Home Left

ନିର୍ବାଚନ କମିଶନଙ୍କୁ ମମତାଙ୍କ ଚେତାବନୀ: ଦିଲ୍ଲୀରେ ହେବ SIR ଲଢେଇ

ନୂଆଦିଲ୍ଲୀ,୨।୨: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ କଡା ଚେତାବନୀ ଦେଇଛନ୍ତି ମମତା ବାନାର୍ଜୀ। ସେ ଅଭିଯୋଗ କରିଛନ୍ତି ଯେ, ସ୍ପେଶାଲ ଇନଟେନସିଭ ରିଭିଜନ୍ (SIR) ନାମରେ ପ୍ରକୃତ ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଉଛି। ଏହି ପ୍ରସଙ୍ଗରେ ସୋମବାର…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ ଫେବୃଆରୀ ୧୫ରେ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। ସେମାନେ ମ୍ୟାଚ…

ଭାରତର ବଜେଟ୍‌ ଯୋଗୁ କେଉଁ ଦେଶକୁ ବଡ଼ କ୍ଷତି, କାହାକୁ ମିଳିଲା ଫାଇଦା, ଜାଣନ୍ତୁ …

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ କେନ୍ଦ୍ର ବଜେଟ ୨୦୨୬-୨୭ ଉପସ୍ଥାପନ କରିଥିଲେ। ଘରୋଇ ପ୍ରାଥମିକତା ଉପରେ ଧ୍ୟାନ କେନ୍ଦ୍ରିତ ରହିଥିଲେ ମଧ୍ୟ, ବଜେଟ ଭାରତର ସୀମା ବାହାରେ ମଧ୍ୟ ଦୃଢ଼ ସଙ୍କେତ ଦେଇଛି। ବୈଦେଶିକ ସହାୟତା ଆବଣ୍ଟନରେ ପରିବର୍ତ୍ତନ…

ଲଦାଖକୁ ନେପାଳ, ବାଂଲାଦେଶ କରିବାକୁ ଚାହୁଁଥିଲେ ୱାଙ୍ଗଚୁକ!

ନୂଆଦିଲ୍ଲୀ,୨।୨: ଲଦାଖର ବିଶିଷ୍ଟ ସାମାଜିକ କର୍ମୀ ତଥା ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଅଟକ ରଖିବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସ୍ପଷ୍ଟୀକରଣ ରଖିଛନ୍ତି। ସୋମବାର ଏହି ମାମଲାର ଶୁଣାଣି ବେଳେ କେନ୍ଦ୍ର ସରକାର କହିଛନ୍ତି ଯେ, ୱାଙ୍ଗଚୁକଙ୍କ ଭାଷଣ ଜନସାଧାରଣଙ୍କୁ…

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ଜିଲାପାଳଙ୍କ କାର୍ଯଯାଳୟର ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ବୈଠକରେ…

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସଙ୍କ କୋର୍ଟରେ ହାଜର ହୋଇଛନ୍ତି। ପୂର୍ବରୁ ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟରେ…

ଭାରତ ବିପକ୍ଷରେ ଖେଳିବନି ପାକିସ୍ତାନ, ପ୍ରତି ୧୦ ସେକେଣ୍ଡରେ ହେବ ଏତେ କ୍ଷତି , ଜାଣିଲେ…

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଏହାର ସରକାର ଟି-୨୦ ବିଶ୍ୱକପରେ ସେମାନଙ୍କର କ୍ରିକେଟ ଦଳ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି, କିନ୍ତୁ ଫେବୃଆରୀ ୧୫ ତାରିଖରେ ଭାରତ ବିପକ୍ଷରେ ହେବାକୁ ଥିବା ମ୍ୟାଚରେ ଅଂଶଗ୍ରହଣ କରିବେ ନାହିଁ। ସାରା ବିଶ୍ୱ ଏବେ…

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର ଶାହିଦ ଆଫ୍ରିଦି ମଧ୍ୟ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆଫ୍ରିଦି ଅନ୍ତର୍ଜାତୀୟ କ୍ରିକେଟ…

ଲକ୍ଷେ ଯାଏ ଖସିଯିବ ସୁନା! ଏକ୍ସପର୍ଟ କଲେ ବଡ଼ ଖୁଲାସା…

ନୂଆଦିଲ୍ଲୀ,୨।୨: ବିଶ୍ୱ ଅସ୍ଥିରତା ଯୋଗୁଁ ଗତ ବର୍ଷ ଧରି ସୁନା ଏବଂ ରୂପା ମୂଲ୍ୟରେ ଲଗାତାର ରେକର୍ଡ ଉଚ୍ଚତା ସତ୍ତ୍ୱେ ଗତ ତିନିରୁ ଚାରି ଦିନ ମଧ୍ୟରେ ଏକ ତୀବ୍ର ହ୍ରାସ ଘଟିଛି। ଫଳସ୍ୱରୂପ, ନିବେଶକମାନେ ବୁଝାପଡୁଛନ୍ତି ଯେ ଏହି ହ୍ରାସ…

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ ତାରିଖକୁ ନେଇ ସସପେନ୍ସ ଜାରି ରହିଛି । ସେମାନେ ଦୁହେଁ ସେମାନଙ୍କ ଜୀବନର…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ ଏହି ବିଶ୍ୱକପରେ କେଉଁ ଦଳ ସମ୍ଭାବ୍ୟ ବିଜେତା ତାହା ପ୍ରକାଶ କରିଛନ୍ତି। ICC…

ବଜେଟ ଘୋଷଣା ପରେ ଶସ୍ତା ହେବ କି ମୋବାଇଲ? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୨: ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକ ସଭାରେ ବଜେଟ 2026 ଉପସ୍ଥାପନ କରୁଥିଲେ, ଦେଶର ଲକ୍ଷ ଲକ୍ଷ ଲୋକଙ୍କ ମନରେ ଗୋଟିଏ ପ୍ରଶ୍ନ ଥିଲା: କ’ଣ ନୂଆ ସ୍ମାର୍ଟଫୋନ ଏବେ ଶସ୍ତା ହେବ? ସରଳ ଉତ୍ତର ହେଉଛି: ଏପର୍ଯ୍ୟନ୍ତ ନୁହେଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?