ନୂଆ GST ପରେ କେତେ ଶସ୍ତା ହେଲା Splender ଏବଂ Activaର ଦାମ? ଜାଣନ୍ତୁ…
ନୂଆଦିଲ୍ଲୀ,୫।୯: ନୂଆ ଜିଏସ୍ଟି ନେଇ କେନ୍ଦ୍ର ସରକାରଙ୍କ ଘୋଷଣା ପରେ ଶସ୍ତା ହୋଇଛି ଦୁଇ ଚକିଆ ଯାନ। ଏମିତିରେ ଯଦି ଆପଣଙ୍କର Splender କିମ୍ବା Activa କିଣିବାର ଯୋଜନା ଅଛି ତେବେ ଆଜିର ଖବରଟି ଆପଣଙ୍କ ପାଇଁ। ଆସନ୍ତୁ ଜାଣିବା ଯେ…
ଜିଲା ପାଇଁ ଗୌରବ ଆଣିଥିବା ପାୟଲଙ୍କୁ ଭେଟିଲେ ବିଧାୟକ
ଗଞ୍ଜାମ,୫।୯(ବିଦ୍ୟାଧର ସାହୁ ): ତାମିଲନାଡୁର ଚେନ୍ନାଇ ସ୍ଥିତ ନେହୁର ଇନଡୋର ଷ୍ଟାଡିୟମରେ ୱାକୋ ଇଣ୍ଡିଆ କିକବକ୍ସିଂ ଫେଡେରେଶନ ଦ୍ୱାରା ଆୟୋଜିତ କିକ ବକ୍ସିଂ ପ୍ରତିଯୋଗିତାରେ ରୌପ୍ୟ ହାସଲକାରୀ ପାୟଲ ନାହାକଙ୍କୁ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଭେଟି ଶୁଭେଚ୍ଛା ଜଣାଇଛନ୍ତି।…
୨୬୦ ଗାଁରେ ଆରମ୍ଭ ହେବ ଆଦି କର୍ମଯୋଗୀ ଅଭିଯାନ: ଜାଣନ୍ତୁ କେଉଁମାନେ ପାଇବେ ଏହାର ଲାଭ
ନୂଆପଡ଼ା,୫ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆଦି କର୍ମଯୋଗୀ ଅଭିଯାନ ଖୁବ୍ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…
ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଚଳନ୍ତା କାରରୁ ଗଞ୍ଜେଇ ଜବତକଲା ପୋଲିସ : ଛତିଶଗଡ଼ର ଦୁଇ ଗିରଫ
ବଲାଙ୍ଗୀର,୫।୯( ସୁନିଲ ମହାନ୍ତି ): କଣ୍ଟାମାଳ ବୌଦ୍ଧରୁ ତୁଷୁରା ନାଇକେନ ଶିରା ଛକଦେଇ ବଲାଙ୍ଗୀକୁୁ କାରରେ ଗଞ୍ଜେଇ ଆସୁଥିଲା । ଏକ ସୁଇପ କାର୍ରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସକୁ ଆଗରୁ ସୂଚନା ମଧ୍ୟ ମିଳିଥିଲା। ପୁର୍ବ ପ୍ରସ୍ତୁତି ଅନୁଯାୟୀ ଫିଲ୍ମ…
ଶସ୍ତା ହେବ ପେଟ୍ରୋଲ ଡିଜେଲ? ବଡ଼ ସୂଚନା ଦେଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୫।୯: ଜିଏସଟି ସ୍ଲାବରେ ସଂସ୍କାର ପରେ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ସରକାର ସର୍ବଦା ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ କରନ୍ତି। ସେ କହିଛନ୍ତି ଯେ ଏହି ନବରାତ୍ରିର ପ୍ରଥମ ଦିନରୁ, କମ ହାର ଯୋଗୁ ଜନସାଧାରଣ…
ଶିକ୍ଷକ ଗୋବିନ୍ଦ ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ସାକ୍ଷୀଗୋପାଳ, ୫। ୯ (କିଶୋର ମହାପାତ୍ର/ ପ୍ରଶାନ୍ତ ବାରିକ) ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ସମାରୋହରେ ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ପରହାଟ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪-୨୫…
ଗୁରୁ ଦିବସରେ ଏହି ବ୍ଲକରୁ ୪ ଶିକ୍ଷକ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ପାଟଣା,୪।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ବେଳେ ବିଜ୍ଞାନ ପାଇଁ ତୁରୁମୁଙ୍ଗା ଦଧିବାମନ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବିରଞ୍ଚି ନାରାୟଣ ମହାରଣା,…
ଏଣିକି ସମସ୍ତ ସରକାରୀ ଅଫିସରେ BSNL ବାଧ୍ୟତାମୂଳକ
ଭୁବନେଶ୍ୱର,୫ା୯: ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ। ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍ ବ୍ୟବହାର ହେବ। BSNL ବ୍ରଡ୍ବ୍ୟାଣ୍ଡ୍, ଲ୍ୟାଣ୍ଡଲାଇନ୍, ଲିଜ ଲାଇନ ସେବା ବ୍ୟବହାର ହେବ। ଏନେଇ…
ଲୁଟେରା ଗିରଫ: ୨ ବାଇକ୍କୁ ଜବତ କଲା ତାରସିଂ ପୋଲିସ
ଭଞ୍ଜନଗର,୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ପୋଲିସ ଶୁକ୍ରବାର ଜଣେ ବାଇକ ଲୁଟେରାଙ୍କୁ ଗିରଫ କରିଛି। ସେହେଲେ ନାରାୟଣପାଟଣା ଗ୍ରାମର ନାରାୟଣ ନାୟକ। ପୋଲିସ ତାଙ୍କ ଠାରୁ ୨ଟି ଚୋରା ବାଇକ, ୩ ଟି ସାଇକେଲ ଜବତ କରିଛି। ଏଥିସହ ଅଭିଯୁକ୍ତ…
ସୁରେଶ ରାଇନାଙ୍କ ପରେ ଇଡି କାର୍ଯ୍ୟାଳୟରେ ହାଜର ହେଲେ ଧାଓ୍ବନ: ଜାଣନ୍ତୁ କ’ଣ ରହିଛି ମାମଲା…
ନୂଆଦିଲ୍ଲୀ,୫ା୯: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାଓ୍ବନ ବେଆଇନ ବେଟିଂ ଆପ୍ ସହ ସମ୍ପୃକ୍ତ ଥିବା ଟଙ୍କା ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଗରେ ହାଜର ହୋଇଛନ୍ତି। ସେ ସେଣ୍ଟ୍ରାଲ ଦିଲ୍ଲୀସ୍ଥିତ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାଳୟରେ ହାଜର ହୋଇଥିଲେ।…
ଏକାବେଳେ ଚାଲିଗଲା ୨ ଭାଇଙ୍କ ଜୀବନ: ଭୋ ଭୋ ହେଇ କାନ୍ଦୁଛି ମା’
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଞ୍ଚିପଦର୍ ଗ୍ରାମରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି।ଗାଁ ମୁଣ୍ଡ ପୋଖରୀ କୁ ଗାଧୋଇବା କୁ ଯାଇ ପାଣିରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ ହୋଇଛି। ମୃତ…
ଶିଳ୍ପା ସେଟ୍ଟୀଙ୍କୁ ଲୁକ୍ଆଉଟ୍ ସର୍କୁଲାର
ମୁମ୍ବାଇ,୫ା୯: ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଲୁକ୍ଆଉଟ୍ ସର୍କୁଲାର ନୋଟିସ୍ (LOC) ଜାରି କରାଯାଇଛି। ୬୦ କୋଟି ଟଙ୍କା ଠକେଇ ମାମଲାରେ ଶିଳ୍ପାଙ୍କୁ ଏହି ନୋଟିସ୍ ହୋଇଛି। ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହ ଶିଳ୍ପାଙ୍କୁ ଲୁକ୍ଆଉଟ ସର୍କୁଲାର ନୋଟିସ୍ ଜାରି କରିଛି…
Archives


