Home Left

ନବବର୍ଷରେ ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼

ପୁରୁଷୋତ୍ତମପୁର,୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଇଂରାଜୀ ନବବର୍ଷ ଅବସରରେ ମା’ଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଛି। ଏହା ସାଙ୍ଗକୁ ସ୍ଥାନଟି…

ମୃତ ଏବଂ ଜେଲ୍‌ରେ ଥିବା ଉତ୍ତରପ୍ରଦେଶ ମାଫିଆ ଡନ୍‌ ଫେସ୍‌ବୁକ୍‌ରେ ସକ୍ରିୟ

ନୂଆଦିଲ୍ଲୀ,୧।୧: ଉତ୍ତରପ୍ରଦେଶର କେତେକ ମୃତ ଏବଂ ଜେଲରେ ଥିବା ମାଫିଆ ଡନ୍‌ ଫେସ୍‌ବୁକ୍‌ରେ ସକ୍ରିୟ ରହିଛନ୍ତି। ସେମାନଙ୍କ ପୋଷ୍ଟଗୁଡ଼ିକୁ ଫେସବୁକ୍‌ ବନ୍ଧୁମାନେ ବିଭିନ୍ନ ସମୟରେ ନାନା କମେଣ୍ଟ ଓ ଲାଇକ ଦେଉଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଜେଲଦଣ୍ଡ ଭୋଗୁଥିବା ଡନ୍‌ଙ୍କ ନିକଟ…

ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ ଅଭିମୁଖେ ଯାଉଥିବା ସମୟରେ ଉକ୍ତ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ ବାଇକ୍‌ ଆରୋହୀ ବାରିଝୋଲାର…

ଏମିତି ଗାର୍ଡେନ୍‌, ଯାହାକୁ ପୋଷାକ ଭାବେ ପିନ୍ଧି ହେବ

କାଲିଫର୍ନିଆ: ସାଧାରଣତଃ କପଡ଼ାରେ ପୋଷାକ ତିଆରି ହୋଇଥାଏ। ମାତ୍ର ଦକ୍ଷିଣ କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ପ୍ରଫେସର ଏବଂ ଡିଜାଇନର ଏମିତି ଏକ ଗାର୍ଡେନ ତିଆରି କରିଛନ୍ତି, ଯାହାକୁୁ ପୋଷାକ ଭାବେ ପିନ୍ଧି ହେବ। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହି ପୋଷାକକୁ…

ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଦାମଙ୍କ ଶୁଭେଚ୍ଛା: ଦୀର୍ଘଜୀବୀ ହୁଅନ୍ତୁ, ଅଧିକ ଦିନ ଶାସନ କରନ୍ତୁ

ଭୁବନେଶ୍ୱର,୧।୧: ନୂତନବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ଦାମୋଦର ରାଉତ ଶୁଭେଚ୍ଛା ଜଣାଇଛନ୍ତି। ସେ ଦୀର୍ଘଜୀବୀ ହୁଅନ୍ତୁ, ଅଧିକ ଦିନ ଶାସନ କରନ୍ତୁ, ଅଧିକ ସଫଳତା ହାସଲ କରନ୍ତୁ ବୋଲି ଦାମ କହିଛନ୍ତି। ଏହି ଅବସରରେ ଉଦ୍ୟାନ, କୃଷି…

ଏହି ଶିଶୁ କ୍ରିକେଟରଙ୍କୁ ଦେଖି ସଚିନଙ୍କ ଆଖିରେ ଆସିଲା ଲୁହ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ନୂଆବର୍ଷକୁ ଏକ ଭାବୁକ ଏବଂ ପ୍ରେରଣାଦାୟୀ ଭିଡିଓ ଶେୟାର କରି ଆରମ୍ଭ କରିଛନ୍ତି। ନିଜ ବ୍ୟାଟିଂ ଦ୍ୱାରା କୋଟି କୋଟି ଲୋକଙ୍କ ପ୍ରେରଣା ସାଜିଥିବା ସଚିନ ଟୁଇଟରରେ ଏକ ଭାବୁକ ଭିଡିଓ ଶେୟାର କରିଛନ୍ତି।…

ମୋ’ ସରକାର ଅଧୀନକୁ ଯିବ ଗ୍ରାମ୍ୟ ଉନ୍ନୟନ ବିଭାଗ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମୋ’ ସରକାର ଯୋଜନା ଅଧୀନକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଯିବ। ଫେବୃୟାରୀ ପହିଲାରୁ ଏହି ବିଭାଗ ସାମିଲ ହେବ ବୋଲି ଜଣାପଡ଼ିଛି। ବୁଧବାର ଗ୍ରାମ୍ୟ ଉନ୍ନୟନ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତେବେ ଏହାପରେ…

ସର୍ବିୟା ଅଭିନେତ୍ରୀଙ୍କୁ ପଟାଖା କହିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୧।୧- ଆହତ ସମସ୍ୟା ଯୋଗୁ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଛାଡ଼ିଛନ୍ତି। ଉକ୍ତ ଫଟୋରେ ହାର୍ଦ୍ଦିକଙ୍କ ସହ ରହିଛନ୍ତି ସର୍ବିୟା ଅଭିନେତ୍ରୀ ନତାସା ଷ୍ଟକୋବିଚ। ଏହାର କ୍ୟାପଶନରେ ଲେଖିଛନ୍ତି, ପଟଖା (ବମ୍‌) ସହ…

୨୯ ଦିନର ଝିଅକୁ ଧରି ସିଏଏ ବିରୋଧୀ ହିଂସାରେ ସାମିଲ ହେଲେ ମହିଳା

ନୂଆଦିଲ୍ଲୀ, ୧।୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ଦିଲ୍ଲୀ ଶାହିନ୍‌ ବାଗ୍‌ ଅଞ୍ଚଳରେ ଲଗାତର ବିରୋଧ ପ୍ରଦର୍ଶନ ଜାରି ରହିଛି। ହଜାର ହଜାର ଆନ୍ଦୋଳନକାରୀ ପ୍ରତିଦିନ ଏଠାରେ ଏକତ୍ର ହୋଇ ସିଏଏ ବିରୋଧୀ ନାରାମାନ ଦେଉଛନ୍ତି। ଡିସେମ୍ବର ୩୧ ରାତିରେ ଏଠାରେ…

ରୋନାଲ୍ଡୋଙ୍କ ହେୟାର ଷ୍ଟାଇଲକୁ ପ୍ରଶଂସକଙ୍କ ନାପସନ୍ଦ

ରୋମ,୧।୧- ଲୋକପ୍ରିୟତ ଅନ୍ତର୍ଜାତୀୟ ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ନୂଆ ହେୟାର ଷ୍ଟାଇଲକୁ ପ୍ରଶଂସକମାନେ ନା ପସନ୍ଦ କରିଛନ୍ତି। ପର୍ତ୍ତୁଗାଲ ଷ୍ଟାରଙ୍କୁ ଚଳିତ ସପ୍ତାହରେ ଦୁବାଇଠାରେ ଗ୍ଲୋବ ସକର ପୁରସ୍କାର ବିତରଣ ଉତ୍ସବରେ ବିଶ୍ୱର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି…

ଏୟାରପୋର୍ଟରେ ନାବାଳକଙ୍କ ଟି-ଶାର୍ଟ ବଦଳାଇଲେ ଅଧିକାରୀ, ଜାଣନ୍ତୁ କାହିଁକିି

ଜୋହାନ୍ସବର୍ଗ: ଦକ୍ଷିଣଆଫ୍ରିକା ଏୟାରପୋର୍ଟ ଅଫିସର ଜଣେ ୧୦ ବର୍ଷର ନାବାଳକଙ୍କ ଟି-ଶାର୍ଟ ବଦଳାଇଛନ୍ତି। ଶାର୍ଟ ବଦଳାଇବା ପଛରେ ଏକ କାରଣ ରହିଛି। ଯାହା ଜାଣିଲେ ଚକିତ ହେବେ। ଷ୍ଟିଭ୍‌ ଲୁକ୍‌ସ ନାମକ ଜଣେ ନାବାଳକ ନିଜ ପରିବାର ସହ ନ୍ୟୁଜିଲାଣ୍ଡରୁ ଆଫ୍ରିକା…

୨୦୨୦ର ପ୍ରଥମ ଦିନରେ ମାଲ୍ୟାଙ୍କୁ ଝଟ୍‌କା: ନିଲାମ ହେବ ସମ୍ପତ୍ତି

ମୁମ୍ବାଇ,୧।୧: ନୂଆବର୍ଷ ୨୦୨୦ର ପ୍ରଥମ ଦିନରେ ପଳାତକ ଘୋଷିତ ୟୁବିଗ୍ରୁପ୍‌ର ଅଧ୍ୟକ୍ଷ ବିଜୟ ମାଲ୍ୟାଙ୍କୁ ବଡ଼ ଝଟ୍‌କା ମିଳିଛି। ମୁମ୍ବାଇର ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ  ମାଲ୍ୟାଙ୍କ ସମ୍ପତ୍ତି ନିଲାମ ପାଇଁ ଏସ୍‌ବିଆଇ ଏବଂ ଅନ୍ୟ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ନିଲାମ ଟଙ୍କାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri