ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଧାରଣା
ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀର ମୋହନ ମେଡିକାଲ କଲେଜରେ ଅବ୍ୟବସ୍ଥା। ଡାକ୍ତରଖାନାରେ ରୋଗୀଙ୍କୁ ଅପରିଷ୍କାର ବେଡ୍ଶିଟ ଦେବା ଏବଂ ଡାକ୍ତର ଟଙ୍କା ମାଗୁଥିବା ଅଭିଯୋଗ କରି ବୁଧବାର ରାତିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଧାରଣାରେ ବସିଛନ୍ତି।…
ଯୁବକଙ୍କୁ ମାଡ଼ ପ୍ରତିବାଦରେ ରାସ୍ତାରୋକୋ
ବ୍ରହ୍ମଗିରି,୨ା୧(ଡି.ଏନ୍.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ରହ୍ମଗିରି ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଛି। ବ୍ରହ୍ମଗିରି ବେଣ୍ଟପୁର ଛକ…
ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ
ସାକ୍ଷୀଗୋପାଳ,୨ା୧(ଡି.ଏନ୍.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ବେଳେ ଅଧିକାରୀ ଓ ସ୍ଥାନୀୟ ନେତୃ ମଣ୍ଡଳୀ ଉପସ୍ଥିତ ଥିଲେ। ଭୋର ୪ଟା ରୁ…
ଅଣ୍ଡାଠାରୁ ଅଧିକ ଉପକାରୀ ଟମାଟୋ
ଭାରତୀୟ ବ୍ୟଞ୍ଜନରେ ଟମାଟୋ ପ୍ରମୁଖ ଭାବେ ବ୍ୟବହାର ହୋଇଥାଏ। ଟମାଟୋ ବିନା ସାଲାଡ୍, ସୁପ୍, ତରକାରି, ଆଚାର, ଚଟଣୀ, କ୍ୟାଚ୍ଅପ ଇତ୍ୟାଦି କରିବା ଅସମ୍ଭବ। ଟମାଟୋରେ ଅନେକ ଗୁଣକାରୀ ତତ୍ତ୍ୱ ରହିଛି, ଯାହା ରୋଗକୁ ଦୂର କରିବାରେ ସହାୟକ ହୋଇଥାଏ। ହର୍ଭାର୍ଡ…
ହରେକୃଷ୍ଣ ମହତାବଙ୍କ ଜନ୍ମ ବାର୍ଷିକୀ ଲାଗି ବ୍ୟାପକ ପ୍ରସ୍ତୁତି: ବର୍ଷସାରା ଦେଶବ୍ୟାପୀ ଚାଲିବ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୧ା୧ (ବ୍ୟୁରୋ): ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୦ତମ ଜନ୍ମ ବାର୍ଷିକୀ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ନବ ଉତ୍କଳ ନିର୍ମାତା ଡ. ମହତାବଙ୍କର ରାଷ୍ଟ୍ର ନିର୍ମାଣ ଓ ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ଭୂମିକା ଥିଲା।…
କୁହୁଡ଼ି ପାଇଁ ବଦଳିଲା ଟ୍ରେନ୍ ସମୟ
ଭୁବନେଶ୍ୱର, ୧ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଜାରି ରହିଛି। ଏଥିଯୋଗୁ ଟ୍ରେନ୍ ସେବା ବାଧାପ୍ରାପ୍ତ ହୋଇଛି। ସଂଯୋଗୀକାରୀ ଟ୍ରେନ୍ଗୁଡିକ ବିଳମ୍ବରେ ଚଳାଚଳ କରୁଥିବାରୁ ଗୁରୁବାର ପାଇଁ ଦୁଇଟି ଏକ୍ସପ୍ରେସ୍ର ସମୟସୂଚୀ ପରିବର୍ତ୍ତନ କରାଯାଇଛି। ପୁରୀରୁ ପୂର୍ବାହ୍ନ ୧୦ଟା ୫୫ରେ ଛାଡ଼ିବାକୁଥିବା…
କ୍ରୀଡ଼ାବିତ୍ଙ୍କ ନୂଆ ବର୍ଷ ପାଳନ
ନୂଆଦିଲ୍ଲୀ, ୧।୧: ନୂତନ ବର୍ଷ ୨୦୨୦କୁ ସ୍ବାଗତ କରିବା ପାଇଁ ଭାରତୀୟ କ୍ରୀଡ଼ା ଜଗତର ତାରକା ଖେଳାଳିମାନେ ସୋସିଆଲ ମିଡିଆର ସହାୟତା ନେଇଥିଲେ। ବିଭିନ୍ନ ସୋସିଆଲ ମିଡିଆରେ ଭାରତୀୟ ଖେଳାଳିମାନେ ନୂଆ ବର୍ଷ ପାର୍ଟିର ଫଟୋ ଶେୟାର କରିବା ସହିତ ସମସ୍ତଙ୍କୁ…
ଭାରତ ବିପକ୍ଷ ଟି୨୦ ସିରିଜ ଲାଗି ମାଥ୍ୟୁସ ଫେରିଲେ
କଲମ୍ବୋ, ୧।୧ (ପି.ଟି.): ଭାରତ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ବୁଧବାର ଶ୍ରୀଲଙ୍କା ଦଳ ଘୋଷିତ ହୋଇଛି। ଲସିଥ୍ ମାଲିଙ୍ଗାଙ୍କ ନେତୃତ୍ୱରେ ଘୋଷିତ ୧୬ ଜଣିଆ ଦଳକୁ ଭେଟେରାନ ଅଲ୍ରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୩୨ ବର୍ଷୀୟ ମାଥ୍ୟୁସ…
ଘଟଗାଁରେ ନବବର୍ଷ ଲାଗି ୨ ଲକ୍ଷ ଶ୍ରଦ୍ଧାଳୁ
ଘଟଗାଁ, ୧ା୧: ଇଂରାଜୀ ନବବର୍ଷ ଲାଗି ପ୍ର ବୁଧବାର ଦିନ ଘଟଗାଁ ମା’ ତାରିଣୀ ପୀଠରେ ଦର୍ଶନ ପାଇଁ ୨ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଜଣାଯାଇଛି। ଏଥିସହିତ ସେମାନେ ମା’ ତାରିଣୀଙ୍କ ସୁନାବେଶ ଦର୍ଶନ କରିଥିଲେ। ପ୍ରତ୍ୟୁଷରୁ ମା’ଙ୍କ ମାଜଣା,…
ମାଓବାଦୀ ପ୍ରବଣ ଲାଞ୍ଜିଗଡ଼ରେ ମଦ ବିରୋଧୀ ସ୍ବର
ଲାଞ୍ଜିଗଡ, ୧ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଓ ମାଓବାଦୀ ପ୍ରବଣ ଅଞ୍ଚଳରେ ଅବାଧରେ ଚାଲିଛି ମଦ କାରବାର। ଏଥିଯୋଗୁଁ ଅନେକ ଧନଜୀବନ ନଷ୍ଟ ହେବାରେ ଲାଗିଛି। ମଦ ରାନ୍ଧିବା ଓ ମଦ ବିକ୍ର ବନ୍ଦ କରିବା ପାଇଁ ବିଭିନ୍ନ…
ଦିଅଁ ଦର୍ଶନରେ କଟିଲା ଦିନ: କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ
ଢେଙ୍କାନାଳ ଅଫିସ, ୧।୧: ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ ଆରମ୍ଭ ହୋଇଥିଲା ପ୍ରଥମ ଦିନ। ନବବର୍ଷ ଉପଲକ୍ଷେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ…
ସ୍ଲିପର,ଏସି ବଗି ଫାଟକ ବନ୍ଦ: ଯାତ୍ରୀ ହଇରାଣ
ଛତ୍ରପୁର,୧ା୧(ଡି.ଏନ.ଏ): ଛତ୍ରପୁର ଷ୍ଟେଶନରେ ରହୁଥିବା ବିଭିନ୍ନ ଟ୍ରେନ୍ର ସ୍ଲିପର ଓ ଏସି ବଗିର ଫାଟକ ବନ୍ଦ ରହୁଛି। ଫଳରେ ଏସବୁ ବଗିରେ ଯିବାପାଇଁ ଟିକେଟ କରିଥିବା ଯାତ୍ରୀମାନେ ଟ୍ରେନ୍ରେ ଚଢିବାକୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛତ୍ରପୁର ଷ୍ଟେଶନରେ ଏକ୍ସପ୍ରେସ୍, ସୁପରଫାଷ୍ଟ ଓ…
Archives


