ଦୁର୍ବୃତ୍ତ ଝାମ୍ପିନେଲେ ୪ ଲକ୍ଷ
ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍ସ୍ଥିତ ବାଲଗୋପାଳପୁର ଷ୍ଟେଟ୍ବ୍ୟାଙ୍କରୁ ୪ଲକ୍ଷ…
ଅଭ୍ୟାସ ବେଳେ କୋହଲିଙ୍କ ଆଙ୍ଗୁଠିରେ ବାଜିଲା ବଲ୍
ଗୁଆହାଟୀ,୪ା୧ (ପି.ଟି.): ଏଠାରେ ରବିବାର ଖେଳାଯିବାକୁଥିବା ଶ୍ରୀଲଙ୍କା ବିପକ୍ଷ ଟି୨୦ ପାଇଁ ଶନିବାର ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ଅଭ୍ୟାସ କରିଛନ୍ତି। ଏହି ସମୟରେ ଅଧିନାୟକ ବିରାଟ କୋହଲିଙ୍କ ବାମହାତ କାଣି ଆଙ୍ଗୁଠିରେ ଆଘାତ ଲାଗିଛି। ପ୍ରାକ୍ଟିସ ସେସନର ପ୍ରଥମାର୍ଦ୍ଧରେ ଏହି…
ତୃତୀୟ ଟେଷ୍ଟ: ଲାବୁସେନଙ୍କ ଦ୍ୱିଶତକ ପରେ ନ୍ୟୁଜିଲାଣ୍ଡର ଭଲ ଆରମ୍ଭ
ସିଡନୀ,୪।୧(ଏଏଫ୍ପି): ସ୍ଥାନୀୟ ସିଡନୀ କ୍ରକେଟ ଗ୍ରାଉଣ୍ଡରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଟପ୍ ଅର୍ଡର ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନଙ୍କ ଦ୍ୱିଶତକ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ବିଶାଳ ସ୍କୋର ହାସଲ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା…
ସ୍ବାସ୍ଥ୍ୟପକ୍ଷେ ବହୁ ଉପକାରୀ କଞ୍ଚାକଦଳୀ
କଞ୍ଚାକଦଳୀର ବହୁ ଉପକାରୀ ଗୁଣ ରହିଛି। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ରହିଛି। ଯାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହାବ୍ୟତୀତ ଏଥିରେ ଭିଟାମିନ ବି-୬, ଭିଟାମିନ୍ ସି ଭରପୂର ମାତ୍ରାରେ ରହିଛି। ତେବେ ପ୍ରତିଦିନ ରୋଷେଇରେ କଞ୍ଚାକଦଳୀ ବ୍ୟବହାର…
ଇର୍ଫାନ ପଠାନଙ୍କ ଅବସର
ନୂଆଦିଲ୍ଲୀ,୪।୧- ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ବାମହାତୀ ପେସର ଭାରତ ପାଇଁ ୧୯ ଟେଷ୍ଟ, ୧୨୦ ଦିନିକିଆ ଓ ୨୪ ଟି୨୦ ଖେଳି ୩୦୧ ଉଇକେଟ ନେଇଥିଲେ। ୧୯ ବର୍ଷ ବୟସରେ…
ଭାରତ ଛାଡିବେ ରୋହିଙ୍ଗ୍ୟା ଶରଣାର୍ଥୀ
ଜମ୍ମୁ,୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଲାଗୁ ହେବା ପରେ ରୋହିଙ୍ଗ୍ୟା ଶରଣାର୍ଥୀ ଭାରତ ଛାଡିବେ ବୋଲି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଜମ୍ମୁରେ ଅନୁଷ୍ଠିତ ଏକ କର୍ମଶାଳାରେ ଯୋଗ ଦେଇ ସେ ଏହି ସୂଚନା ଦେଇଛନ୍ତି। ସିଏଏ ଦ୍ୱାରା ରୋହିଙ୍ଗ୍ୟାମାନେ ଭାରତର…
ଖରିଫ ଶସ୍ୟବୀମା ପ୍ରଦାନ ଦାବି: ଚାଷୀଙ୍କ ଆଇନ ଅମାନ୍ୟ ଆନ୍ଦୋଳନ
ସମ୍ବଲପୁର, ଜମନକିରା,୪।୧(ବ୍ୟୁରୋ/ ଡି.ଏନ୍.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮-୧୯ ଖରିଫ ଧାନଚାଷ ବୀମାରାଶି ପ୍ରଦାନ କରାଯାଇ ନଥିଲା। ଏ ନେଇ ପୂର୍ବ ନିଷ୍ପତ୍ତିକ୍ରମେ ଶନିବାର କୁଚିଣ୍ଡା ବ୍ଲକ୍ ସମେତ ବାମରା ଓ ଜମନକିରା ବ୍ଲକ୍ ସଦର ମହକୁମା ଗୁଡ଼ିକରେ…
ନୂଆବର୍ଷରେ ପଠାଯାଇଛି ଶହେ ଅରବ ହ୍ବାଟସ୍ ଆପ୍ ମେସେଜ୍: ୨୦ ଅରବ ଭାରତୀୟଙ୍କର
ଓ୍ବାଶିଂଟନ,୪।୧: ନୂଆବର୍ଷ ଅବସରରେ ଭିନ୍ନ ଭିନ୍ନ ଢଙ୍ଗରେ ଲୋକେ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି। ଏବେ କମ୍ପାନୀ ଦାବି କରିଛି ଯେ, ଚଳିତ ବର୍ଷ ହ୍ବାଟସ୍ ଆପ୍ ମାଧ୍ୟମରେ ପ୍ରାୟ ଶହେ ଅରବ ମେସେଜ୍ ଆଦାନ ପ୍ରଦାନ କରାଯାଇଛି, ଯାହା ଏକ ରେକର୍ଡ।…
ଶେଷ ପର୍ଯ୍ୟାୟରେ ଭିତରକନିକା ଜାତୀୟ ଉଦ୍ୟାନରେ ବଉଳା କୁମ୍ଭୀର ଗଣନା: କାଲିଠୁ ଖୋଲିବ ଭିତରକନିକା
ରାଜନଗର,୪।୧(ଡି.ଏନ୍.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଡିସେମ୍ବର ୨୯ ତାରିଖଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହୋଇଥିଲା। ଏ ନେଇ ପର୍ଯ୍ୟଟକଙ୍କ ଲାଗି ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା। ମାତ୍ର ଅଳ୍ପ ସମୟ ପରେ ବଉଳା…
ପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣା
କେନ୍ଦୁଝର,୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଞ୍ଚଳରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଶୁକ୍ରବାର ଗଣବଳାତ୍କାର ପାଇଁ ହାଟରୁ ନିଆଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣା ଘଟିବା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ଉକ୍ତ ନାବାଳିକାଙ୍କୁ ଦୁଇଥର ବଳାତ୍କାର କରାଯାଇଥିବା…
ଗ୍ରୀକ ରେଫରିଙ୍କ ଘର ଉପରେ ଦ୍ୱିତୀୟ ଆକ୍ରମଣ
ଏଥେନ୍ସ,୪ା୧(ଏଏଫ୍ପି)- ଗ୍ରୀକ ରେଫରିଙ୍କ ଘରେ ଶୁକ୍ରବାର ପୁଣି ଥରେ ଆକ୍ରମଣ ହୋଇଛି। ଦୁଇ ସପ୍ତାହ ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ଏଣୁ ଫୁଟବଲ ମ୍ୟାଚ୍ ଅଫିସିଆଲଙ୍କ ବିକ୍ଷୋଭର ସମ୍ଭାବନା ସୃଷ୍ଟି ପାଇଛି। ଆକ୍ରମଣରେ ଘରର ପ୍ରବେଶ ଦ୍ୱାର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।…
ଦିନକ ପରେ ଖୋଲିବ ଜାମିଆ ମିଲିଆ ଇସଲାମିଆ
ନୂଆଦିଲ୍ଲୀ,୪।୧: ଆସନ୍ତା ସେମାବାର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ସୂଚନା ମିଳିଛି। ଗତ ଡିସେମ୍ବର ୧୬ରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିବା ବେଳେ ସେବେଠାରୁ ବିଶ୍ୱବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ଏହାପରେ ସମସ୍ତ…
Archives


