ପ୍ରଶଂସକଙ୍କ ବିବାହ ଭୋଜିରେ ଯୋଗଦେଇପାରନ୍ତି ରୋନାଲ୍ଡୋ
ଜାକର୍ତ୍ତା,୩।୧- ସକର ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଇଣ୍ଡୋନେସିଆନ ବିବାହରେ ଯୋଗଦେଇପାରନ୍ତି। ଏ ନେଇ ଜୁଭେଣ୍ଟସ ଫରଓ୍ବାର୍ଡଙ୍କ ଜଣେ ବିଶେଷ ପ୍ରଶଂସକ ସୂଚନା ଦେଇଛନ୍ତି। ପ୍ରଳୟଙ୍କରୀ ସୁନାମିରୁ ବର୍ତ୍ତିଯାଇଥିବା ମାର୍ଟନିସ ଚଳିତ ସପ୍ତାହରେ ନିଜ ମହିଳା ବାନ୍ଧବୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ନିକଟରେ…
ଷ୍ଟାରକିଡ୍ଙ୍କ ସହ ଟେବୁଲ ଉପରେ ଚଢ଼ି ନାଚିଲେ ଭାଇଜାନ, ଫଟୋ ଭାଇରାଲ
ବଲିଉଡ୍ର ଷ୍ଟାରମାନେ ନୂଆବର୍ଷକୁ ଧୂମଧାମରେ ପାଳିଥିବା ବେଳେ ଏଥିରୁ ବି ବାଦ୍ ପଡ଼ିନାହାନ୍ତି ଭାଇଜାନ୍ ତଥା ସଲମାନ୍ ଖାଁ। ଷ୍ଟାର କିଡ୍ଙ୍କ ସହ ସେ ନୂଆବର୍ଷ ପାଳିଛନ୍ତି। ଏହି ସମୟର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
୩ ସପ୍ତାହରେ ବେଘର ହୋଇଛନ୍ତି ଲକ୍ଷେ ୪୦ ହଜାର ଶିଶୁ
ନ୍ୟୁୟର୍କ,୩।୧: ସିରିଆରେ ଗୃହଯୁଦ୍ଧ ଜାରି ରହିଛି। ଦେଶର ଉତ୍ତର-ପଶ୍ଚିମ ଅଞ୍ଚଳରେ ଲାଗି ରହିଥିବା ଗୃହଯୁଦ୍ଧ ଯୋଗୁ ଗତ ୩ ସପ୍ତାହ ମଧ୍ୟରେ ଲକ୍ଷେ ୪୦ ହଜାର ଶିଶୁ ବେଘର ହୋଇଥିବା ୟୁନିସେଫ୍ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ପ୍ରତିଦିନ ବାଧ୍ୟ…
ଉଥପାଙ୍କ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ ଦଳରେ ୫ ଭାରତୀୟ
ନୂଆଦିଲ୍ଲୀ,୩।୧-୨୦୧୯ବର୍ଷ ଶେଷ ହେବା ପରେ ପୂର୍ବତନ ଓ ବର୍ତ୍ତମାନ କ୍ରିକେଟରମାନେ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ ଦଳ ଚୟନ କରୁଛନ୍ତି। ଏହି ଧାରାରେ ଯୋଡ଼ି ହୋଇଛନ୍ତି ଉଇକେଟକିପର ବ୍ୟାଟ୍ସମ୍ୟାନ ରବିନ ଉଥପା। ତାଙ୍କ ଏକାଦଶରେ ୫ ଭାରତୀୟ ଖେଳାଳିଙ୍କୁ ସାମିଲ କରିଛନ୍ତି। ଓପନର…
‘ଦିଶା’ ଆଇନ ପାଇଁ ନିଯୁକ୍ତ ହେଲେ ୨ ମହିଳା ଅଫିସର
ଅମରାବତୀ,୩।୧: ହାଇଦ୍ରାବାଦରେ ଦିଶାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା ପରେ ଆନ୍ଧ୍ରପ୍ରଦେଶ ସରକାର ଗତବର୍ଷ ଡିସେମ୍ବରରେ ଏକ ନୂଆ ଆଇନ ପ୍ରଣୟନ କରିଛନ୍ତି। ଏହି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଉକ୍ତ ଆଇନ ଜରିଆରେ ତୁରନ୍ତ ଫାଶୀ ଦଣ୍ଡାଦେଶ ମିଳିପାରିବ ବୋଲି…
ଖୋର୍ଦ୍ଧାରେ ଡାକ୍ତର, ଔଷଧ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତଙ୍କ ଫଟୋ ସ୍କେଚ୍ ଜାରି
ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧାରେ ଘରୋଇ କ୍ଲିନିକ୍ର ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ଼ ଘଟଣାର ୧୯ ଦିନ ପରେ ପୋଲିସ ସନ୍ଦିଗ୍ଧ ଅଭିଯୁକ୍ତଙ୍କ ଫଟୋ ସ୍କେଚ୍ ଜାରି କରିଛି। ସୂଚନାଯୋଗ୍ୟ, ଗତ ଡିସେମ୍ବର ୧୫ ତାରିଖ ସନ୍ଧ୍ୟାରେ ଡାକ୍ତର ମାନସ ଦାସଙ୍କୁ…
୧୯ ମାସର ଶିଶୁପୁତ୍ରଙ୍କୁ ସରକାର ଦେଲେ ବୀରତା ପୁରସ୍କାର: ଜଙ୍ଗଲ ନିଆଁ ଲିଭାଇବା ସମୟରେ ପିତାଙ୍କର ଘଟିଥିଲା ମୃତ୍ୟୁ
ସିଡ୍ନୀ,୩।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁ ଲାଗି ରହିଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ଦମକଳ ବାହିନୀ କର୍ମଚାରୀ ଜ୍ୟୋଫ୍ରି କିଟନ୍ଙ୍କ ମୃତ୍ୟୁ ଘଟିଥିଲା। ଜ୍ୟୋଫ୍ରିଙ୍କ ଅନ୍ତିମ ସଂସ୍କାର ଗୁରୁବାର ସମ୍ପନ୍ନ ହୋଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଜ୍ୟୋଫ୍ରିଙ୍କ ୧୯ ମାସର…
୫ରୁ ଶ୍ରୀକ୍ଷେତ୍ର ପୁସ୍ତକ ମେଳା
ପୁରୀ ଅଫିସ,୩।୧: ଶ୍ରୀକ୍ଷେତ୍ର ପୁସ୍ତକ ମେଳା କମିଟି ଆନୁକୂଲ୍ୟରେ ଜାନୁୟାରୀ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ୨୬ତମ ପୁସ୍ତକ ମେଳା ଆୟୋଜିତ ହେବ। ୧୦ ଦିନ ବ୍ୟାପୀ ହେବାକୁ ଥିବା ଏହି ପୁସ୍ତକ ମେଳା ଶରଧାବାଲିଠାରେ ଅନୁଷ୍ଠିତ ହେବ । ଚଳିତ…
ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ଘଟଣା: କ୍ଷତିପୂରଣ ଦାବିରେ ମୃତଦେହ ରଖି ଆନ୍ଦୋଳନ
ଭଦ୍ରକ ଅଫିସ,୩।୧: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଶୁକ୍ରବାର ଭୋର୍ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ଜଣ ଗୁରୁତର ହୋଇଛନ୍ତି। ତେବେ…
ନୂଆବର୍ଷରେ କୋହଲିଙ୍କ ନୂଆ ଲୁକ୍
ଆଜିକାଲି କ୍ରିକେଟରେ ଫ୍ୟାଶନ୍ ଏବଂ ଷ୍ଟାଇଲ୍କୁ ନେଇ ଚର୍ଚ୍ଚା ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ନୂଆବର୍ଷରେ ନୂଆ ଲୁକ୍ରେ ନଜର ଆସିଛନ୍ତି ବିରାଟ। ଶ୍ରୀଲଙ୍କ ବିପକ୍ଷରେ ଟି-୨୦ ସିରିଜ୍ ପୂର୍ବରୁ ସେ ନୂଆ…
ଚଳିତ ଦଶନ୍ଧିର ପ୍ରଥମ ଶତକ ହାସଲକାରୀ ଲାବୁସାନ
ସିଡ୍ନୀ,୩।୧- ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସାନ ଚଳିତବର୍ଷ ତଥା ଦଶନ୍ଧିର ପ୍ରଥମ ଶତକ ହାସଲ କରିଛନ୍ତି। ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ୩ୟ ତଥା ଅନ୍ତିମ ଟେଷ୍ଟରେ ୧୩୦ ରନ୍ର ଅପରାଜିତ ଇନିଂସ ଖେଳିଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ ୨୧୦ ବଲର ସମ୍ମୁଖୀନ…
ଗର୍ଲଫ୍ରେଣ୍ଡ ସହ ଫଟୋ ଶେୟାର କଲେ ପନ୍ତ
ନୂଆଦିଲ୍ଲୀ,୩।୧: ଭାରତୀୟ କ୍ରିକେଟରେ ଭଲ ଉଇକେଟ କିପ୍ର ଓ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ତାଙ୍କ ଖେଳ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନୂଆବର୍ଷ ଆରମ୍ଭରୁ ସେ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ଏବେ ନିଜ ଖେଳ ପାଇଁ ବରଂ ତାଙ୍କ ଲଭ୍…
Archives


