Home Left

ପୂର୍ବତନ ଏମ୍‌ପି କମଲ ସିଂଙ୍କ ପରଲୋକ

ବକ୍ସର,୫।୧: ଜୀବିତ ଥିବା ଦେଶର ପ୍ରଥମ ଏମ୍‌ପି ତଥା ବିହାର ଦୁମରାନ ରାଜର ଶେଷ ମହାରାଜା କମଲ ବାହାଦୂର ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ତାଙ୍କ ପୁଅ ଚନ୍ଦ୍ରବିଜୟ ସିଂ କହିଛନ୍ତି,…

ରଣଜୀ ଟ୍ରଫି: ମୁମ୍ବାଇର କ୍ରମାଗତ ଦ୍ୱିତୀୟ ପରାଜୟ, କର୍ନାଟକ ୫ ଉଇକେଟରେ ବିଜୟୀ

ମୁମ୍ବାଇ,୫।୧(ପି.ଟି.)- ସ୍ଥାନୀୟ ବାନ୍ଦ୍ରା କୁଲା କମ୍ପ୍ଲେକ୍ସରେ ଖେଳାଯାଇଥିବା ରଣଜୀ ଟ୍ରଫି ଏଲିଟ୍‌ ଗ୍ରୁପ୍‌ ବି’ ମ୍ୟାଚ୍‌ରେ ଅଲରାଉଣ୍ଡ ପ୍ରଦର୍ଶନ କରି କର୍ନାଟକ ରବିବାର ତୃତୀୟ ଦିନରେ ୫ ଉଇକେଟରେ ମୁମ୍ବାଇକୁ ପରାସ୍ତ କରିଛି। ମାତ୍ର ଅଢ଼େଇ ଦିନରେ କର୍ନାଟକ ବିଜୟୀ ହୋଇ…

ପୁରୁଣା ମୋବାଇଲ ଫୋନରେ ବିରାଟ କୋହଲିଙ୍କ ଚିତ୍ର ପ୍ରସ୍ତୁତ କଲେ ଫ୍ୟାନ୍‌

ଗୁଆହାଟୀ,୫।୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ମାତ୍ର ୩୦ ବର୍ଷ ବୟସରେ ସେ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିସାରିଲେଣି। କୋହଲିଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ଦେଶ ବାହାରେ ମଧ୍ୟ ଅଛନ୍ତି।…

ଜେଲ୍‌ ଗଲେ ଆଇଏଏସ୍‌ ବିଜୟ କେତନ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟ ରବିବାର ଜେଲ ଯାଇଛନ୍ତି। ରିମାଣ୍ଡ ଅବଧି ସରିବା ପରେ ତାଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଗତ ୩୦ ତାରିଖରେ ଏକ…

ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ: ୩ ଯୁବକଙ୍କୁ ପଡ଼ିଲା ମହଙ୍ଗା

ଭୋଗରାଇ,୫।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଭିଡିଓ ଉତ୍ତୋଳନ ସମୟରେ ଗ୍ରାମବାସୀ ସେମାନଙ୍କୁ କାବୁ କରି ବାନ୍ଧି ରଖିଛନ୍ତି। ସୂଚନା ଅନୁଯାୟୀ, ୩ ଯୁବକ ଶନିବାର ବିଳମ୍ବିତ ରାତିରେ…

ବିବାହ ପରେ ବଦଳିଗଲେ ମୋନା ସିଂ

ଅଭିନେତ୍ରୀ ମୋନା ସିଂ ବିବାହ କରିବାର ମାତ୍ର ୮ ଦିନ ପୂରଣ ହୋଇଛି। ସେ ୨୭ ଡିସେମ୍ବରରେ ତାଙ୍କ ବୟଫ୍ରେଣ୍ଡ୍‌ ଶ୍ୟାମ୍‌ଙ୍କୁ ବିବାହ କରିଥିଲେ। ବିବାହ ପରେ ମୋନା ସୋସିଆଲ ମିଡିଆରେ ଲଗାତର ଫଟୋ ଶେୟାର କରି ଚାଲିଛନ୍ତି। ତାଙ୍କର କିଛି…

ଓ୍ବାଘା ବର୍ଡରରେ ସୋନାଲି

ମୁମ୍ବାଇ: ଏଥର ନୂଆବର୍ଷକୁ କିଏ କେତେ ଢଙ୍ଗରେ ପାଳନ କରିଛନ୍ତି। ବିଶେଷ ଭାବେ ବଲିଉଡ୍‌ ସେଲିବ୍ରିଟିମାନେ ଭିନ୍ନ ଭିନ୍ନ ସ୍ଥାନରେ ଯାଇ ନୂଆବର୍ଷ ପାଳନ କରିଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କିଛି ମାସ ହେବ କ୍ୟାନସରରୁ…

ସୀମା ଟପିଲେ ଅନୁରାଗ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ କିଛିଦନ ହେବ ସୋସିଆଲ ମିଡିଆରୁ ଦୂରେଇ ରହିଥିବା ବେଳେ ଏବେ ପୁଣିଥରେ ସୋସିଆଲ ମିଡିଆରେ ଯୋଡି ହୋଇଯାଇଛନ୍ତି। ସବୁବେଳେ ସେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବେଳେ ଏଥର ମଧ୍ୟ ସେମିତି…

ପ୍ରପୋଜ କରିବାର ୫ ଦିନ ପରେ ହେଲା ଝଗଡା, ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କଲେ ଯୁବକ

ଟେକ୍ସାସ, ୫।୧: ଆମେରିକାର ଟେକ୍ସାସ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରପୋଜ କରିବାର ୫ ଦିନ ପରେ ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କରିଛନ୍ତି। ୩୯ ବର୍ଷ ଅଭିଯୁକ୍ତ କେଣ୍ଡ୍ରିକ୍‌ ଅକିନ୍ସଙ୍କୁ ପୋଲିସ ଗିରଫ କରିଛି। ନୂଆବର୍ଷର ଗୋଟିଏ…

ଲିୟନଙ୍କୁ ୫ ଉଇକେଟ: ଅଷ୍ଟ୍ରେଲିଆ ନିୟନ୍ତ୍ରଣରେ ସିଡନୀ ଟେଷ୍ଟ

ସିଡନୀ,୫।୧(ଏଏଫ୍‌ପି)- ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସର ମାର୍ନସ ଲାବୁସେନଙ୍କ ଶତକ ସହାୟତାରେ ୧୫୦.୧ ଓଭରରେ ୪୫୪…

ପର୍ଯ୍ୟଟନ ଚିନ୍ତା

ଦିନେ ନୁହେଁ କିମାସେ ନୁହେଁ,ବର୍ଷବର୍ଷ ଧରି ଏମାନେ ଜାରିରଖିଛନ୍ତି ତାଙ୍କ ସାଧନା। କିଏ ପାହାଡ଼ କାଟି ତ କିଏ ମନ୍ଦିର ନିର୍ମାଣ କରି ପୁଣି ଆଉ କିଏ ଲୋକଙ୍କ ପାଇଁ କରିଛନ୍ତି ପର୍ଯ୍ୟଟନସ୍ଥଳୀ… ସମାଜରେ ବିଭିନ୍ନ ବ୍ୟକ୍ତିଙ୍କ ରୁଚି ଥାଏ ଭିନ୍ନଭିନ୍ନ…

‘ଓଡ଼ିଆ ମୋ ପରିବାରର’ ପ୍ରଥମ ବୈଠକ: ୩ ଦିଗ ଉପରେ କାର୍ଯ୍ୟ ଲାଗି ଖସଡା ପ୍ରସ୍ତୁତି

ଭୁବନେଶ୍ୱର,୫।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ‘ଓଡ଼ିଆ ମୋ ପରିବାରର’ ପ୍ରଥମ ଆନୁଷ୍ଠାନିକ ବୈଠକ ରବିବାର ନବୀନ ନିବାସରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆବାହକ ଅରୂପ ପଟ୍ଟନାୟକ କହିଛନ୍ତି ୩ ଦିଗ ଉପରେ କାର୍ଯ୍ୟ କରାଯିବାକୁ ଖସଡା ପ୍ରସ୍ତୁତ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri