହାର…
ଛାତରୁ ଠେଲି ବୃଦ୍ଧଙ୍କୁ ହତ୍ୟା: ଦମ୍ପତି ଅଟକ
ପୁରୀ ଅଫିସ,୫।୧: ପୁରୀ ଟାଉନ ଥାନା ଅଧୀନ ପଥୁରିଆ ସାହିରେ ରବିବାର ପୂର୍ବାହ୍ନରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ନାରାୟଣ ମହାରଣା(୭୫)। ଘର ଭଡ଼ାକୁ କେନ୍ଦ୍ରକରି ଭଡ଼ାଟିଆ ଦମ୍ପତି ନାରାୟଣଙ୍କୁ ଛାତରୁ ଠେଲି ହତ୍ୟା କରିଥିବା ସାହି ବାସିନ୍ଦା ଅଭିଯୋଗ…
ଲମ୍ବା ନାକ ଲାଗି ଭାଙ୍ଗିଗଲା ବାହାଘର
ବେଙ୍ଗାଲୁରୁ: ସାଧାରଣତଃ ଯୌତୁକ ପାଇଁ ବାହାଘର ଭାଙ୍ଗି ଯାଇଥାଏ ବୋଲି ଉଣା ଅଧିକେ ସମସ୍ତେ ଜାଣନ୍ତି। ମାତ୍ର ଜଣେ ଯୁବକଙ୍କ ଲମ୍ବା ନାକ ଯୋଗୁ ବାହାଘର ଭାଙ୍ଗିଯିବା କଥା ଆଶ୍ଚର୍ଯ୍ୟଜନକ। କିନ୍ତୁ ଏପରି ଘଟଣା ଦେଖିବାକୁ ମିଳିଛି ବେଙ୍ଗାଲୁରୁରେ। ଏଠାରେ ରହୁଥିବା…
ତେଜ ପ୍ରତାପଙ୍କ ଭିନ୍ନ ଲୁକ୍
ପାଟନା,୫।୧: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ କିଛି ନା କିଛି କାରଣ ପାଇଁ ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। କେତେବେଳେ ସାଇକେଲ ଚଲାଇ ହେଉ ତ ପୁଣି କେତେବେଳେ ବଂଶୀ ବଜାଇବା ଢଙ୍ଗରେ…
Archives


