Home Left

ଆଲିଆଙ୍କୁ ଭିଡ଼ରୁ ବଞ୍ଚାଇଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରେ ଆଲିଆ ଭଟ୍ଟ ଓ ରଣବୀର କପୁର ଅନ୍ୟତମ। ଦୀର୍ଘଦିନରୁ ବି’ଟାଉନରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗିରହିଛି। ବଲିଉଡ୍‌ ସେଲିବ୍ରିଟିମାନେ ନିଜ ନିଜ ଡେଷ୍ଟିନେଶନ୍‌ରେ ନୂଆବର୍ଷ ପାଳିଥିବା ବେଳେ ରଣବୀର ଓ ଆଲିଆ…

୩୮ ଗ୍ରାମ୍‌ ବ୍ରାଉନ ସୁଗାର ଜବତ: ୨ ଗିରଫ

ଜଗତ୍‌ସିଂହପୁର ଅଫିସ,୩।୧: ଜଗତ୍‌ସିଂହପୁର ଜିଲା ଅବକାରୀ ବିଭାଗ, ଜଗତ୍‌ସିଂହପୁର ଥାନା ଅବକାରୀ ବିଭାଗ ଓ ସ୍ପେସିଆଲ ଫ୍ଲାଇଂ ସ୍କ୍ବାଡ୍‌ ମିଳିତ ସହଯୋଗରେ ସ୍ଥାନୀୟ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶୁକ୍ରବାର ମିଳିତ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ପୋଲିସ ୩୮ ଗ୍ରାମ୍‌…

ଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଏମ୍‌ପି

କେନ୍ଦୁଝର,୩।୧(ସ୍ବ.ପ୍ର.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ନବବର୍ଷ ଅବସରରେ ଶୁକ୍ରବାର ଜିଲାର ବହୁ ସମସ୍ୟା ଉପରେ ସ୍ଥାନୀୟ ବିଭିନ୍ନ ଗଣମାଧ୍ୟମର ଖବରଦାତା ସମ୍ମିଳନୀରେ ଆଲୋଚନା କରିଛନ୍ତି। ସେ ଜିଲାର ବିଭିନ୍ନ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କ ପାଖରେ କରିଥିବା ଦାବି ସମ୍ପର୍କରେ…

୫ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଜରୁରୀ

ଭିଟାମିନ୍‌ ‘ଏ’ ଅନେକ ଉପକାରୀ। ତେଣୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁକୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଯୁକ୍ତ ଖାଦ୍ୟ ଖାଇବାକୁ ଦେବା ଫଳରେ ସେମାନଙ୍କଠାରେ ଦୃଷ୍ଟିଶକ୍ତିଜନିତ ସମସ୍ୟା ଦେଖାଯାଇ ନ ଥାଏ। ଆଇ ଫାଉଣ୍ଡେଶନ ଅଫ୍‌ ଆମେରିକାର ଡ. ଭି.କେ.…

ହାତର ହକିକ୍‌ ମୁଦି ଏବଂ ପର୍ସରୁ ସୁଲେମାନିଙ୍କୁ କରାଗଲା ଚିହ୍ନଟ

ବାଗଦାଦ୍‌,୩।୧: ଆମେରିକା ପକ୍ଷରୁ ଇରାକ୍‌ର ବାଗଦାଦ୍‌ ବିମାନବନ୍ଦର ଉପରେ ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ଇରାନ୍‌ର କୁଦୁସ୍‌ ବାହିନୀ କମାଣ୍ଡର ଜେନେରାଲ କାସିମ୍‌ ସୁଲେମାନିଙ୍କ ସମତେ ୮ ଜଣ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଆକ୍ରମଣରେ ଇରାନ୍‌ ସମର୍ଥିତ ପପୁଲାର ମୋବିଲାଇଜେସନ୍‌…

ପାକିସ୍ତାନ ଖେଳାଳିଙ୍କୁ ଦେବାକୁ ପଡ଼ିବ ଫିଟ୍‌ନେସ ଟେଷ୍ଟ

ଲାହୋର,୩।୧(ପି.ଟି.)- ପାକିସ୍ତାନର କେନ୍ଦ୍ରୀୟ ଚୁକ୍ତିରେ ସାମିଲ ଥିବା ବାବର ଆଜାମ, ସର୍ଫରାଜ ଅହମ୍ମଦ, ଶାହିନ ଆଫ୍ରିଦୀଙ୍କ ଭଳି ଖେଳାଳି ଆସନ୍ତା ୬ ଓ ୭ ତାରିଖରେ ଫିଟନେସ ଟେଷ୍ଟର ସମ୍ମୁଖୀନ ହେବେ। ଏ ନେଇ ଶୁକ୍ରବାର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: କ୍ରିଷ୍ଣା ଘାଟି ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୩।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୧୫ରେ ପୁଞ୍ଚ୍‌ ଜିଲାର କ୍ରିଷ୍ଣାଘାଟି ସେକ୍ଟରରେ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା। ଏହାର…

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କ ପାଖକୁ ନୋଟିସ ପଠାଇଛି ଉତ୍ତରପ୍ରଦେଶ ପୋଲିସ

ଲକ୍ଷ୍ନୌ,୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ଓ ଭଙ୍ଗାରୁଜା କରିଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କିନ୍ତୁ ଏଥିରେ ପୋଲିସର କିଛି ତ୍ରୁଟି ରହିଯାଇଥିବା ପରିଲିଖିତ ହୋଇଛି। କିଛି…

ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ଦାରିଙ୍ଗବାଡ଼ି,୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା କୋହଲା ପାଗ ସାଙ୍ଗକୁ ଶୀତ ଲାଗି ରହିଛି। ଶୁକ୍ରବାର ଦିନ ତମାମ୍‌ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ମଧ୍ୟ ଲାଗି ରହିଛି। ସେପଟେ ଦିନରେ କୁହୁଡ଼ି…

ରହସ୍ୟମୟ କୁଣ୍ଡ: ତାଳି ମାରିଲେ ଉପରକୁ ଉଠିଥାଏ ପାଣି

ନୂଆଦିଲ୍ଲୀ: ବିଶ୍ୱରେ ଏମିତି କିଛି ରହସ୍ୟଜନକ ଘଟଣା ଘଟିଥାଏ, ଯାହା ଉପରୁ ଆଜି ବି ପରଦା ଉଠିପାରିନାହିଁ। ସେମିତି ଏକ ରହସ୍ୟମୟ କୁଣ୍ଡ ରହିଛି ଭାରତରେ। ଏହି କୁଣ୍ଡଟି ଝାଡ଼ଖଣ୍ଡର ବୋକାରୋ ଜିଲାରେ ରହିଛି। କୁହାଯାଏ, କୁଣ୍ଡ ନିକଟକୁ ଯାଇ ତାଳି…

ପରଦାକୁ ଫେରିଲେ ‘ଡ୍ରିମ ଗର୍ଲ’

ବଲିଉଡ୍‌ର ‘ଡ୍ରିମ ଗର୍ଲ’ ହେମାମାଳିନୀ ଫିଲ୍ମ ‘ଶିମଲା ମିର୍‌ଚି’ ଜରିଆରେ ପୁଣିଥରେ ପରଦାକୁ ଫେରିଛନ୍ତି। ଏହି ଫିଲ୍ମରେ ହେମାମାଳିନୀ ନିଜଠୁ ୩୬ ବର୍ଷ ସାନ ଅଭିନେତା ରାଜ କୁମାର୍‌ ରାଓଙ୍କ ସହ ରୋମାନ୍ସ କରୁଥିବା ଦେଖିବାକୁ ମିଳଛି। ରାଜକୁମାର ଏବଂ ହେମାଙ୍କ…

ଭଦ୍ରକରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ଘଟଣା, ମୃତକଙ୍କ ପରିବାରକୁ ଦିଆଯିବ ୨ଲକ୍ଷ: ବିଧାୟକ

ଭଦ୍ରକ ଅଫିସ,୩।୧: ଭଦ୍ରକ ଜିଲା ୧୬ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଏକ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କାହୋଇ ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ଜଣ ଗୁରୁତର ହୋଇଥିଲେ। ତେବେ ମୃତକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri