Home Left

ସ୍ବଚ୍ଛ ସର୍ବେକ୍ଷଣରେ ବିଏମ୍‌ସିର କ୍ରମାଗତ ଖରାପ ପ୍ରଦର୍ଶନ: ରାଜ୍ୟର ୫ ସହର ତଳେ ଭୁବନେଶ୍ୱର

ଭୁବନେଶ୍ୱର, ୪ା୧(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିବା ପରେ ଆଗକୁ ଭଲ ପ୍ରଦର୍ଶନ ନିମନ୍ତେ ଅଣ୍ଟା ଭିଡ଼ିଲାଣି। ଇତିମଧ୍ୟରେ ଏହି ସର୍ବେକ୍ଷଣର ଦୁଇଟି କ୍ବାର୍ଟର ସରି ଫଳାଫଳ ପ୍ରକାଶ ପାଇଛି।…

ପୋଲିସ କମିଶନରଙ୍କ ବକ୍ତବ୍ୟକୁ ନେଇ ଚର୍ଚ୍ଚା: ପ୍ରଶ୍ନ ଉଠାଇଲେ ବିଜେଡି ମୁଖପାତ୍ର

ଭୁବନେଶ୍ୱର, ୪ା୧(ବ୍ୟୁରୋ): କମିଶନରେଟ ପୋଲିସର ୧୨ତମ ପ୍ରତିଷ୍ଠା ଦିବସରେ ଗୁରୁବାର ମହିଳା ଓ ଯୁବତୀଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୨୪୬ ଜଣ ମହିଳା ଏସ୍‌ପିଓଙ୍କୁ ନିଯୁକ୍ତି ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଅବସରରେ ଟୁଇନ ସିଟି ପୋଲିସ କମିଶନର ସୁଧାଂଶୁ…

ଉତ୍ତର ଭାରତରେ ଘନ କୁହୁଡ଼ି: ଅଧିକାଂଶ ଟ୍ରେନ୍‌ ବାତିଲ୍‌ ଓ ବିଳମ୍ବ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ପୂର୍ବତଟ ରେଳପଥ ସହ ଜଡ଼ିତ ଟ୍ରେନଗୁଡ଼ିକ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହୋଇଛି। ଅଧିକାଂଶ ଟ୍ରେନ ବିଳମ୍ବରେ ଚାଲୁଥିବାବେଳେ ଓ ସୁରକ୍ଷାକୁ ଗୁରୁତ୍ୱ ଦେଇ କେତେକ ଟ୍ରେନ୍‌କୁ…

ଜିଲା ଯୋଜନା କମିଟି ବାର୍ଷିକ ବଜେଟ: ୧୩୬୦. ୭୯ କୋଟିର ପ୍ରସ୍ତାବ ଅନୁମୋଦନ

ଭଦ୍ରକ ଅଫିସ, ୪।୧- ଭଦ୍ରକ ଜିଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଶୁକ୍ରବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଜିଲାରେ ୨୦୧୯-୨୦ ଆର୍ଥିକ ବର୍ଷ…

ମୟୂରଭଞ୍ଜରେ ଆରମ୍ଭ ହେଲା ପକ୍ଷୀ ଗଣନା

ବାରିପଦା ଅଫିସ/ଠାକୁରମୁଣ୍ଡା/ ରାଇରଙ୍ଗପୁର,୪ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାରେ ବନ ବିଭାଗ ପକ୍ଷରୁ ଶୁକ୍ରବାର ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପକ୍ଷୀଙ୍କ ସଂରକ୍ଷଣ, ପ୍ରଜାତି ଚିହ୍ନଟ ଓ ଗତିବିଧି ଜାଣିବା ପାଇଁ ଏହି ଗଣନା କରାଯାଉଛି। ଶିମିଳିପାଳ ଅଭୟାରଣ୍ୟ ସମେତ ବାରିପଦା, କରଞ୍ଜିଆ…

କାମରେ ଆସୁନି ପାନୀୟଜଳ ପ୍ରକଳ୍ପ

ବାହାନଗା, ୪ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ଔପଦା ବ୍ଲକର ଚଷାଖଣ୍ଡ ପଞ୍ଚାୟତରେ ଥିବା ପାନୀୟଜଳ ପ୍ରକଳ୍ପ ଲୋକଙ୍କ କାମରେ ଆସୁନି। ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ବର୍ଷେ ହେଲା ବନ୍ଦ ହୋଇପଡିଛି। ଫଳରେ ପଞ୍ଚାୟତବାସୀ ଶୁଦ୍ଧ ପାନୀୟଜଳ…

ମହିଳା ଚ୍ୟାଲେଞ୍ଜର ଟ୍ରଫି ଖରାପ ପାଗ ଯୋଗୁ ଆଶଙ୍କାରେ ପ୍ରଥମ ମ୍ୟାଚ

କଟକ ଅଫିସ,୪ା୧-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଶନିବାରଠାରୁ ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଦିବସରେ ଇଣ୍ଡିଆ-ଏ ଓ ଇଣ୍ଡିଆ-ବି ମଧ୍ୟରେ ମ୍ୟାଚ୍‌ ପାଇଁ କାର୍ଯ୍ୟସୂଚୀ ରହିଛି। ତେବେ ଅଦିନିଆ ବର୍ଷା…

ଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରିବୁ: ଗୋପୀଚାନ୍ଦ

ନୂଆଦିଲ୍ଲୀ,୪।୧(ପି.ଟି.)- ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ଏଥର ଆମେ ଭଲ ପ୍ରଦର୍ଶନ କରିବୁ ବୋଲି ଭାରତର ଜାତୀୟ ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ କହିଛନ୍ତି। ସାଇନା ନେହ୍ବାଲ ଓ ପି.ଭି. ସିନ୍ଧୁଙ୍କ ଭଳି ଅଲିମ୍ପିକ ମେଡାଲିଷ୍ଟ ସୃଷ୍ଟି କରିଥିବା ଗୋପୀଚାନ୍ଦ…

ଶୀତଦିନେ କାହିଁକି ଖାଇବେ ମଟର ଛୁଇଁ

ଋତୁ ଅନୁସାରେ ଖାଦ୍ୟପେୟର ମଧ୍ୟ ପରିବର୍ତ୍ତନ ହୋଇଥାଏ। ସାଧାରଣତଃ ଶୀତ ଦିନେ ବିଭିନ୍ନ ପ୍ରକାୀର ସମସ୍ୟା ଦେଖାଯାଇଥାଏ। ଏହିସବୁ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଖାଦ୍ୟରେ ମଟର ଛୁଇଁ ସାମିଲ କରନ୍ତୁ। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ, କ୍ୟାଲସିୟମ, ମ୍ୟାଗ୍ନେସିୟମ…

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା ଆରମ୍ଭ ହୋଇଥିଲା। ମାତ୍ର ୫/୬ ଜଣ ଚାଷୀଙ୍କ ଧାନକିଣା ପରେ ସମବାୟ କର୍ତ୍ତୃପକ୍ଷ ମଣ୍ଡିକୁ…

ବ୍ଲକସ୍ତରୀୟ ଜନଶୁଣାଣି ଶିବିର: ୩୮ ପରିବାର କଲେ ଶହେ ଦିନର କାମ

ବିଜେପୁର, ୩।୧ (ଡି.ଏନ.ଏ): ବରଗଡ ଜିଲା ବିଜେପୁର ବ୍ଲକ ସଭା କକ୍ଷରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଅତିରିକ୍ତ ପ୍ରକଳ୍ପ ଅଧିକାରୀ ଦୌଲତ ଚନ୍ଦ୍ରକାର ମୁଖ୍ୟଅତିଥି…

୩୪ତମ ଜାତୀୟ ସଂହତି ଶିବିର ଉଦ୍‌ଘାଟିତ: ଭାଗନେଲେ ୫୯୮ ଶିବିରାର୍ଥୀ

କାମାକ୍ଷାନଗର, ୩।୧(ଡି.ଏନ.ଏ): କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜିଲାସ୍ତରୀୟ ୩୪ତମ ଜାତୀୟ ସଂହତି ଶିବିର ଉଦ୍‌ଘାଟିତ ହୋଇଯାଇଛି। ଭାରତ ସ୍କାଉଟ୍ସ, ଗାଇଡ୍ସ ଢେଙ୍କାନାଳ ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ୫୯୮ ଶିବିରାର୍ଥୀ, ୩୨୭ଜଣ ସ୍କାଉଟ୍ସ ମାଷ୍ଟର ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri