Home Left

ବାଣ୍ଟିଲେ ବଢ଼େ ଖୁସି

ଧନସମ୍ପତ୍ତି ଥାଇ ମଧ୍ୟ କିଛି ବ୍ୟକ୍ତି ଖୁସି ନ ଥାନ୍ତି। ତେବେ ପ୍ରକୃତ ଖୁସି ମିଳିଥାଏ ଅନ୍ୟ ସହ ଖୁସି ବାଣ୍ଟିବାରେ। ଏଭଳି ଅନେକ ରାସ୍ତା ଅଛି, ଯାହାକୁ ନିଜ ଜୀବନରେ ସାମିଲ କରି ଆପଣ ପ୍ରକୃତ ଖୁସି ପାଇପାରିବେ। ଯଦି…

ଟ୍ରେନ୍‌ରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଘଟଣା: ଅଭିଯୁକ୍ତ ଗିରଫ

ଜଟଣୀ, ୫।୧(ଡି.ଏନ.ଏ.): ବନ୍ଧୁକ ଦେଖାଇ ଅନ୍ୟ ଯାତ୍ରୀଙ୍କୁ ଭୟଭୀତ କରିବା ସହ ଟ୍ରେନ୍‌ ମଧ୍ୟରେ ଆତଙ୍କ ସୃଷ୍ଟି ଘଟଣାରେ ଖୋର୍ଦ୍ଧାରୋଡ ରେଲୱେ ପୋଲିସ ସୋମନାଥ ପାଢୀ(୩୮)ଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତଙ୍କ ଘର ସୁନ୍ଦରଗଡ ଜିଲା ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ…

ଭୁଲ୍‌ ରକ୍ତ ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା: ୩ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧(ବ୍ୟୁରୋ): କେନ୍ଦୁଝର ସଦର ହସ୍ପିଟାଲରେ ଭୁଲ୍‌ ରକ୍ତ ନେବାଦ୍ୱାରା ସୁକାନ୍ତି ନାୟକ ନାମ୍ନୀ ମହିଳାଙ୍କର ୨୦୧୬ରେ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁଣାଣି କରି ଶନିବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମୃତ ମହିଳାଙ୍କ ସ୍ବାମୀ ଚନ୍ଦା…

ବ୍ୟକ୍ତିଗତ ଟିପ୍ପଣୀ ଦେଇ ଷ୍ଟୋଇନିସ୍‌ ଦଣ୍ଡିତ

ସିଡନୀ,୫।୧(ଏଏଫ୍‌ପି): ଅଷ୍ଟ୍ରେଲିଆ ତାରକା ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍‌ ସାଥି ଖେଳାଳିଙ୍କୁ ବ୍ୟକ୍ତିଗତ ଟିପ୍ପଣୀ ଦେଇ ଜରିମାନାର ସମ୍ମୁଖୀନ ହୋଇଛନ୍ତି। ବିଗ୍‌ ବାସ୍‌ ଟି୨୦ ଲିଗ୍‌ରେ ଶନିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏକ ମ୍ୟାଚ୍‌ ଖେଳିବା ଅବସରରେ ସେ ଅନ୍ୟତମ ଅଷ୍ଟ୍ରେଲିଆ ଖେଳାଳି…

କଳାପାଟ-ବଡ଼ମାଳିସାହିରେ ପକ୍ଷୀ ଗଣନା ଶେଷ: ୨୨ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀ

ଗଣିଆ,୫।୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟ ଅନ୍ତର୍ଗତ ମହାନଦୀ ଓ ବିଭିନ୍ନ ଜଳାଶୟରେ ୩ ତାରିଖରେ ପକ୍ଷୀ ଗଣନା କାର୍ଯ୍ୟ ଶେଷ ହୋଇଛି। ଛାମୁଣ୍ଡିଆ ବନାଞ୍ଚଳରେ ୨ଟି ଟିମ୍‌ ଦ୍ୱାରା ଗଣନା କାର୍ଯ୍ୟ କରାଯାଇଥିଲା । ଏହି ଟିମ୍‌ ମହାନଦୀର ଦକ୍ଷିଣପାର୍ଶ୍ୱ ନୟାଗଡ଼…

ମୁଖ୍ୟ ଶାସନ ସଚିବଙ୍କ ପାରାଦୀପ ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଉଦ୍‌ଘାଟନ

ପାରାଦୀପ,୫ା୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ ପାରାଦୀପ ଗସ୍ତ କରିଥିଲେ। ଏହି ସମୟରେ ସେ ବନ୍ଦର ନିଷିଦ୍ଧାଞ୍ଚଳ ବୁଲିବା ସହ କେତେକ ନୂତନ ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ପ୍ରକଳ୍ପଗୁଡ଼ିକ…

ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ: ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେଲା ପ୍ରବେଶପତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ସର୍ବସାଧାରଣଙ୍କ ନିମନ୍ତେ ୫ ତାରିଖ ରବିବାରଠାରୁ ଖୋଲାଯିବ ରାଜଭବନ ଉଦ୍ୟାନ। ଲୋକଙ୍କୁ ସହଜ ଓ ସୁବିଧାରେ ପ୍ରବେଶପତ୍ର ମିଳିବା ଉଦ୍ଦେଶ୍ୟରେ ରାଜଭବନ ପକ୍ଷରୁ ମୋବାଇଲ୍‌ ଆପ୍‌ ଓ ଓ୍ବେବ୍‌ସାଇଟ୍‌ରେ ବ୍ୟବସ୍ଥା କରାଯାଇଛି। ସର୍ବସାଧାରଣ ରାଜଭବନର ସରକାରୀ ଓ୍ବେବ୍‌ସାଇଟ୍‌ rajbhavanodisha.gov.in କୁ…

ପୁରୀ-ବାରିପଦା ମଧ୍ୟରେ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୫।୧(ବ୍ୟୁରୋ): ନିୟମିତ ଟ୍ରେନ୍‌ରେ ମାତ୍ରାଧିକ ଭିଡ଼ ଯୋଗୁ ପୁରୀଠାରୁ ବାରିପଦାର ଭଞ୍ଜପୁରକୁ ଏକ ସ୍ପେଶାଲ ସାପ୍ତାହିକ ଟ୍ରେନ୍‌ ଚାଲିବ। ପ୍ରତୀକ୍ଷା ତାଲିକା (ଓ୍ବେଟିଂ ଲିଷ୍ଟ)ରେ ରହୁଥିବା ଟିକେଟଧାରୀଙ୍କୁ ଏହି ସ୍ପେଶାଲ ଟ୍ରେନରେ ନିଶ୍ଚିତ ଟିକେଟ ସୁବିଧା ମିଳିପାରିବ। ଏହି ପୁରୀ-ଭଞ୍ଜପୁର ସ୍ପେଶାଲ(୦୮୦୯୨)…

ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ: ଏନ୍‌ସିପିକୁ ମିଳିଲା ଅର୍ଥ ଓ ଗୃହ

ମୁମ୍ବାଇ,୫।୧ପି.ଟି.): ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ କରାଯାଇଛି। ଏହି ତାଲିକା ଶନିବାର ସନ୍ଧ୍ୟାରେ ରାଜ୍ୟପାଳ ଭଗତ୍‌ ସିଂ କୋଶିୟାରୀଙ୍କ ନିକଟକୁ ପଠାଯାଇଥିବା ଏନ୍‌ସିପି ନେତା ତଥା ମନ୍ତ୍ରୀ ଜୟନ୍ତ ପାଟିଲ ପ୍ରକାଶ କରିଛନ୍ତି। ରାଜ୍ୟପାଳଙ୍କ ଅନୁମୋଦନ ପରେ ବିଧିବଦ୍ଧଭାବେ ଘୋଷଣା କରାଯିବ।…

ଭୟାବହ ହେଉଛି ଜଙ୍ଗଲ ନିଆଁ

ମେଲବୋର୍ନ,୫।୧(ପି.ଟି.): ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟାବହ ଦୁର୍ବିପାକରେ ପରିଣତ ହୋଇଛି। ନ୍ୟୁ ସାଉଥ୍‌ଓ୍ବେଲ୍ସ, ଭିକ୍ଟୋରିଆ, ଦକ୍ଷିଣ ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟଙ୍କର ଭାବେ ମାଡ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ ସେଠାକୁ ୩୦୦୦ ସୈନ୍ୟଙ୍କ ସମେତ ବିମାନ ଓ ଜାହାଜ ପଠାଇଛନ୍ତି। ଜାନୁୟାରୀ…

ରେଳଷ୍ଟେଶନ ବିଲ୍ଡିଂ ଭୁଶୁଡ଼ି ୫ ଆହତ

କୋଲକାତା,୫।୧: ପଶ୍ଚିମବଙ୍ଗର ବଦ୍ଧର୍ର୍ମାନ ରେଳଷ୍ଟେଶନ ସମ୍ମୁଖ ଭାଗ ବିଲ୍ଡିଂ ଶନିବାର ରାତିରେ ଆଂଶିକ ଭୁଶୁଡ଼ି ପଡ଼ିବାରୁ ୫ ବ୍ୟକ୍ତି ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଅନେକେ ଭଗ୍ନସ୍ତୂପ ତଳେ ଚାପିହୋଇ ରହିଥିବା ବେଳେ…

ନାନ୍‌କାନା ସାହିବ୍‌ ଗୁରୁଦ୍ୱାର ଆକ୍ରମଣ ଘଟଣା: ପାକିସ୍ତାନ ବିରୋଧରେ ବିକ୍ଷୋଭ

ନୂଆଦିଲ୍ଲୀ/ଚଣ୍ଡିଗଡ଼,୫।୧(ପି.ଟି.):ପାକିସ୍ତାନର ନାନ୍‌କାନା ସାହିବସ୍ଥିତ ଗୁରୁଦ୍ୱାର ଉପରେ ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣ ଘଟଣାକୁ ବିରୋଧ କରି ଦିଲ୍ଲୀ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ସଦସ୍ୟମାନେ ପାକିସ୍ତାନ ବିରୋଧରେ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ପାକ୍‌ ଦୂତାବାସ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri