Home Left

ପିପି, ଏପିପିଙ୍କ ସହ ଆଲୋଚନା: ଦଣ୍ଡ ହାର ବୃଦ୍ଧି ଉପରେ ଏସ୍‌ପିଙ୍କ ଗୁରୁତ୍ୱାରୋପ

ଛତ୍ରପୁର,୨ା୧(ଡି.ଏନ୍‌.ଏ.)-ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଗୁରୁବାର ଜିଲାର ପବ୍ଲିକ୍‌ ପ୍ରୋସିକ୍ୟୁଟର(ପିପି), ଆସିଷ୍ଟାଣ୍ଟ ପବ୍ଲିକ୍‌ ପ୍ରୋସିକ୍ୟୁଟର(ଏପିପି)ଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏସ୍‌ପିଙ୍କ କାର୍ଯ୍ୟାଳୟଠାରେ ଚାଲିଥିବା ଏହି ଆଲୋଚନା ବେଳେ ଜିଲାର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ଉତ୍‌ଥାପନ କରାଯାଇଥିଲା ।…

ପୂର୍ବଶତ୍ରୁତାରୁ ଯୁବକଙ୍କୁ ହତ୍ୟା ଘଟଣା: ଜେଲ ଗଲେ ମହିଳାଙ୍କ ସମେତ ୩ ଅଭିଯୁକ୍ତ

ଭଦ୍ରକ ଅଫିସ,୨।୧- ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗତ ବୁଧବାର ଭୋର ସମୟରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମର ସତ୍ୟବ୍ରତ ଶିଅଳ(୨୫)ଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଗୁରୁବାର ଜଣେ…

ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା କହିଲେ ୪୫ ବର୍ଷ ବୟସ୍କା ମହିଳା: ଦାବି କଲେ ୫୦ କୋଟି କ୍ଷତି ପୂରଣ

ଥିରୁଭାନନ୍ତପୁରମ୍‌,୨।୧: ଖ୍ୟାତି ସମ୍ପନ୍ନ ଗାୟିକା ଅନୁରାଧା ପୋଡ଼ଓ୍ବାଲଙ୍କୁ ନେଇ ଏବେ ଜୋର୍‌ ସୋର୍‌ ଚର୍ଚ୍ଚା ଆରମ୍ଭ ହୋଇଛି। କେରଳର ଥିରୁଭାନନ୍ତପୁରମ୍‌ଠାରେ ବାସ କରୁଥିବା ଜଣେ ୪୫ ବର୍ଷ ବୟସ୍କା ମହିଳା ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା ଦାବି କରିଛନ୍ତି। ଏହା ସହିତ…

ଚର୍ଚ୍ଚାରେ ରାଜକୁମାରଙ୍କ ‘ଲୁଡୋ’ ଲୁକ୍‌, ଲୋକେ କହିଲେ ଆଲିଆଙ୍କ ନକଲ

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢାଳିବା ଲାଗି କିଛି ବି କରିଥାଏ। ବେଶପୋଷାକ ହେଉ ଅବା ଶରୀର ଗଠନ ସବୁ ପରିବର୍ତ୍ତନ କରିବାକୁ ପଡ଼ିଥାଏ। ଏଭଳି କିଛି ଘଟିଛି ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ନିଜର ଆଗାମୀ ଫିଲ୍ମ ‘ଲୁଡୋ’ରେ ରାଜକୁମାର…

ଗୋରେଖନାଥ ପୀଠ: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥା ବନ୍ଦ

ରଘୁନାଥପୁର,୨। ୧ (ଡି.ଏନ.ଏ.)- ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠରେ ନୂଆବର୍ଷ ସନ୍ଧ୍ୟାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥାକୁ ବନ୍ଦ ରଖାଯାଇଛି। ତେବେ ପ୍ରଭୁଙ୍କ ନୀତି ପ୍ରସାଦକୁ ଛାଡି ଦେଲେ ଅନ୍ୟ କୌଣସି ଅନ୍ନପ୍ରସାଦ ପ୍ରଶାସନର…

ପ୍ରବଳ ଥଣ୍ଡା: ଏଠି ହାତୁଡ଼ିରେ ଫଟାଯାଉଛି ଅଣ୍ଡା; ଗାଡ଼ିରେ ବନ୍ଧାହେଉଛି ଲୁହା ଚେନ୍‌

ନୂଆଦିଲ୍ଲୀ,୨।୧: ସିଆଚେନ୍‌ରେ ପ୍ରବଳ ଥଣ୍ଡା ଅନୁଭୁତ ହୋଇଥାଏ। ଏଠାରେ ତାପମାତ୍ରା ମାଇନସ୍‌ ୪୦ ଡିଗ୍ରୀ ସେଲସିୟସ୍‌ରୁ ମଧ୍ୟ କମ୍‌ ରହିଥାଏ। ଏଠାରେ ପ୍ରାୟ ୩ରୁ ୪ ହଜାର ଭାରତୀୟ ଯବାନଙ୍କୁ ମୁତୟନ କରାଯାଇଛି। ଏଠାରେ ଟମାଟୋ ପ୍ରବଳ ଥଣ୍ଡାଯୋଗୁ ପଥର ଭଳି…

ଅନୁଷ୍କାଙ୍କୁ ବେଷ୍ଟ୍‌ ଫଟୋଗ୍ରାଫର୍‌ କହିଲେ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ସୁଇଜରଲାଣ୍ଡରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଛୁଟି କାଟୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ ବିରାଟ ଫଟୋ ଶେୟାର କରୁଥିବାର ଦେଖାଯାଇଛି। ନିକଟରେ ସେ ଏକ ଫଟୋ ପୋଷ୍ଟ କରିଥିଲେ। ଏହି ଫଟୋ ଅନୁଷ୍କା ଉଠାଇଥିଲେ। ଏହି…

ଯେଉଁ ଦେଶର ମହିଳା ଖରା,ବର୍ଷାରେ ବାହାରନ୍ତିନି ବାହାରକୁ

ତାଇଓ୍ବାନ୍‌: ଛୋଟବେଳେ ଶୀଘ୍ରଶୀଘ୍ର ବଡ଼ ହୋଇଯିବାକୁ ସମସ୍ତଙ୍କର ଇଚ୍ଛା ହେଉଥିବା ବେଳେ ଯୁବାବସ୍ଥାରେ ପହଞ୍ଚିବା ପରେ ପ୍ରୌଢ଼ ଏବଂ ବାର୍ଦ୍ଧକ୍ୟକୁ କେହି ପସନ୍ଦ କରି ନ ଥା’ନ୍ତି। ଖାସ୍‌ ଏଥିପାଇଁ କିଏ କେତେ ଅର୍ଥ ବ୍ୟୟ କରି ଯୁବାବସ୍ଥାକୁ ବଜାୟ ରଖିବାକୁ…

ଏସିଡ୍‌ ପୀଡିତାଙ୍କ ସହ ଜନ୍ମଦିନ ପାଳିବେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନ୍‌ରେ ବ୍ୟସ୍ତ ଅଛନ୍ତି। ଫିଲ୍ମଟି ଜାନୁୟାରୀ ୧୦ରେ ପରଦାକୁ ଆସିବାକୁ ଥିବାବେଳେ ଏହାପୂର୍ବରୁ ଅର୍ଥାତ୍‌ ଜାନୁୟାରୀ ୫ ତାରିଖରେ ଦୀପିକା ନିଜର ୩୪ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥର…

ଜାତୀୟ ରାଜପଥରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨।୧(ବ୍ୟୁରୋ): ଜାତୀୟ ରାଜପଥରେ ଲଗାଯିବ ସିସିଟିଭି। ରାଜ୍ୟରେ ବଢ଼ିବାରେ ଲାଗିଥିବା ସଡ଼କ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଗିରିସୋଲାରୁ ପୁଇଁତଲା ଯାଏ ସିସିଟିଭିି ଲାଗିବ। ଜାତୀୟ ରାଜପଥର ୫୨ କିମି ପର୍ଯ୍ୟନ୍ତ ସିସିଟିଭି ଲଗାଇବାକୁ…

ପୁଣି ଚର୍ଚ୍ଚାରେ ମଙ୍ଗୁ ମଠ

ପୁରୀ ଅଫିସ,୨।୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ମଧ୍ୟରେ ଥିବା ମଙ୍ଗୁମଠ ଉଚ୍ଛେଦକୁ ନେଇ ଆରମ୍ଭରୁ ବହୁ ବିବାଦ ଉପୁଜିଥିଲା। ମଠର ବ୍ୟବସାୟିକ କୋଠା ଉଚ୍ଛେଦ ପରେ ପୁଣି ଏବେ ଚର୍ଚ୍ଚାକୁ ଆସିଛି ମଙ୍ଗୁ ମଠ। ଗୁରୁବାର ମଠର ଗାଦି ଘର ଛାତ…

ବରିଷ୍ଠ ଅଫିସରସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଫିସରସ୍ତରରେ ଗୁରୁବାର ଅଦଳବଦଳ କରାଯାଇଛି। ୧୯୮୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଜସ୍ବ ସଚିବ ଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri