Home Left

ଲୋକସଭାରେ ଏମିତି କ’ଣ କହିଦେଲେ ରାହୁଲ, ଯାହାକୁ ଶୁଣି ସିଟ୍‌ରୁ ଉଠିପଡିଲେ ଅମିତ ଶାହା, ରାଜନାଥ ସିଂ

ନୂଆଦିଲ୍ଲୀ,୨।୨: ଆଜି ସଂସଦର ବଜେଟ ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଆଲୋଚନା ସହିତ ଆରମ୍ଭ ହୋଇଥିଲା, ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ନିଜର ମତ ରଖିଥିଲେ। ଗୃହକୁ ସମ୍ବୋଧିତ କରି ରାହୁଲ ଗାନ୍ଧୀ ଜଣେ ପୂର୍ବତନ…

ବାତକୁ ନେଇ ଚିନ୍ତିତ କି? ପ୍ରତିଦିନ ତ୍ରିଫଳା ଖାଇଲେ…

ମଣିଷ ଶରୀର ଠିକ୍ ଭାବରେ କାର୍ଯ୍ୟ କରିବା ପାଇଁ, ତିନୋଟି ସନ୍ତୁଳନ ବଜାୟ ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ବାତ, ପିତ୍ତ ଏବଂ କଫ। ଶୀତଦିନେ ସ୍ୱାଭାବିକ ଭାବରେ ବାତ ଦୋଷ ବୃଦ୍ଧି ପାଏ, ଯାହା ଫଳରେ ଗଣ୍ଠି ଯନ୍ତ୍ରଣା, ପେଟ ସମସ୍ୟା…

ଡବ୍ଲ୍ୟୁପିଏଲ୍‌ ଏଲିମିନେଟର ମ୍ୟାଚ୍‌ : ପରସ୍ପରକୁ ଭେଟିବେ ଦିଲ୍ଲୀ-ଗୁଜରାଟ

ଭଦୋଦରା,୨ା୨- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଜେମିମା ରୋଡ୍ରିଗ୍ସଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଏଲିମିନେଟରରେ ସ୍ଥାନ ପକ୍କା କରିଛି। ଆସନ୍ତା ମଙ୍ଗଳବାର ଖେଳାଯାଇଥିବା…

ଏମିତି ଲୁକ୍‌ ଦେଲେ ସୋନମ, ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଫ୍ୟାଶନ ଆଇକନ ତଥା ଷ୍ଟାଇଲ କୁଇନ ସୋନମ କପୁର ଆଜିକାଲି ଜୀବନର ଏକ ସୁନ୍ଦର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ସେ ଖୁବଶୀଘ୍ର ଦ୍ୱିତୀୟ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ବେବି ବମ୍ପ ସହ ସୋନମ ଆହୁରି ସୁନ୍ଦର ଲାଗୁଛନ୍ତି।…

ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ଉପରେ ନିର୍ଭର କରୁଥିବା ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅ ପରିବାର ପେନସନ…

୪ ବର୍ଷ ଧରି ଝିଅକୁ ବଳାତ୍କାର କରୁଥିଲେ ବାପା, ଅଶ୍ଳୀଳ ଭିଡିଓ ଦେଖାଇ…

ଗାନ୍ଧୀନଗର,୨।୨: ଗୁଜୁରାଟର ରାଜକୋଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୧୯ ବର୍ଷୀୟ ଝିଅକୁ ଚାରି ବର୍ଷ ଧରି ନିଜ ବାପା ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ତେବେ ଝିଅଟି କିଛି ଦିନ ତଳେ ଘରୁ ପଳାଇବା…

ବଜେଟ୍‌କୁ ନିନ୍ଦା କରିବା ପରେ ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ପୂର୍ବରୁ ବିଜେଡି ଥିଲାବେଳେ…

ଭୁବନେଶ୍ୱର,୨।୨: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କାଉଣ୍ଟର କରିଛନ୍ତି। ନବୀନ ବଜେଟ୍‌ ୨୦୨୬କୁ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ବଡ଼ ପ୍ରଶ୍ନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହାନଦୀ ଜଳ…

ବଜେଟ ୨୦୨୬ ପରେ ୧୦ ଟଙ୍କାର ସିଗାରେଟ ହେବ କେତେ ମହଙ୍ଗା? ଜାଣନ୍ତୁ ସିଗାରେଟ ମୂଲ୍ୟ କେତେ ବଢିବ

ନୂଆଦିଲ୍ଲୀ,୨।୨: ଯଦି ଆପଣ ସିଗାରେଟ ପିଉଛନ୍ତି, ତେବେ ପ୍ୟାକେଜିଂରେ ଥିବା ଚେତାବନୀ କେବଳ ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ନୁହେଁ, ବରଂ ବର୍ତ୍ତମାନ ଏହା ସିଧାସଳଖ ଆପଣଙ୍କ ପକେଟକୁ ପ୍ରଭାବିତ କରୁଛି। ଫେବୃଆରୀ 1 ରେ ଉପସ୍ଥାପିତ ସରକାରଙ୍କ ବଜେଟରେ ସବୁଠାରୁ ବଡ଼ ଝଟକା…

ବଡ଼ ଧରଣର ଚଢାଉ: ଧରାପଡ଼ିଲେ ଦୁର୍ଦ୍ଦାନ୍ତ ଗୋ ମାଫିଆ

ରାଉରକେଲା,୨।୨: ରାଉରକେଲା ପୋଲିସ ସୋମବାର ବିଶ୍ରା ଥାନା ଗୁଡଗୁଡ ଜୋର ଅଞ୍ଚଳରେ ଏକ ବଡ଼ ଧରଣର ଚଢାଉ କରିଛି। ପୋଲିସ ଏକ ଗୋମାଫିଆଙ୍କ ଭଡା ଘରେ ଚଢାଉ କରି ୪ଟି ପିସ୍ତଲ ସହ ଦୁର୍ଦ୍ଦାନ୍ତ ଗୋ ମାଫିଆଙ୍କୁ ଗିରଫ କରିଛି। ପୋଲିସ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ବଡ଼…

ହୃଦ୍‌ରୋଗଠାରୁ ନିଜକୁ ଦୂରେଇ ରଖିବାକୁ ହେଲେ…

ଆଜିର ସମୟରେ ଅନ୍ୟତମ ସ୍ବାସ୍ଥ୍ୟଜନିତ ସମସ୍ୟା ହେଉଛି ହୃଦ୍‌ରୋଗ। ଶାରୀରିକ ପରିଶ୍ରମର ଅଭାବ, ନିଶାଦ୍ରବ୍ୟ ସେବନ, ମାନସିକ ଚାପ, ଖାଦ୍ୟପେୟ ଓ ବିଶ୍ରାମର ଅନିୟମିତତା ଆଦି ହୃଦ୍‌ରୋଗର ଅନ୍ୟତମ କାରଣ। ବର୍ତ୍ତମାନ ସମୟରେ ଅଧିକାଂଶ ଯୁବବର୍ଗ ହୃଦ୍‌ରୋଗର ଶିକାର ହେଉଛନ୍ତି। ହୃଦ୍‌ରୋଗଠାରୁ…

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିଲାର ଯୁବତୀ-ଯୁବକଙ୍କୁ ୮୦% ନିଯୁକ୍ତି..

ରାୟଗଡ଼ା,୨ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନିକିଆ ଗସ୍ତରେ ଆସି ସୁଭଦ୍ରା ଶକ୍ତି ମେଳା ଉଦଘାଟନ କରିଥିଲେ।ଏହି ଅବସରରେ ସ୍ଥାନୀୟ ଖଣି କମ୍ପାନୀମାନଙ୍କରେ ସ୍ଥାନୀୟ ବେକାର ଯୁବତୀ ଯୁବକମାନଙ୍କୁ ଯୋଗ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?