ପେନ୍ସନ୍ ଉଠାଇ ଫେରିବା ସମୟରେ ମହିଳାଙ୍କଠାରୁ ଲୁଟ୍
ନିଶ୍ଚିନ୍ତକୋଇଲି,୪।୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନରେ ଦିନକୁ ଦିନ ଲୁଟେରାମାନଙ୍କର ଦୌରାତ୍ମ୍ୟ ଦେଖିବାକୁ ମିଳୁଛି। ଏକ ନିର୍ଦ୍ଦିଷ୍ଟ କଳା ପଲ୍ସରରେ ଲୁଟେରାମାନେ ବ୍ୟାଙ୍କରୁ ଟଙ୍କା ଉଠାଉଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ଏପରି ଏକ ଘଟଣା ଶନିବାର ପୂର୍ବାହ୍ନରେ ନିଶ୍ଚିନ୍ତକୋଇଲି ଥାନା…
ନ୍ୟୁଜିଲାଣ୍ଡ ଗସ୍ତ ନେଇ ଚିନ୍ତାରେ ବିସିସିଆଇ
ମୁମ୍ବାଇ,୪ା୧- ଚଳିତବର୍ଷ ଜାନୁୟାରୀରେ ଶ୍ରୀଲଙ୍କା ଓ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ଆୟୋଜନ କରିବା ପରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ଗସ୍ତରେ ଯାଇ ଲମ୍ବା ସିରିଜ୍ ଖେଳିବ। ସେଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ଟି୨୦ ମ୍ୟାଚ୍ ବିଶିଷ୍ଟ ସିରିଜ୍, ୩…
ସାମ୍ନାକୁ ଆସିଲା ଶ୍ରୀଦେବୀଙ୍କ ମୃତ୍ୟୁର ଅସଲ କାରଣ
ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀ ବାଥ୍ଟବ୍ରେ ବୁଡ଼ି ପ୍ରାଣ ହରାଇଥିବା ଘଟଣାକୁ ତାଙ୍କ ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନ ଥିଲେ। ଏନେଇ ସେତେବେଳେ ନାନା ପ୍ରଶ୍ନ ଉଙ୍କି ମାରିଥିଲା। କିନ୍ତୁ ଏବେ ଏହି ଘଟଣାର ପ୍ରକୃତ କାରଣ ସାମ୍ନାକୁ ଆସିଛି।…
ଫୋନ୍ରେ ସ୍ତ୍ରୀ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ବାମୀ
ସଜନାଗଡ଼,୪।୧(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୯ନଂ. ୱାର୍ଡର କାହାଳିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଫୋନ୍ରେ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇ ସ୍ବାମୀ ଗୁରୁତର ହୋଇଛନ୍ତି। ସେ ହେଲେ…
‘ସଞ୍ଜିବନୀ – ୨’ ଛାଡ଼ିଲେ ଆରତି, ଆସିବେ ନୂଆ ଅଭିନେତ୍ରୀ
ଟିଭି ସିରୟଲ’ ‘ସଞ୍ଜିବନୀ-୨’ ରେ ମୁଖ୍ୟ ଭୂମିକାରେ ଥିଲେ ଅଭିନେତ୍ରୀ ଆରତି ବହଲ। ଏଥିରେ ଅଭିନୟ କରିବା ୩ ମାସ ବି ପୂରଣ ହୋଇନି। ମାତ୍ର ଏବେ ଏହି ଧାରାବାହିକକୁ ସେ ଗୁଡ୍ବାୟ କହିଦେଇଛନ୍ତି। ତାଙ୍କୁ ଏକ ସାକ୍ଷାତକାରରେ ଯେତେବେଳେ ପଚରାଗଲା…
ହିନ୍ଦୁ-ମୁସ୍ଲିମ ବିଭାଜନକାରୀଙ୍କୁ ଭୋଟ ଦିଅନାହିଁ: କେଜରିଓ୍ବାଲ
ନୂଆଦିଲ୍ଲୀ,୪।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ଯେଉଁମାନେ ହିନ୍ଦୁ-ମୁସଲମାନ ମଧ୍ୟରେ ବିଭାଜନ ସୃଷ୍ଟି କରୁଛନ୍ତି ସେମାନଙ୍କୁ ଭୋଟ ଦିଅନାହିଁ।…
ବୀର ସଭରକରଙ୍କ ନାତି ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ,୪।୧: ବିନାୟକ ଦାମୋଦର ସଭରକରଙ୍କ ନାତି ରଞ୍ଜିତ ସଭରକରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗଡ଼ିଯାଇଛି। ଉଚ୍ଚ ରକ୍ତଚାପ ବଢ଼ିଯିବାରୁ ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇସ୍ଥିତ ରହେଜା ଫୋର୍ଟିସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।…
ଉଦ୍ଧବ ଠାକରେଙ୍କୁ ଝଟ୍କା: ଶିବସେନା ଛାଡିଲେ ଅବଦୁଲ
ମୁମ୍ବାଇ,୪।୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ଗଢାଯାଇଥିବା ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳରେ କିଛି ଠିକ୍ ଚାଲୁ ନ ଥିବା ଆଲୋଚନା ହେଉଛି। କାରଣ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ମନ୍ତ୍ରୀ ପଦ ନ ମିଳିଥିବା ବିଧାୟକମାନେ ଅସନ୍ତୋଷ ପ୍ରକାଶ କରିବା ସହ ସେମାନଙ୍କ ମଧ୍ୟରୁ…
ଶ୍ରୀନଗରରୁ କୁଖ୍ୟାତ ଆତଙ୍କବାଦୀ ଗିରଫ
ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସର ମିଳିତ ଅଭିଯାନରେ ଜଣେ କୁଖ୍ୟାତ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଏଥିସହ ତାଙ୍କଠାରୁ ମାରଣାସ୍ତ୍ର ଜବତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶ୍ରୀନଗରରେ କୁଖ୍ୟାତ…
ବିହାରରେ ଲାଗି ରହିଛି ପୋଷ୍ଟର ଓ୍ବାର
ପାଟନା,୪।୧: ବିହାରରେ ଚଳିତ ବର୍ଷ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଏବେଠାରୁ ବିଭିନ୍ନ ଦଳ ଲାଗି ପଡିଲେଣି। ଏହାକୁ ନେଇ ଏବେ ବିହାରର ମୁଖ୍ୟ ରାଜନୈତିକ…
ଦିଲ୍ଲୀରେ ଲାଗିଲା ପ୍ରଥମ ସ୍ମଗ୍ ଟାଓ୍ବାର
ନୂଆଦିଲ୍ଲୀ: ସମଗ୍ର ଦେଶରେ ବାୟୁ ପ୍ରଦୂଷଣ ସାରା ଦେଶରେ ବଡ଼ ସମସ୍ୟା ହୋଇଥିବାବେଳେ ଦିଲ୍ଲୀର ସ୍ଥିତି ସବୁଠାରୁ ସଙ୍ଗିନ୍। ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁହାର ହ୍ରାସ କରିବାପାଇଁ ରାଜଧାନୀ ଦିଲ୍ଲୀରେ ସ୍ଥାପନ ହୋଇଛି ପ୍ରଥମ ସ୍ମଗ୍ ଟାଓ୍ବାର୍। କ୍ରିକେଟ୍ ଖେଳାଳି…
ପ୍ରତ୍ୟେକ ଛକା ପିଛା ୧୨ ହଜାର ଟଙ୍କା ଦାନ କରିବେ ଖେଳାଳି
ମେଲ୍ବୋର୍ନ,୪।୧- ଜଙ୍ଗଲରେ ଲାଗିଥିବା ନିଆଁ ଅଷ୍ଟ୍ରେଲିଆରେ ଆତଙ୍କ ଖେଳାଇ ଦେଇଛି। ହଜାର ହଜାର ହେକ୍ଟର ଜଙ୍ଗଲ ନିଆଁ ଯୋଗୁ ବହୁ ଜୀବନ ଓ ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଛି। ଏଭଳି ପରିସ୍ଥିତିରେ ସହାୟତା ପାଇଁ ଆଗେଇ ଆସିଛନ୍ତି ଅଷ୍ଟ୍ରେଲିଆନ୍ ଓପନର କ୍ରିସ ଲିନ…
Archives


