Home Left

୫ରେ ବ୍ରହ୍ମଗିରିରେ ପକ୍ଷୀ ଗଣନା

ବ୍ରହ୍ମଗିରି,୩ା୧(ଡି.ଏନ୍‌.ଏ.): ଚିଲିକା, ବାହ୍ୟ ଚିଲିକା ଅଞ୍ଚଳ ଏବଂ ବିଭିନ୍ନ ଜଳାଶୟରେ ବସବାସ କରୁଥିବା ପକ୍ଷୀମାନଙ୍କ ଗଣନା ୫ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବ୍ରହ୍ମଗିରି ରେଞ୍ଜ ଅଧିକାରୀ ରଜତ କୁମାର ମହାପାତ୍ର ସୂଚନା ଦେଇଛନ୍ତି । ଏହି ପକ୍ଷୀ ଗଣନା…

ଆବର୍ଜନା ବୁହା ଗାଡ଼ିରେ ଶ୍ରୀମନ୍ଦିର ଫଟୋ: ହଟାଇବାକୁ ଦାବି

ପୁରୀ ଅଫିସ,୩ା୧: ପୁରୀ ସହରକୁ ସ୍ବଚ୍ଛ ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ଆବର୍ଜନା ବୁହା ଗାଡ଼ିି (ସ୍ବଚ୍ଛ ସବାରୀ) ବୁଲୁଛି। ତେବେ ଏହି ଗାଡ଼ିରେ ଶ୍ରୀମନ୍ଦିର ଫଟୋ ରହିଥିବାରୁ ଆପତ୍ତି ଉଠାଇଛି ଶ୍ରୀଜଗନ୍ନାଥ ସେନା। ତୁରନ୍ତ ମନ୍ଦିର ଫଟୋ ହଟାଇବା ନେଇ…

ପୁରୀ ବନ୍ୟପ୍ରାଣୀ ଡିଭିଜନ: ବର୍ଷା ସମ୍ଭାବନା ଯୋଗୁ ପକ୍ଷୀ ଗଣନା ଘୁଞ୍ଚିଲା

ପୁରୀ ଅଫିସ,୩ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଶୁକ୍ରବାର ପକ୍ଷୀ ଗଣନା କରାଯିବ ଲାଗି ସ୍ଥିର ହୋଇଥିଲା। ଏଥିପାଇଁ ଗୁରୁବାର ପକ୍ଷୀ ଗଣନା ତାଲିମ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା। କିନ୍ତୁ ଶୁକ୍ରବାର ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…

ରାମ ମନ୍ଦିର ନିର୍ମାଣ ପାଇଁ ଗଠନ ହେଲା ସ୍ବତନ୍ତ୍ର ଡେସ୍କ

ନୂଆଦିଲ୍ଲୀ, ୩।୧: କେନ୍ଦ୍ର ସରକାର ରାମ ମନ୍ଦିର ନିର୍ମାଣ ପାଇଁ ଏକ ସ୍ବତନ୍ତ୍ର ଅଯୋଧ୍ୟା ଡେସ୍କ ଗଠନ କରିଛନ୍ତି। ଅଯୋଧ୍ୟା ସହ ଜ ସମସ୍ତ ପ୍ରସଙ୍ଗ ଓ କୋର୍ଟ ରାୟକୁ ହ୍ୟାଣ୍ଡେଲ କରିବା ପାଇଁ ୩ ଜଣିଆ ଡେସ୍କ ଗଠନ କରାଯାଇଥିବା…

୪ରେ ଶ୍ରୀକ୍ଷେତ୍ର ଆସିବେ ଶତାଧିକ ପାକିସ୍ତାନୀ ହିନ୍ଦୁ: ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ର ସ୍ନାନ କରିବେ

ପୁରୀ ଅଫିସ,୩ା୧: ପାକିସ୍ତାନରେ ରହୁଥିବା ପ୍ରାୟ ଶହେରୁ ଊର୍ଦ୍ଧ୍ୱ ହିନ୍ଦୁ ପୁରୀ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ସେମାନେ ମହୋଦଧି ସ୍ନାନ କରିବା ସହ ବିଭିନ୍ନ ତୀର୍ଥସ୍ଥଳ ମଧ୍ୟ ପରିଦର୍ଶନରେ ଯିବେ। ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର (ଓଆଇସି)ର ସଭାପତି ପରେଶ…

ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ ଦୈନିକ ରାତି ୯ଟାରେ ଓ ବାରାଣସୀରୁ ସନ୍ଧ୍ୟା ୬ଟା…

ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା ଭଳି ଜନପ୍ରିୟ ମାର୍ଗରେ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ଯୋଜନା କରାଯାଇଛି। ହାଓଡ଼ା, କଲିକତା, ଶାଲିମାର,…

ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ ଦେବଦେବୀଙ୍କ ପୀଠ ଓ ମନ୍ଦିର ଅବ୍ୟବସ୍ଥା ନେଇ ଭକ୍ତ ଓ ପର୍ଯ୍ୟଟକମାନେ କ୍ଷୋଭ ପ୍ରକାଶ…

ଶାଢି ପିନ୍ଧିବାରେ କୌଣସି ଅସୁବିଧା ନାହିଁ

ଅଭିନେତା ଅକ୍ଷୟ କୁମାର ୨୦୧୯ରେ ଅନେକ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିଲେ। ୨୦୨୦ରେ ମଧ୍ୟ ତାଙ୍କ ଅଭିନୀତ ଅନେକ ଫିଲ୍ମ ପରଦାକୁ ଆସିବ। ପୃଥୀରାଜ୍‌, ସୂର୍ଯ୍ୟବଂଶୀ, ବଚ୍ଚନ ପାଣ୍ଡେ ଏବଂ ଲକ୍ଷ୍ମୀ ବମ୍‌ ଭଳି ବଡ ବଡ ବ୍ୟାନରର ଫିଲ୍ମ…

ସରନେମ୍‌ ବ୍ୟବହାର ପାଇଁ ବିବାହରେ କଏନ୍‌ ଟସ୍‌ କଲେ ଦମ୍ପତି…

ସାଧାରଣତଃ ବିବାହ ପରେ ସ୍ବାମୀଙ୍କ ସରନେମ୍‌ ସ୍ତ୍ରୀମାନେ ବ୍ୟବହାର କରିଥାନ୍ତି। ତେବେ ନିକଟରେ ଫ୍ଲୋରିଡ଼ାରେ ଏକ ରୋଚକ ଘଟଣା ଘଟିଛି। କନ୍ୟାବର ବିବାହ କରିବାକୁ ଚର୍ଚ୍ଚରେ ପହଞ୍ଚିଥିଲେ। ସେଠାରେ ବିବାହ ପରେ କିଏ କାହାର ସରନେମ୍‌ ବ୍ୟବହାର କରିବ ସେ ନେଇ…

ପୋଲିସ ଇନ୍‌ଫର୍ମର ସନ୍ଦେହ: ଜଣକୁ ହତ୍ୟାକଲେ ମାଓବାଦୀ

ଦାରିଙ୍ଗବାଡି,୩।୧(ଡି.ଏନ.ଏ.)-କନ୍ଧମାଳ ଜିଲା କ.ନୂଆଗାଁ ଥାନା ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ ରେବିଙ୍ଗିିଆ ପଞ୍ଚାୟତ ମାର୍ଦୋଲ ଗ୍ରାମର ରଞ୍ଜନ ଦିଗାଳ। ଘଟଣାସ୍ଥଳରେ ମାଓବାଦୀ…

ସ୍ବାବଲମ୍ବୀ ହେବାର ରାସ୍ତା ଦେଖାଉଛନ୍ତି ପ୍ରଭାତ: ଓଡ଼ିଆ ଡାଟା ସାଇଣ୍ଟିଷ୍ଟ

କଟକ ଅଫିସ,୩ା୧: କିଛିମାସ ତଳେ ଆମେରିକାର ହ୍ୟୁଷ୍ଟନ ସିଟିରେ ଆୟୋଜିତ ହାଓଡ଼ି ମୋଦି କାର୍ଯ୍ୟକ୍ରମରେ ଡାଟା(ତଥ୍ୟ)କୁ ନବ ଭାରତର ‘ସୁନା’ ଓ ‘ତୈଳ’ ସହ ତୁଳନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଶିଳ୍ପ ବିପ୍ଳବ ସ୍ତରରେ ଭାରତ ବିଶ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri