ଟ୍ରେନରେ କଟି ଯୁବକଙ୍କ ଜୀବନ ଗଲା
ଭଦ୍ରକ ଅଫିସ,୩।୧: ଗୁରୁବାର ବିଳମ୍ବିତ ରାତିରେ ଟ୍ରେନରେ କଟି ଭଦ୍ରକ ନୂଆ ବଜାର ଅଂଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଜଣକ ପଙ୍କଜ କୁମାର ସାହୁ ବୋଲି ରେଳବାଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେ ବାଉଦପୁର ନିକଟ…
ରଦ୍ଦ ହେବ ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସ: ଉଲ୍ଲଂଘନକାରୀଙ୍କୁ ରାଜପଥରେ ଜଗିବ ସିସିଟିଭି କ୍ୟାମେରା
ଭୁବନେଶ୍ୱର,୩ା୧(ବ୍ୟୁରୋ): ମଦ୍ୟପାନ କରି ଗାଡି ଚଳାଇଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ଲାଇସେନ୍ସ ରଦ୍ଦ ହେବା ସହ ଚାଳକଙ୍କୁ ଜେଲ ଯିବାକୁ ପଡିବ। ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସକୁ ତୁରନ୍ତ ରଦ୍ଦ କରିବାକୁ ରାଜ୍ୟ ସରକାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…
ଆଶ୍ ଇଟା ଫ୍ୟାକ୍ଟ୍ରି ମାଲିକ ସଂଘର ଆନ୍ଦୋଳନ ସ୍ଥଗିତ: ୭ଦିନ ମଧ୍ୟରେ ପାଉଁଶ ଯୋଗାଇବାକୁ ପ୍ରତିଶ୍ରୁତି
ଯାଜପୁର ଅଫିସ,୩ା୧- କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ କାରଖାନା ଜିଲାରେ ପ୍ରତିଷ୍ଠିତ ଆଶ୍ ଇଟା ଫ୍ରାକ୍ଟ୍ରିକୁ ଆବଶ୍ୟକ ମୁତାବକ ପାଉଁଶ ଯୋଗାଇ ଦେବାରେ କାଳକ୍ଷେପଣ ନୀତି ଅବଲମ୍ବନ କରୁଥବା ପ୍ରତିବାଦରେ ପ୍ରସ୍ତାବିତ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବିି)ର…
ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ: ବିଡିଓଙ୍କ ନେତୃତ୍ୱରେ ସ୍ଥିତି ସମୀକ୍ଷା
ରସୁଲପୁର,୩।୧(ଡି.ଏନ୍.ଏ.)- ଯାଜପୁର ଜିଲାର ରସୁଲପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ ସରୁନି। ବିଡିଓ ଉମାକାନ୍ତ ପରିଡ଼ାଙ୍କ ତତ୍ତ୍ୱାବଧାନରେ ଏକାଧିକ ଦଳ ତଦନ୍ତରେ ସାମିଲ ହୋଇ ପଞ୍ଚାୟତରୁ ପଞ୍ଚାୟତବୁଲି ସ୍ଥିତି ସମୀକ୍ଷା କରିବା ସହ ଯୋଗ୍ୟ ହିତାଧିକାରୀ ବାଛୁଛନ୍ତି।…
କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ୧୪ବର୍ଷ ପୁରିଲା: କମ୍ପାନୀ ବିରୋଧରେ ଗର୍ଜିଲା ବିରୋଧୀ ମଞ୍ଚ
କଳିଙ୍ଗନଗର,୩ା୧(ଡି.ଏନ.ଏ.): ଶିଳ୍ପ କାରଖାନା ପାଇଁ ଭିଟାମାଟି ହରାଇଥିବା ଆଦିବାସୀଙ୍କ ବିକାଶ ବଦଳରେ ବିନାଶ ଘଟିଛି। କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜମି ଅଧିଗ୍ରହଣକୁ ନେଇ ସମ୍ବିଧାନର ଖୋଲା ଉଲ୍ଲଂଘନ କରାଯାଇଛି। ଏହି ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଯେଉଁ ଆଦିବାସୀମାନେ ଜଳ, ଜମି,…
ଯାଜପୁର ଜିଲାରେ ଖାଦ୍ୟ ସଙ୍କଟ ଘନୀଭୂତ: ବରଗଡ଼ରୁ ଆସିବ ୬ହଜାର କୁଇଣ୍ଟାଲ ଚାଉଳ
ଯାଜପୁର ଅଫିସ,୩ା୧- ରାଜ୍ୟର ଉପକୂଳବର୍ତ୍ତୀ ଯାଜପୁର ସମେତ କେନ୍ଦ୍ରାପଡ଼ା ଓ ଜଗତସିଂପୁର ଜିଲାରେ ଖାଦ୍ୟ ସଂଙ୍କଟ ଦେଖା ଦେଇଛି। ଏହିସବୁ ଜିଲାର ପିଡିଏସ୍ ହିତାଧିକାରୀଙ୍କ ପାଇଁ ବରଗଡ଼, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରୁ ଚାଉଳ ଆସୁଛି। ତେବେ ଶିଳ୍ପ ସମୃଦ୍ଧ ଯାଜପୁର…
ଶିଶୁ ମଡ଼କ: ତେଜିଲା ରାଜନୀତି
ଜୟପୁର/ନୂଆଦିଲ୍ଲୀ,୩ା୧:ରାଜସ୍ଥାନର କୋଟା ହସ୍ପିଟାଲରେ ଶିଶୁ ମଡ଼କକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ରାଜ୍ୟରେ କ୍ଷମତାସୀନ ଗେହଲଟ ସରକାରଙ୍କୁ ଭାଜପା ଏବଂ ବିଏସ୍ପି ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶିଶୁ ମୃତ୍ୟୁକୁ ନେଇ ରାଜନୀତି ନ କରିବାକୁ ଅନୁରୋଧ…
ତାଇଓ୍ବାନ୍ରେ ହେଲିକପ୍ଟର ଦୁର୍ଘଟଣା: ସେନାଧ୍ୟକ୍ଷଙ୍କ ସମେତ ୮ ମୃତ
ତାଇପେଇ,୩ା୧:ତାଇଓ୍ବାନର ତାଇପେଇଠାରେ ଏକ ସେନା ହେଲିକପ୍ଟର ପାହାଡରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସେନାଧ୍ୟକ୍ଷ ଶେନ୍ ୟି-ମିଙ୍ଗଙ୍କ ସମେତ ୮ ସୈନ୍ୟ ପ୍ରାଣ ହରାଇଛନ୍ତି। ସେନାଧ୍ୟଙ୍କଙ୍କ ବ୍ୟତୀତ ପ୍ରାଣ ହରାଇଥିବା ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ୩ ମେଜର୍ ଜେନେରାଲ।…
ଇଣ୍ଡୋନେସିଆ ବନ୍ୟାରେ ୩୦ ମୃତ
ଜାକର୍ତ୍ତା,୩ା୧: ଲଗାଣ ବର୍ଷା ଯୋଗୁ ଇଣ୍ଡୋନେସିଆରେ ଭୟଙ୍କର ବନ୍ୟା ଦେଖାଦେଇଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଏପର୍ଯ୍ୟନ୍ତ ୩୦ ଜଣ ପ୍ରାଣ ହରାଇଥିବାବେଳେ ଅନେକ ନିଖୋଜ ଥିବା ପ୍ରକାଶ। ଜାକର୍ତ୍ତା ଓ ଏହାର ଆଖପାଖ ଅଞ୍ଚଳ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବାବେଳେ ହଜାର…
କୁଇନ୍ସ ୟୁନିଭର୍ସିଟି ଚାନ୍ସେଲର ହେଲେ ହିଲାରୀ
ଓ୍ବାଶିଂଶନ/ଲଣ୍ଡନ,୩ା୧(ପି.ଟି.):ଆମେରିକାର ପୂର୍ବତନ ପରରାଷ୍ଟ୍ର ସଚିବ ହିଲାରୀ ରୋଡ୍ହାମ୍ କ୍ଲିଣ୍ଟନଙ୍କୁ ବ୍ରିଟେନର କୁଇନ୍ସ ୟୁନିଭର୍ସିଟିର ପ୍ରଥମ ମହିଳା ଚାନ୍ସେଲର ଭାବେ ନିଯୁକ୍ତି ମିଳିଛି। ୨୦୧୮ରେ ଉକ୍ତ ବିଶ୍ୱବିଦ୍ୟାଳୟରୁ ହିଲାରୀ ସମ୍ମାନଜନକ ଡକ୍ଟରେଟ ଉପାଧି ଲାଭ କରିଥିଲେ। ସେ ଏହାର ୧୧ତମ ଚାନ୍ସେଲର ଭାବେ…
ଚକାରେ ପମ୍ପ ଦେବାବେଳେ ଦୁର୍ଘଟଣା: ଲୁହାପାତ ଛିଟିକି ଶ୍ରମିକ ମୃତ
ପାରାଦୀପ, ୩ା୧ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ବଡ଼ପଡ଼ିଆ ବସ୍ଷ୍ଟାଣ୍ଡ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ଟାୟାର ପମ୍ପ୍ଚର ମରାମତି କରୁଥିବା ବେଳେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାଜପୁର ଜିଲା ନାଟପୁର ଅଞ୍ଚଳର…
ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ:ବିରୋଧ କରିବାରୁ ବାଦ୍
ନୂଆଦିଲ୍ଲୀ,୩ା୧(ପି.ଟି./ ଆଇଏଏନ୍ଏସ୍):ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ସ୍ଥାନ ପାଇବାକୁ ଥିବା ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ ଉଠିଛି। ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ସରକାର ସେମାନଙ୍କ ପ୍ରସ୍ତାବକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଥିବାରୁ ଆପତ୍ତି ଉଠାଇଛନ୍ତି। ତେବେ ମୋଟ ୫୬ଟି ପ୍ରସ୍ତାବ ଆସିଥିଲା,…
Archives


