Home Left

ପାରାଲିସିସ୍‌ର କେତେକ କାରଣ…

ବେଳେବେଳେ କେତେକଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ କିଛି କ୍ଷଣ ପାଇଁ ସ୍ବାଭାବିକ ଭାବେ କାମ କରି ନ ଥାଏ। ଏହାକୁ ଚିକିତ୍ସକମାନେ ଅସ୍ଥାୟୀ ପାରାଲିସିସ୍‌ କହିଥାନ୍ତି। ମସ୍ତିଷ୍କର କିଛି ଅଂଶକୁ ଠିକ୍‌ ଭାବେ ରକ୍ତ ପ୍ରବାହିତ ନ ହେଲେ ଏଭଳି ସ୍ଥିତି ଉତ୍ପନ୍ନ…

ମାଟି ତଳୁ ମିଳିଲା ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା

ଜେରୁଜେଲମ୍‌,୨।୧: ଇସ୍ରାଏଲର ୟଓ୍ବନ ସହରରୁ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା କରାଯାଉଥିବା ଏକ ଖନନ ସମୟରେ ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଏକ ଛୋଟ ମାଟି ପାତ୍ରରେ ସ୍ବର୍ଣ୍ଣମୁଦ୍ରା ଗୁଡ଼ିକ ଭର୍ତ୍ତି ହୋଇ ରହିଥିବା ସ୍ଥାନୀୟ ଆଣ୍ଟିକ୍ୱିଜ୍‌ ଅଥରିଟି ପକ୍ଷରୁ…

ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ବେଦିରେ ବସିବେ ଏହି ଅଭିନେତ୍ରୀ

ମୁମ୍ବାଇ: ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ଜଣଙ୍କ ହାତ ଧରି ବେଦିରେ ବସିବାକୁ ଯାଉଛନ୍ତି ବଲିଉଡ୍‌ର ଜଣେ ଅଭିନେତ୍ରୀ। ଏକଥା ଆମେ କହୁନାହୁଁ। ଏକ ସାକ୍ଷାତକାରରେ ଏହି କଥା ସ୍ପଷ୍ଟ କରିଛନ୍ତି ଖୋଦ୍‌ ଅଭିନେତ୍ରୀ ଜଣକ। ଆଉ କେହି…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୨ ମୃତ, ୧୫ ଆହତ

ଶ୍ରୀନଗର,୨।୧: ଜମ୍ମୁ-କଶ୍ମୀରରେ ସୁନ୍ଦରବନୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ବସ୍‌ଟି ଖାଲରେ ଗଳି ପଡିବାରୁ ଏଭଳି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ପାକିସ୍ତାନରେ ମହଙ୍ଗା ମାଡ: ଗ୍ୟାସ୍‌ ସିଲିଣ୍ଡର ପିଛା ୨ ହଜାର ଟଙ୍କାରେ ପହଞ୍ଚିଲା

ଇସଲମାବାଦ୍‌,୨।୧: ପାକିସ୍ତାନ ବଜାରରେ ହୁ ହୁ ହୋଇ ବଢୁଛି ଦର। ପେଟ୍ରୋଲ, ଡିଜେଲଠୁ ଆରମ୍ଭ କରି କ୍ଷୀର ଓ ପନିପରିବା ଦର ମହଙ୍ଗା ହେବାରେ ଲାଗିଛି। ବିତ୍ତୀୟ ସଙ୍କଟର ସାମ୍ନା କରୁଥିବା ପାକିସ୍ତାନରେ ଏବେ ରୋଷେଇ ଗ୍ୟାସ୍‌ ସିଲିଣ୍ଡର ପିଛା ୨…

ମା’ ତାରା ତାରିଣୀ ମନ୍ଦିରର ବିକାଶମୂଳକ କାର୍ଯ୍ୟ ବୁଲି ଦେଖିଲେ ଜିଲାପାଳ, ତୁରନ୍ତ ଶେଷ କରିବାକୁ ଦେଲେ ନିର୍ଦ୍ଦେଶ

ପୁରୁଷୋତ୍ତମପୁର,୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ତଥା ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରର ବିକାଶ ଲାଗି ଚାଲିଥିବା ଉନ୍ନୟନ କାର୍ଯ୍ୟକୁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି । ଜିଲାପାଳ ମନ୍ଦିର ପରିସର…

ଆମେରିକାକୁ ଝଟ୍‌କା: ୧୬ ହଜାରରୁ ଅଧିକ ଚାଇନା ବୈଜ୍ଞାନିକଙ୍କ ଘର ବାହୁଡ଼ା

ବେଜିଂ,୨।୧: ଆମେରିକାକୁ ଚାଇନା ବଡ଼ ଝଟ୍‌କା ଦେଇଛି। ଆମେରିକାରେ କାମ କରୁଥିବା ୧୬ ହଜାରରୁ ଅଧିକ ବୈଜ୍ଞାନିକଙ୍କୁ ଚାଇନା ଫେରାଇ ଆଣିଛି। ବୈଜ୍ଞାନିକମାନେ ଏଣିକି ଘରୋଇ ବିକାଶ ଲାଗି କାର୍ଯ୍ୟ କରିବେ ବୋଲି ଚାଇନା ସରକାର କହିଛନ୍ତି। ଆମେରିକାର ବିଭିନ୍ନ ପ୍ରକଳ୍ପରେ…

ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା

ଓଡ଼ଗାଁ,୨।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଅନ୍ତର୍ଗତ ରାବେରା କୋଠସାହିରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟି ତିନି ପରିବାରଙ୍କ ୬ ବଖରା ଜଳିଯାଇଛି। ବିପନ୍ନ ପରିବାର ହେଲେ ସନ୍ତୋଷ ବେହେରା, ରଘୁନାଥ ଭୂୟାଁ ଓ ଶ୍ରୀଧର ବେହେରା। ସମସ୍ତଙ୍କ ଘରେ ଥିବା…

ଯାହାଙ୍କ ପ୍ରେମରେ ବୋଲ୍ଡ ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନୂଆବର୍ଷରେ ନୂଆ ଖବର ଦେଇଛନ୍ତି। ସେ ସର୍ବିୟାନ ମଡେଲ ତଥା ଅଭିନେତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ ନିର୍ବନ୍ଧ କରିଛନ୍ତି। ଉଭୟ ଦୁବାଇରେ ନିର୍ବନ୍ଧ କରିଛନ୍ତି। କିନ୍ତୁ ନତାଶାଙ୍କ କିଏ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା…

ସିଏଏ ନେଇ ଗୋଆ କଂଗ୍ରେସରେ ଫାଟ: ଇସ୍ତଫା ଦେଲେ ୪ ସଦସ୍ୟ

ପଣଜୀ, ୨।୧: ସିଏଏ ନେଇ ଗୋଆ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଦଳର ୪ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। ପଣଜୀ ବ୍ଲକ୍‌ ସମିତି ଅଧ୍ୟକ୍ଷ ପ୍ରସାଦ ଓମନକର, ଉତ୍ତର ଗୋଆ ଅଳ୍ପସଂଖ୍ୟକ ସେଲ୍‌ ମୁଖ୍ୟ ଜାଭେଦ୍‌ ଶେଖ୍‌, ବ୍ଲକ୍‌ ସମିତି…

ବାବାଜି ଅବତାର

ବିଜୁ ବଡ଼ଜେନା ଖଳନାୟକ ଭାବରେ ଅନେକ ଥର ବଡ଼ ପରଦାରେ ମୁହଁ ଦେଖାଇ ସାରିଛନ୍ତି। ଗତ ବର୍ଷ ରିଲିଜ୍‌ ହୋଇଥିବା ‘ମାଲ୍‌ ମହୁ ଜୀବନ ମାଟି’ରେ ସେ କମେଡି ଖଳନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଏବେ ବାବାଜି ଅବତାରରେ ଦର୍ଶକଙ୍କ ସାମ୍ନାକୁ…

ସ୍ବପ୍ନ ସତ ହେଲା

ନାଟ୍ୟକାର, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଦୀପ ବିଶ୍ୱାଳ। ହିନ୍ଦୁ-ମୁସ୍‌ଲିମ ଭାଇଚାରାକୁ ନେଇ ନିଜେ ରଚନା କରିଥିବା ଏବଂ ନିର୍ଦ୍ଦେଶନା ଦେଇଥିବା ତଥା ଅନ୍ୟତମ ଅଗ୍ରଣୀ ଥିଏଟର ନାଟ୍ୟାନୁଷ୍ଠାନ ‘ଶ୍ୱେତପଦ୍ମା’ ଦ୍ୱାରା ପରିବେଷିତ ମଞ୍ଚ ନାଟକ ‘ଜୀନତ’ର ସଫଳତା ତାଙ୍କ ପାଇଁ ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri