ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…
କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ଅମାନବୀୟ ଘଟଣା। ଘଟଣାଟି ସମଗ୍ର ମାନବ ସମାଜକୁ…
୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…
ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ କରେ। ଏଠାରେ ଗୋଟିଏ କି ଦୁଇଟି ନୁହେଁ, ବରଂ ପ୍ରାୟ ୯୦୦ଟି ମନ୍ଦିର…
ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ
କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ ଆସୋସିଏସନ୍ ଵା ରୁଟା ସହ ସମ୍ବନ୍ଧିତ ଅଧ୍ୟାପିକା, ଅଧ୍ୟାପକମାନେ ଏହି ଧାରଣାରେ ସାମିଲ…
କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…
ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ ଉପହାର ଦେଇଥାନ୍ତି। ଏହି ଗିଫ୍ଟ ଲିଫାପାରେ ଥିବା ନଗଦ ଟଙ୍କାରୁ ଆରମ୍ଭ କରି…
ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ
ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ ହୋଇଛି। ଏହି ଭୂକମ୍ପ ଯୋଗୁ ଭୟରେ ଲୋକେ ଘରୁ ବାହାରକୁ ଦୌଡ଼ି ଆସୁଥିବାର…
ପ୍ରଥମ ମ୍ୟାଚ୍ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍ରେ ଟିମ୍ରୁ ବିଦା! ଚମକାଇଲା ନିଷ୍ପତ୍ତି
ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା ଭଳି କାମ କରିଛି। ଇଂଲଣ୍ଡ ବିପକ୍ଷରେ ଲଣ୍ଡନ୍ର ଲର୍ଡସଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ…
ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍ସିଆଇଆର୍ଏଫ୍ର ଦାବି
ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ (ୟୁଏସ୍ସିଆଇଆର୍ଏଫ୍) ଡୋନାଲ୍ଡ ଟ୍ରମ୍ପ୍ ପ୍ରଶାସନ ନିକଟରେ ଦାବି କରିଛି । ଆମେରିକା…
ଆଖଡ଼ାଶାଳୀ ସ୍ଲୁଇସ୍ କ୍ରୀକ୍ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍ଶୀଘ୍ର ହେବ…
ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା…
ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …
ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ରାଜ୍ୟର ସମସ୍ତ ଖୁଚୁରା ମଦ ଦୋକାନରେ ପୁରୁଣା କାଗଜପତ୍ର ଭିତ୍ତିକ ପ୍ରକ୍ରିୟା ବନ୍ଦ…
ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ
୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି ସହ ରକ୍ଷାବନ୍ଧନ ପର୍ବ ପାଳନ କରାଯାଉଛି। ଏହାସହ ଦିନଟି ଶୁକ୍ରବାର ହୋଇଥିବା ବେଳେ…
‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ
ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ ପାକିସ୍ତାନ ସରକାର ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେମାନଙ୍କ ଦାବି ହେଉଛି,…
ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା
ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି ହୋଇଛନ୍ତି। ପ୍ରତିଯୋଗିତାର ଶେଷ ଦିନରେ ଡିଫେଣ୍ଡିଂ ଚାମ୍ପିଅନ ଫାବିଆନୋ କାରୁଆନାଙ୍କ ବିପକ୍ଷରେ ଛଅ…

