ନିଆରା ଢଙ୍ଗରେ ନୂଆବର୍ଷ ପାଳିଲେ ଯବାନ
ଖଇରା, ୩।୧(ଡି.ଏନ.ଏ.)-ନୂଆବର୍ଷରେ ସମସ୍ତେ ଭୋଜିଭାତ କରି ମଉଜ ମଜଲିସରେ କଟାଉଥିବା ବେଳେ ଏହାକୁ ନିଆରା ଢଙ୍ଗରେ ପାଳିଛନ୍ତି ଖଇରା ବ୍ଲକ ଅଧୀନ ଗୋଳିହା ପଞ୍ଚାୟତ କଣ୍ଟାବଣିଆ ଗ୍ରାମର ମୟୂର କୁମାର ଦାସ। ସିଆର୍ପିଏଫ ଯବାନ ମୟୁର ବୁଧବାର ନିଜର ବୋନସ ଟଙ୍କାରେ…
‘ଗଣତାନ୍ତ୍ରିକ ପ୍ରକ୍ରିୟାରେ ବୁଦ୍ଧିଜୀବୀଙ୍କ ନୀରବତା ବିଡମ୍ବନା’: ସୃଜନିକାର ନବବର୍ଷର ରାଜ୍ୟସ୍ତରୀୟ ସାରସ୍ବତ ସମାରୋହ
ବାଲିଆପାଳ,୩ା୧(ଡି.ଏନ.ଏ.)-ଗଣତାନ୍ତ୍ରିକ ପ୍ରକ୍ରିୟାରେ ବୁଦ୍ଧିଜିବୀଙ୍କ ନୀରବତା ବିଡମ୍ବନା। ଏବେ କେନ୍ଦ୍ର ସରକାରଙ୍କ ଦେଶରେ ସଂଶୋଧିତ ନାଗରିକ ଆଇନ (ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନଆରସି)କୁ ନେଇ ଆନ୍ଦୋଳନ, ଜଳାପୋଡା, ରାଲି, ଧାରଣା ଚାଲିଥିବା ବେଳେ ବୁଦ୍ଧିଜୀବୀମାନେ ନୀରବ ରହିବା ପରିତାପର ବିଷୟ। ସେମାନେ ଦେଶର…
ଶୀତଦିନେ ଗୁଡ ଖାଇଲେ ମିଳେ ଏସବୁ ଫାଇଦା
ଶୀତ ଆରମ୍ଭ ହେଲେ ଖାଦ୍ୟରେ ଗୁଡ଼ ସାମିଲ କରିବା ନିହାତି ଆବଶ୍ୟକ। କାରଣ ଏହା ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ। ସାଧାରଣତଃ ଶୀତ ଦିନ ଆସିବା ମାତ୍ରେ କିଛି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଏ। ଜ୍ୱର, ଥଣ୍ଡା ଏବଂ କାଶ…
ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶିଶୁକନ୍ୟା ଉଦ୍ଧାର
ପୁରୀ ଅଫିସ, ୨ା୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଗୁରୁବାର ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଡିଜିଟାଲ ଓ କମ୍ପ୍ୟୁଟର ଯୁଗରେ ବି କନ୍ୟାସନ୍ତାନଙ୍କୁ ନେଇ ଲୋକଙ୍କ ମଧ୍ୟରେ ରହିଥିବା ଭ୍ରାନ୍ତ ଧାରଣା ଦୂର ହୋଇ ପାରି ନ…
ଅଭିଯୋଗକାରୀଙ୍କୁ ମାଡମାରି ଜେଲ ଗଲେ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷଙ୍କ ପୁତରା ବି ଗିରଫ
ନୂଆପଡା ଅଫିସ/ଖଡିଆଳ,୨ା୧- ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଫରେଷ୍ଟରଙ୍କୁ ମାଡପିଟ କରିବା ସହ ପୋଲିସକୁ ଗାଳିଗୁଳଜ କରିବା ଅଭିଯୋଗରେ ଖଡିଆଳ ବ୍ଲକ ଅଧ୍ୟକ୍ଷ ବାଳକୃଷ୍ଣ ଶବରଙ୍କୁ ଗିରଫ କରିଛି ପୋଲିସ। ଗୁରୁବାର ପୂର୍ବାହ୍ନରେ ତାଙ୍କୁ ଗିରଫ କରାଯାଇଛି। ଦଫା ୩୪୧, ୨୯୪,…
ପ୍ରଥମ ଟି୨୦: ଗୁଆହାଟୀରେ ଶ୍ରୀଲଙ୍କା ଦଳ
ଗୁଆହାଟୀ,୨।୧(ପି.ଟି.)- ଅଭିଜ୍ଞ ଦ୍ରୁତ ବୋଲର ଲସିଥ୍ ମାଲିଙ୍ଗାଙ୍କ ନେତୃତ୍ୱରେ ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ ଖେଳିବାକୁ ଶ୍ରୀଲଙ୍କା ଦଳ ଗୁଆହାଟୀରେ ପହଞ୍ଚିଛି। ଆସନ୍ତା ରବିବାର ସ୍ଥାନୀୟ ବର୍ଷପାରା କ୍ରିକେଟ ଷ୍ଟାଡିୟମରେ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍…
ବାତିଲ ହେବ ନାହିଁ ସୁଶିଲଙ୍କ ବର୍ଗର ଟ୍ରାଏଲ
ନୂଆଦିଲ୍ଲୀ,୨।୧(ପି.ଟି.)- ପୁରୁଷ ଫ୍ରିଷ୍ଟାଇଲ ୭୪ କେଜି ବର୍ଗର ଟ୍ରାଏଲ ଅନୁଷ୍ଠିତ ହେବ। ଏହାକୁ ବାତିଲ କରିବା ପାଇଁ ଆହତପ୍ରାପ୍ତ ସୁଶିଲ କୁମାର ଅନୁରୋଧ କରିଥିଲେ। କିନ୍ତୁ ତାଙ୍କ ଅନୁରୋଧକୁ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ପ୍ରତ୍ୟାଖ୍ୟାନ କରିଦେଇଛି। ଦୁଇ ଥର ଅଲିମ୍ପିକ୍…
ବାରିପଦା ହାଟରୁ ସାମୁଦ୍ରିକ ଜୀବ ଉଦ୍ଧାର, ଜଣେ ଗିରଫ
ବାରିପଦା ଅଫିସ,୨ା୧- ମୟୂରଭଞ୍ଜ ଜିଲା ବାରିପଦା ଷ୍ଟେସନ ବଜାର ସ୍ଥିତ ସାପ୍ତାହିକ ହାଟରୁ ଗୁରୁବାର ବନ ବିଭାଗ ପକ୍ଷରୁ ୧୪ଟି ସାମୁଦ୍ରିକ କଙ୍କଡା ପ୍ରଜାତିର ଜୀବ ଉଦ୍ଧାର ହୋଇଛି। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ବିଭାଗ ଗିରଫ କରିଛି। ସୂଚନା ଅନୁଯାୟୀ,…
ବଣପାରିଆ ଗାଁ ପୋଖରୀରେ ବିଦେଶୀ ପକ୍ଷୀ
ଖଇରା, ୨।୧(ଡି.ଏନ.ଏ)-ବାଲେଶ୍ୱର ଜିଲା ଖଇରା ବ୍ଲକ ସୋର-କୁପାରୀ ରାସ୍ତାର ଅନତିଦୂରରେ ଥିବା ବଣପାରିଆ ପୋଖରୀକୁ ବିଦେଶୀ ପକ୍ଷୀଙ୍କ ଆଗମନ ପରିବେଶକୁ ଆକର୍ଷଣୀୟ କରିଛି । ପ୍ରତିବର୍ଷ ଶୀତଋତୁ ହେଲେ ଏହି ପୋଖରୀକୁ ଦଳ ଦଳ ହୋଇ ଏହି ପକ୍ଷୀମାନେ ଖାଦ୍ୟ ଅନ୍ବେଷଣ…
ବିଦ୍ୟୁତ ଆଘାତରେ ଆଖି ବୁଜିଲେ ଦମ୍ପତି
ସୁନାବେଡ଼ା,୨ା୧: କୋରାପୁଟ ଜିଲା ସୁନାବେଡ଼ା ମ୍ୟୁନିସିପାଲିଟି ଅଧୀନସ୍ଥ ପୋଲିସ କ୍ୟାମ୍ପରେ ରହୁଥିବା ସୁଧାକର ବିଶ୍ୱାଳ (୫୬) ଓ ତାଙ୍କର ସ୍ତ୍ରୀ ଚଞ୍ଚଳl ବିଶ୍ୱାଳ (୫୦) ବିଦ୍ୟୁତ ସଂସ୍ପର୍ଶରେ ଆସି ଉଭୟଙ୍କର ଦୁଃଖଦ ମୃତ୍ୟୁ ହୋଇଛି। ଗୁରୁବାର ସୁଧାକର ଓଦାଲୁଗାକୁ ତାରରେ ଶୁଖାଇବା…
ବର୍ଷ ଆରମ୍ଭରୁ ଦୁର୍ଘଟଣା: ୨ ଦିନରେ ୬ ମୃତ
ରାୟଗଡ଼ା ଅଫିସ/ଜୟପୁର/ପାଣ୍ଡ୍ରିପାଣି/ସୁନାବେଡ଼ା, ୨ା୧(ନି.ପ୍ର./ଡି.ଏନ୍.ଏ.): ନୂଆବର୍ଷ ଆରମ୍ଭରୁ ଅବିଭକ୍ତ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ୫ଟି ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୧୨ ଜଣ ଗୁରୁତର ଓ ଆହତ ହୋଇଛନ୍ତି।…
ଲୋକଙ୍କୁ ସଚେତନ କଲା ଆର୍ପିଏଫ୍
ଛତ୍ରପୁର,୨ା୧(ଡି.ଏନ୍.ଏ.)-ଛତ୍ରପୁର କୋର୍ଟ ହଲ୍ଟ ଷ୍ଟେଶନ ନିକଟ ରେଡ୍ଡୀ ଷ୍ଟ୍ରିଟ୍ରେ ଗୁରୁବାର ସ୍ଥାନୀୟ ଆରପିଏଫ୍ ଆଉଟପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି । ଏଥିରେ ଆରପିଏଫ୍ ଆଉଟପୋଷ୍ଟର ଏସ୍ଆଇ ଏଲ. ବି. ସିଂ ଓ ଷ୍ଟାଫ୍ ସାମିଲ ଥିଲେ ।…
Archives


