ଏଠି ସବୁ ସମୟରେ ମାରିଥାଏ ବିଜୁଳି, କାରଣ ଖୋଜି ପାଉନାହାନ୍ତି ବୈଜ୍ଞାନିକ
ଆଜିର ସମୟରେ ବିଜ୍ଞାନର ବହୁ ଅଗ୍ରଗତି ହୋଇଛି ସତ କିନ୍ତୁ ବିଶ୍ୱରେ ଏମିତି କିଛି ରହସ୍ୟମୟ ଘଟଣା ରହିଛି, ଯାହାର କାରଣ ବୈଜ୍ଞାନିକମାନେ ମଧ୍ୟ ଖୋଜି ପାଉନାହାନ୍ତି। ସେହିପରି ଦକ୍ଷିଣ ଆମେରିକା ଭେନିଜୁଏଲାର ଏକ ଝରଣା ଉପରେ ସବୁ ସମୟରେ ବିଜୁଳି…
ଲାଇଫ୍ ଷ୍ଟାଇଲ ସେଲର୍ ପ୍ୟାଣ୍ଟ
ଶୀତଦିନେ ଆଙ୍କେଲ ଫିଟ୍ ଟ୍ରାଉଜର୍ସ କିମ୍ବା ସ୍କିନ୍ ଟାଇଟ୍ ଜିନ୍ସ ବଦଳରେ ଯୁବତୀମାନେ ସେଲର୍ ପ୍ୟାଣ୍ଟ ପିନ୍ଧିବାକୁ ଅଧିକ ପସନ୍ଦ କରୁଥିବା ଦେଖିବାକୁ ମିଳୁଛି। କାରଣ ଏହାକୁ ଉଭୟ ଫର୍ମାଲ୍ ତଥା କାଜୁଆଲ୍ ଆଉଟ୍ଫିଟ୍ ଭାବେ ଆରାମରେ କ୍ୟାରି କରିହୁଏ… ଶୀତଦିନ…
ନବ୍ୟ ଆନ୍ଦୋଳନର ସାରଥି
ଭାରତୀୟ ସାହିତ୍ୟରେ ଯେଉଁ କେତେଜଣ ସ୍ରଷ୍ଟା ନବ୍ୟ ଆନ୍ଦୋଳନର ସୂତ୍ରପାତ କରିଥିଲେ, ସେମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ। କନ୍ନଡ଼ ଭାଷାର ଷଷ୍ଠ ଲେଖକ ଭାବରେ ସେ ପାଇଥିଲେ ଭାରତର ସର୍ବୋଚ୍ଚ ତଥା ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର। ସେ ହେଉଛନ୍ତି ୟୁ.ଆର୍.…
ଆରମ୍ଭ ହେଲା ଭାଜପାର ‘ବୁଥ୍ କାର୍ଯ୍ୟକର୍ତ୍ତା ସମ୍ମିଳନୀ’
ନୂଆଦିଲ୍ଲୀ,୫।୧: ଆଗକୁ ଅଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦେଖି ସବୁଦଳ ପ୍ରସ୍ତୁତ ହେଉଥିବା ବେଳେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଦିଲ୍ଲୀରେ ଆୟୋଜିତ ‘ବୁଥ୍ କାର୍ଯ୍ୟକର୍ତ୍ତା ସମ୍ମିଳନୀ’ରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗ ଦେଇଛନ୍ତି। ସେ…
୨୫ ଫୁଟ ଚେକ୍ଡ୍ୟାମ୍ ତଳକୁ ଖସିଲା କମାଣ୍ଡର
ଟିଟିଲାଗଡ଼,୫।୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ନିକଟସ୍ଥ ୨୫ ଫୁଟର ଚେକ୍ଡ୍ୟାମ୍ ତଳକୁ ଏକ କମାଣ୍ଡର ଗାଡ଼ି ରବିବାର ଖସି ଯାଇଛି। ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଡ୍ରାଇଭରଙ୍କ ବ୍ୟତୀତ ଗାଡିରେ କେହି ନ ଥିବା…
ବ୍ୟାକ୍ ଇଞ୍ଜୁରି: ଏଟିପି କପ୍ ରବରରୁ ଓହରିଲେ କିର୍ଗିୟସ
ବ୍ରସ୍ବେନ,୫।୧(ଏଏଫପି): ଅଷ୍ଟ୍ରେଲୀୟ ଟେନିସ ତାରକା ନିକ୍ କିର୍ଗିୟସ୍ ରବିବାର ବ୍ୟାକ୍ ଇଞ୍ଜୁରି କାରଣରୁ ଏଟିପି କପ୍ ରବରରୁ ଓହରିଯାଇଛନ୍ତି। ଏଠାରେ ଖେଳାଯିବାକୁ ଥିବା କାନାଡ଼ାର ଫେଲିକ୍ସ ଅଗେର – ଅଲିଆଜିମଙ୍କ ବିପକ୍ଷ ମ୍ୟାଚ୍ରୁ ସେ ଓହରିଯାଇଛନ୍ତି। ତାଙ୍କ ବଦଳରେ ଅଷ୍ଟ୍ରେଲିଆର ୩…
ଇନ୍ଦ୍ରଜାଲ
ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ ଭୋଗିବାକୁ ମଧ୍ୟ ପଡିଥାଏ। ସେପରି ଏକ ରହସ୍ୟମୟ କାହାଣୀକୁ ଆଧାର କରି ନିର୍ମିତ ହେଉଛି…
ରଣଜୀ ଟ୍ରଫି: ମହାରାଷ୍ଟ୍ରର ଇନିଂସ ପରାଜୟ
ନୂଆଦିଲ୍ଲୀ, ୫।୧(ପି.ଟି.)- ମିଡିୟମ ପେସର ଦିଓ୍ବେଶ ପଠାନିଆ ଓ ସଚିଦାନନ୍ଦ ପାଣ୍ଡେ ଦମ୍ଦାର ବୋଲିଂ ପ୍ରଦର୍ଶନ କରି ମହାରାଷ୍ଟ୍ର ବିପକ୍ଷରେ ସର୍ଭିସେସକୁ ଇନିଂସ ବିଜୟୀ କରାଇଛନ୍ତି। ସ୍ଥାନୀୟ ପଲାମ ଏ ଷ୍ଟାଡିୟମରେ ଖେଳାଯାଇଥିବା ରଣଜୀ ଟ୍ରଫି ଗ୍ରୁପ୍ ସି’ ମ୍ୟାଚ୍ରେ ସର୍ଭିସେସ…
ପ୍ରଥମ ରୋଜଗାର ପ୍ରଥମ ଦରମାରେ ପୁସ୍ତକ କିଣିଥିଲି
କବି, ଗାଳ୍ପିକ ତଥା ସ୍ତମ୍ଭକାର ଶରତ କୁମାର ଦାସ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଅବିଭକ୍ତ କଟକ ବର୍ତ୍ତମାନର ଯାଜପୁର ଜିଲା ଅନ୍ତର୍ଗତ ବାଇଁଶିରିଆ ଗ୍ରାମପଞ୍ଚାୟତର ବାଲିଆପାଳ ଗାଁରେ ମୋ ଜନ୍ମ। ବାପାଙ୍କର ବଦଳି ଚାକିରି ଥିବାରୁ ପିଲାଦିନେ…
ମୁରଲୀ ମନୋହର ଯୋଶୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମୁରଲୀ ମନୋହର ଯୋଶୀଙ୍କ ୮୬ ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ଟୁଇଟ୍ କରି ମୋଦି…
ଭାଜପାକୁ ଗାଦିଚ୍ୟୁତ କରିବାକୁ ସବୁ ଦଳ ଏକାଠି ହୁଅନ୍ତୁ: ରଘୁବଂଶ ପ୍ରସାଦ
ପାଟନା,୫।୧: ବିହାରରେ ଚଳିତବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି। ଛାଡ଼ଖଣ୍ଡ ଭଳି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗାଦିଚ୍ୟୁତ କରିବାକୁ ଏବେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି)ତା’ର ପୂରୁଣା ସହଯୋଗୀଙ୍କ…
ଚା’ର ମଜା ବଢାଇବ ଏହି ଟି’ପଟ୍
ଶୀତଦିନ ସକାଳେ ଚା’ ପିଇବାର ମଜା ଅଲଗା। ଆଉ ଯଦି ଟି’ ଆସେସରିଜ୍ ଖାସ୍ ହୋଇଥାଏ ତେବେ ସୌଖୀନରେ ବସି ଚା’ ପିଇବାରେ ଯେଉଁ ନିଆରା ଅନୁଭୂତି ମିଳିବ ତାହା ହୋଇଯିବ ଅବର୍ଣ୍ଣନୀୟ। ଠିକ୍ ଯେମିତି ଏହି ସବୁ ଟି’ପଟ୍। ଏଗୁଡିକ…
Archives


