Home Left

ସୋଲେମାନୀଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଗଦାଦ,୫।୧(ଏଏଫ୍‌ପି): କୁଦ୍‌ସ ବାହିନୀର କମାଣ୍ଡର ମେଜର ଜେନେରାଲ କାସିମ ସୋଲେମାନୀଙ୍କ ଶେଷକୃତ୍ୟ ଶନିବାର ସମ୍ପନ୍ନ ହୋଇଛି। ଏଥିରେ ହଜାର ହଜାର ଇରାକୀ ଯୋଗଦେଇ ‘ଆମେରିକା ମୁର୍ଦ୍ଦାବାଦ’ ସ୍ଲୋଗାନ ଦେଇଥିଲେ। କଫିନ୍‌ ଶୋଭାଯାତ୍ରାରେ ଇରାକ ପ୍ରଧାନମନ୍ତ୍ରୀ ଆଦେଲ ଅବ୍‌ଦେଲ ମହଦିଙ୍କ ସମେତ ବହୁ…

ଜଗତ୍‌ସିଂହପୁର ନିୟନ୍ତ୍ରିତ ବଜାର କମିଟିର ୪୧ତମ ଅଧିବେଶନ: ୧୨ କୋଟି ଟଙ୍କାର ବଜେଟ ଘୋଷଣା

ଜଗତ୍‌ସିଂହପୁର ଅଫିସ, ୫ା୧: ଜଗତ୍‌ସିଂହପୁର ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି)ର ୪୧ତମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଆର୍‌ଏମ୍‌ସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୨୦୧୯-୨୦ ବର୍ଷ (ନଭେମ୍ବରରୁ ଅକ୍ଟୋବର) ପାଇଁ ପାଖାପାଖି ୧୨ କୋଟି ଟଙ୍କାର ବଜେଟ୍‌ (ଆୟ ଅଟକଳ) ପ୍ରସ୍ତୁତ…

ନୋବେଲ ବିଜେତା ଅର୍ଥନୀତିଜ୍ଞ ଏରିକ ମାକ୍ସିନଙ୍କ ଆହ୍ବାନ; ସବୁ ଦେଶ ମିଶି ଆର୍ଥତ୍କ ସଙ୍କଟର ସାମ୍ନା କରନ୍ତୁ

ନୂଆଦିଲ୍ଲୀ,୫-୧: ବିଶ୍ୱସ୍ତରରେ ଏବେ ଜଳବାୟୁ ପରିବର୍ତ୍ତନ ଏବଂ ଆର୍ଥତ୍କ ସଙ୍କଟ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ସମସ୍ୟାକରୁ ବାହାରକୁ ଆସିବା ପାଇଁ ସବୁ ଦେଶ ମିଳିତ ହୋଇ ଲଢିବାର ଆବଶ୍ୟକତା ରହିଛି। ନୋବେଲ ବିଜେତା ଅର୍ଥନୀତିଜ୍ଞ ଏରିକ ମାକ୍ସିନ…

ପୌରପାଳିକା ସ୍କ୍ବାଡ୍‌ର ଚଢ଼ାଉ: ଏକ କୁଇଣ୍ଟାଲ ପଲିଥିନ, ପ୍ଲାଷ୍ଟିକ ଜବତ

ଅନୁଗୋଳ ଅଫିସ, ୫।୧ – ଅନୁଗୋଳ ପୌର ପରିଷଦ ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ଲକ୍ଷ୍ମୀ ବଜାରରୁ ଏକ କୁଇଣ୍ଟାଲ ପଲିଥିନ ଓ ପ୍ଲାଷ୍ଟିକ ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୫୦ ହଜାର ଟଙ୍କା ହେବ ବୋଲି ନିର୍ବାହୀ ଅଧିକାରୀ…

ହୃଦ୍‌ରୋଗୀଙ୍କ ପାଇଁ ଉପକାରୀ ଚେରି

ଚେରି ସ୍ବାସ୍ଥ୍ୟ ପକ୍ଷେ ଖୁବ୍‌ ଭଲ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ… – ଏଥିରେ କାର୍ବୋହାଇଡ୍ରେଟ୍‌, ଭିଟାମିନ ‘ଏ’, ଭିଟାମିନ ‘ବି’ ଏବଂ ଭିଟାମିନ ‘ସି’, ବିଟାକିରୋଟିନ, କ୍ୟାଲ୍‌ସିୟମ ଏବଂ ପୋଟାସିୟମ ପ୍ରଚୁର ପରିମାଣର…

ଶୀଘ୍ର ହୋଇପାରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

ଓ୍ବାଶିଂଟନ,୫-୧: ଭାରତ ଏବଂ ଆମେରିକା ଶୀଘ୍ର ବାଣିଜି୍ୟକ ଚୁକ୍ତି ସ୍ବାକ୍ଷର କରିପାରନ୍ତି। ଦୁଇ ଦେଶ ଏହି ଚୁକ୍ତିରେ ସାମିଲ ହେବା ନେଇ ନିକଟତର ହୋଇଛନ୍ତି। ଚୁକ୍ତି ସ୍ବାକ୍ଷରିତ ହେଲେ ଦୁଇ ମଧ୍ୟରେ ବ୍ୟବସାୟ ସୁଗମ ହେବା ନେଇ ଆଶା କରାଯାଉଛି। ଭାରତ…

ୟୁଏସ୍‌-ଇରାନ ତିକ୍ତତା;ଭାରତ ଅର୍ଥବ୍ୟବସ୍ଥା ଲାଗି ଦ୍ୱୈତ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୫-୧: ଶୁକ୍ରବାର ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌)ର ଏୟାରଷ୍ଟ୍ରାଇକ ଯୋଗୁ ଇରାନ ଶୀର୍ଷ ସେନାଧିକାରୀ ଜେନେରାଲ କାସିମ ସୋଲେମାନୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏଥିଯୋଗୁ ଦୁଇଦେଶ ମଧ୍ୟରେ ତିକ୍ତତା ବଢିଯାଇଛି। ଏହାର ପ୍ରଭାବ ଅନ୍ତର୍ଜାତୀୟ ତୈଳ ବଜାର ଉପରେ ଗଭୀର ଭାବେ ପରିଲକ୍ଷିତ ହୋଇଛି।…

ଘରୁ ତରକାରି ଆଣି ପିଲା ଖାଇଲେ ମଧ୍ୟାହ୍ନଭୋଜନ

ପଦ୍ମପୁର,୫ା୧(ଡି.ଏନ୍‌.ଏ.)- ପିଲାଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। ହେଲେ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନି। ମଧ୍ୟାହ୍ନଭୋଜନରେ ପିଲାଙ୍କୁ ତରକାରି ବଦଳରେ ଦିଆଯାଇଛି ସିଝା ଅଣ୍ଡା। ଏମିତି କି କେତେ ଜଣ ପିଲା ଘରୁ ତରକାରି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ

ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟାୟ ନ ମିଳିଲେ ପୀଡ଼ିତା ଜଣକ…

ବେଆଇନ କ୍ଲିନିକ ଉପରେ ପ୍ରଶାସନର ଚଢାଉ:  ବାହାରେ ତାଲା, ଭିତରେ ରୋଗୀ ଚିକିତ୍ସା

ଦିଗପହଣ୍ଡି,୫ା୧(ଡି.ଏନ.ଏ.)-ଦିଗପହଣ୍ଡି ବସ୍‌ଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ସାଗର ପାଥୋଲୋଜି ଏବଂ କଲ୍ୟାଣୀ ମେଡ଼ିସିନ ଷ୍ଟୋର ଓ କ୍ଲିନିକ୍‌ରେ ଶନିବାର ପୁଣିଥରେ ପ୍ରଶାସନିକ ଚଢାଉ କରାଯାଇଥିଲା। ପ୍ରଥମେ ସାଗର କ୍ଲିନିକରେ ଚଢାଉ କରାଯାଇଥିଲା। କ୍ଲିନିକ ମୁଖ୍ୟ ଦରଜାରେ ତାଲା ପଡ଼ିଥିଲେ ମଧ୍ୟ…

ଗୁଗଲ୍‌ରେ ସର୍ଚ୍ଚ କରି ଲଜ୍‌ ବୁକିଂ ମହଙ୍ଗା ପଡ଼ିଲା: ଠକାମିର ଶିକାର ହେଲେ ପର୍ଯ୍ୟଟକ, ଲଜ୍‌ ମାଲିକ ଗିରଫ

ଗୋପାଳପୁର,୫ା୧ -ପଶ୍ଚିମବଙ୍ଗ ଚବିଶପ୍ରଗଣା ଅଞ୍ଚଳର କେତେଜଣ ପର୍ଯ୍ୟଟକ ଗୋପାଳପୁର ବେଳାଭୂମି ବୁଲିବା ପାଇଁ ଯୋଜନା କରିଥିଲେ। ଏନେଇ ଗୁଗଲ୍‌ରେ ସର୍ଚ୍ଚ କରି ଗୋପାଳପୁର ବେଳାଭୂମିରେ ଥିବା ଏକ ରିସର୍ଟ ମ୍ୟାନେଜରଙ୍କ ମୋବାଇଲ ନମ୍ବର ପାଇଥିଲେ। ତାଙ୍କୁ ଫୋନ କରି ୧୭ଟି ରୁମ୍‌…

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା: ଆମରଣ ଅନଶନ ପରେ ମିଳିଲା ନିଯୁକ୍ତି ପ୍ରତିଶ୍ରୁତି

ବ୍ରହ୍ମପୁର ଅଫିସ,୫ା୧-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ନେଇ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ପକ୍ଷରୁ ଦିଆଯାଇଥିବା ଧାରଣା ଶନିବାର ପ୍ରତ୍ୟାହୃତ ହୋଇଛି । ଗତ ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri