Home Left

ବାଣ କାରଖାନାରେ ବିସ୍ଫୋରଣ

କୋଲକାତା,୩।୧: ପଶ୍ଚିମବଙ୍ଗ ନର୍ଥ ୨୪ ପ୍ରାଙ୍ଗଣା ଜିଲାର ନୌହାଟିରେ ଶୁକ୍ରବାର ଏକ ବାଣ କାରଖାନାରେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ୫ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା ସହ ଉଦ୍ଧାର…

ଲାବୁସେନଙ୍କ ଶତକ: ଅଷ୍ଟ୍ରେଲିଆ ୨୮୩/୩

ସିଡନୀ,୩।୧(ଏଏଫ୍‌ପି): ଇନ୍‌ଫର୍ମ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନଙ୍କ ଅପରାଜିତ ଶତକ ଓ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍‌ରେ ଭଲ ଆରମ୍ଭ କରିଛି। ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଆରମ୍ଭ…

୨୧ ବର୍ଷରୁ ଟେବୁଲ ଟେନିସ: ମାନବ ବିଶ୍ୱର ୧ ନମ୍ବର

ନୂଆଦିଲ୍ଲୀ, ୩।୧(ପି.ଟି.): ସଦ୍ୟ ପ୍ରକାଶିତ ୨୧ ବର୍ଷରୁ କମ୍‌ ପୁରୁଷ ସିଙ୍ଗଲ୍ସ ବର୍ଗ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଯୁବ ଖେଳାଳି ମାନବ ଠାକ୍କର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ୯ଟି ସ୍ଥାନ ଉପରକୁ ଉଠି ସେ…

ବିଦ୍ୟୁତ ଆଘାତରେ ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୩ା୧: ବିଦ୍ୟୁତ୍‌ ଆଘାତରେ ଗୁରୁତର ଜଣେ ଶ୍ରମିକଙ୍କ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସମରଝୋଳ ଗ୍ରାମର ନିରାକାର ସାହୁ। ନିରାକାର ବ୍ରହ୍ମପୁରରେ ଏକ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ।…

ଆକ୍ରମଣ ମାମଲା, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ପାଟପୁର,୩ା୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ ନ୍ୟାୟଳୟର ମାଜିଷ୍ଟେଟ ବିଷ୍ଣୁ ପ୍ରସାଦ ଦେବତା ଏକ ଆକ୍ରମଣ ମାମଲାର ଶୁଣାଣି କରି ପାଟପୁର ଥାନା ଜିଉରା ଗ୍ରାମର ଅଭିଯୁକ୍ତ ନାରାୟଣ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ପ୍ରଥମ ଥର ଦୋଷୀ ସାବ୍ୟସ୍ତ ହୋଇଥିବାରୁ…

ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ଯୋଡ଼ା, ୩ା୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ତଥା ୫୨୦ ନଂ. ଜାତୀୟ ରାଜପଥ କଣ୍ଡରା ଛକଠାରେ ନିର୍ମାଣ ହେଉଥିବା ଟୋଲଗେଟ୍‌ ନିକଟରେ ଏକ ବାଇକକୁ ଅଜଣା ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ଘଟିଛି।…

ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତାଙ୍କ ପରିଚୟ ମିଳିପାରିନାହିଁ। ଟ୍ରେନ୍‌ ଶୌଚାଳୟ ସମ୍ମୁଖରେ…

ମୋଦି ପାକିସ୍ତାନର ଦୂତ: ମମତା

ସିଲିଗୁଡି,୩।୧: ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ ସଲିଗୁଡିରେ ପୁଣି ଏକ ରାଲି କରିଛନ୍ତି। ରାଲିକୁ ସମ୍ବୋଧିତ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ମୋଦିଙ୍କୁ ପାକିସ୍ତାନର…

ବଳାତ୍କାର ମାମଲା: ଅଭିଯୁକ୍ତ ବଳଙ୍ଗା ଥାନା ଏଏସ୍‌ଆଇ ଗିରଫ

ପୁରୀ ଅଫିସ, ୩ା୧: ପୁରୀ ଜିଲା ବଳଙ୍ଗା ଥାନାର ଏଏସ୍‌ଆଇ ଚିତ୍ତରଞ୍ଜନ ଦାଶଙ୍କ ନାମରେ ଜଣେ ବିବାହିତା ମହିଳା ଗୁରୁବାର ବଳାତ୍କାର ଅଭିଯୋଗ ଆଣିଥିଲେ। ଏ ନେଇ ସେ ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ…

ପୁଣି ଇଡି ଜାଲରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୩।୧: କିଛି ଦିନର ବିରାମ ପରେ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜାଲରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌। ଶୁକ୍ରବାର ଏୟାର ଇଣ୍ଡିଆ ଦ୍ୱାରା କିଣାଯାଇଥିବା ବିମାନର ଡିଲ୍‌କୁ ନେଇ ଇଡି ଦୀର୍ଘ ୬ ଘଣ୍ଟା ଧରି ଚିଦାମ୍ବରମ୍‌ଙ୍କୁ ଜେରା କରିଥିବା ଜଣାପଡ଼ିଛି।…

ରାସ୍ତାକଡ଼କୁ ଓଲଟିଲା ସ୍କୁଲ ବସ୍‌

ବାସୁଦେବପୁର,୩।୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଜଗନ୍ନାଥପୁର-ବାଲିଛନ୍ଦା ଘାଟ ରାସ୍ତା କଣ୍ଟିଆ ନାଳୀପୋଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଏକ ସ୍କୁଲ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଏହି ବସ୍‌ରେ ବାସୁଦେବପୁର ଅଞ୍ଚଳର ୭/୮…

ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ

କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଚର୍ଚ୍ଚିତ ନ ଥିଲେ, କିନ୍ତୁ ତାଙ୍କର କାର୍ଯ୍ୟକଳାପ ଏବେ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri