ଆମେରିକା ସେନାକୁ ଟିକ୍ଟକ୍ ଡର
ଓ୍ବାଶିଂଟନ,୩ା୧(ଆଇଏଏନ୍ଏସ୍): ଆମେରିକା ସୈନ୍ୟମାନେ ଏଣିକି ଟିକ୍ଟକ୍ ଆପ୍ ବ୍ୟବହାର କରିପାରିବେ ନାହିଁ। ଚାଇନା ଦ୍ୱାରା ବିକଶିତ ଏହି ଶର୍ଟ ଭିଡିଓ-ମେକିଙ୍ଗ୍ ଆପ୍ ଦ୍ୱାରା ଫୋନ୍ର ସୁରକ୍ଷା ବିପଦରେ ପଡ଼ୁଥିବା ଦର୍ଶାଇ ଆମେରିକା ସେନା ପକ୍ଷରୁ ଗୁରୁବାର ଏହା ଉପରେ କଟକଣା ଜାରି…
ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ: ଗୋଟିଏ ପରିବାରର ୭ ଆହତ
ଜଗତ୍ସିଂହପୁର ଅଫିସ, ୩।୧: ଜଗତ୍ସିଂହପୁର ଥାନା ଅଧୀନ ଯଶୋବନ୍ତପୁର ପଞ୍ଚାୟତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତା ଯୋଗୁ ଗୋଟିଏ ପରିବାରର ୭ ଜଣ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯
ନୂଆଦିଲ୍ଲୀ,୩ା୧(ଆଇଏଏନ୍ଏସ୍):ଭାରତୀୟ ରେଳପଥ ଏହାର ଯାତ୍ରୀମାନଙ୍କ ସୁବିଧା ପାଇଁ ଗୋଟିଏ ହେଲ୍ପଲାଇନ ନମ୍ବର ଆରମ୍ଭ କରିଛି। ଏହି ନମ୍ବରକୁ ଫୋନ୍ କରି ସେମାନେ ବିଭିନ୍ନ ଅଭିଯୋଗ କରିବା ସହ ସୁବିଧା ସମ୍ପର୍କରେ ଦାବି କରିପାରିବେ। ଏଣିକି ଯାତ୍ରୀମାନେ କେବଳ ୧୩୯ ନମ୍ବରକୁ କଲ୍…
କୃଷି ଉତ୍ପାଦନ ପାଇଁ ଓଡ଼ିଶାକୁ ପ୍ରଶଂସା ପୁରସ୍କାର
ଭୁବନେଶ୍ୱର,୩ା୧(ବ୍ୟୁରୋ):କୃଷି କ୍ଷେତ୍ରରେ ଓଡିଶା ପୁଣି ଥରେ ଉତ୍କର୍ଷ ଲାଭ କରିଛି। ରାଜ୍ୟର କୃଷି ଉତ୍ପାଦନ ବୃଦ୍ଧିକୁ ମିଳିଛି ଜାତୀୟ ସ୍ବୀକୃତି। ୨୦୧୬-୧୭ ଆର୍ଥିକବର୍ଷରେ ସମୁଦାୟ ଅଧିକ ଶସ୍ୟ ଉତ୍ପାଦନ ପାଇଁ ରାଜ୍ୟକୁ ମିଳିଛି କେନ୍ଦ୍ର ପକ୍ଷରୁ ପ୍ରଶଂସା ପୁରସ୍କାର (କମେନ୍ଡେଶନ ଆଓ୍ବାର୍ଡ)।…
ରୁଗ୍ଣ ହେଉଛି ତାଳଚେର ଆର୍ଏମ୍ସି: ଆୟର ୭୦ ପ୍ରତିଶତ ଯାଉଛି ଦରମାରେ
ତାଳଚେର,୩ା୧(ନି.ପ୍ର.) – ତାଳଚେର ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ସ୍ଥାପନ ହେବାର ପ୍ରାୟ ୨୭ ବର୍ଷ ହେଲାଣି। ଏହାର ବାର୍ଷିକ ଆୟ ୨୭ ଲକ୍ଷ। କିନ୍ତୁ ସମ୍ପାଦକ ଓ କର୍ମଚାରୀଙ୍କ ଦରମା ବାବଦରେ ବାର୍ଷିକ ୧୯ ଲକ୍ଷ ଟଙ୍କା ବ୍ୟୟ ହେଉଛି।…
ସାତକୋଶିଆ: ସାଇକେଲରେ ବୁଲି ଦେଖିହେବ ବନ୍ୟଜନ୍ତୁ
ବନ୍ତଳା,୩ା୧ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଶୋଭା ବୃଦ୍ଧି କରାଯିବ। ପ୍ରତିବର୍ଷ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ୫ କୋଟିରୁ ଅଧିକ ଟଙ୍କା ବ୍ୟୟରେ ଏ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି।…
ତୀର୍ଥଯାତ୍ରୀଙ୍କୁ ଲୁଟ୍ ଉଦ୍ୟମ ପଣ୍ଡ, ୩ ଗିରଫ
ଅନୁଗୋଳ ଅଫିସ/ବଅଁରପାଳ,୩।୧ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ଉଚ୍ଚ ବିଦ୍ୟାଳୟ ନିକଟରେ ବୁଧବାର ବିଳମ୍ବିତ ରାତିରେ ତୀର୍ଥଯାତ୍ରୀଙ୍କଠାରୁ ଲୁଟ୍ ଉଦ୍ୟମ ପଣ୍ଡ ହୋଇଛି। ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୩ ଦୁର୍ବୃତ୍ତଙ୍କୁ ତୀର୍ଥଯାତ୍ରୀମାନେ କାବୁ କରି ପୋଲିସ…
୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା
ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଗୁରୁବାର ଟିକରପଡା ରେଞ୍ଜ କୁମ୍ଭୀର ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ର ସମ୍ମିଳନୀ ଗୃହରେ…
ଲୁଦୁ ଜଳପ୍ରପାତ: ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଦାବି
କୋଟଗଡ଼,୩ା୧(ଡି.ଏନ୍.ଏ.)- ସରକାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଲାଗି ବହୁ ଟଙ୍କା ଖର୍ଚ୍ଚ କରୁଛନ୍ତି। କନ୍ଧମାଳ ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି। ଏହାର ବିକାଶ ଲାଗି ବହୁ ଟଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଖର୍ଚ୍ଚ କରାଯାଉଛି। କିନ୍ତୁ ଆହୁରି ଅନେକ ପର୍ଯ୍ୟଟନସ୍ଥଳୀ ରହିଛି,…
ପୁଣି ବିଶ୍ୱରେକର୍ଡ ସୃଷ୍ଟି କରିବ ବ୍ରହ୍ମପୁର ଆଇଟିଆଇ : ୨୨ଫୁଟର ବନିଶୀକଣ୍ଟାଯୁକ୍ତ ମାଛ କଳାକୃତି
ବ୍ରହ୍ମପୁର ଅଫିସ,୩ା୧- ବ୍ରହ୍ମପୁର ଆଇଟିଆଇ ପୁଣି ବିଶ୍ୱସ୍ତରରେ ରେକର୍ଡ କରିବାକୁ ଯାଉଛି। ପୂର୍ବରୁ ସ୍କ୍ରାପ୍ ତଥା ଆବର୍ଜନାରେ ଏସିଆର ସର୍ବ ବୃହତ୍ ଗିଟାର ଏସିଆ ବୁକ ଅଫ ରେକର୍ଡ ଓ ଜିରାଫ ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଥିଲା। ଏବେ…
କଟକଣା ସତ୍ତ୍ୱେ ସାନଘାଗରାରେ ଅସୁରକ୍ଷିତ ଫଟୋ ଉଠା
କେନ୍ଦୁଝର, ୩ା୧ (ସ୍ବ.ପ୍ର.)-ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ର ଗୁଡ଼ିକରେ ସେଲଫି ଫଟୋ ଉଠା ଉପରେ କଟକଣା କରାଯାଇଛି। ଏହା ଛଡା ବାରିକେଡ ବ୍ୟବସ୍ଥା କରାଯାଇ ସତର୍କତା ସୂଚନା ଫଳକ ମରାଯାଇଛି । ଏହା ସତ୍ତ୍ୱେ ଉପଯୁକ୍ତ ତଦାରଖ ଅଭାବରୁ…
ରାସ୍ତା ପାଲଟିଛି ମରଣଯନ୍ତା
ଝୁମ୍ପୁରା, ୩।୧ (ଡି.ଏନ.ଏ.)-କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ପାଖରୁ ବାମେବାରୀ ପର୍ଯ୍ୟନ୍ତ ରହିଥିବା କିଡ୍କୋ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ୨୯କି.ମି. ରାସ୍ତା ଉପରେ ଦୁର୍ଘଟଣା ଘଟିବା ଏବେ ସାଧାରଣ ଘଟଣାରେ ପରିଣତ ହେଲାଣି। ୭କି.ମି. ରାସ୍ତା…
Archives


