ମା’ ତାରିଣୀଙ୍କ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଘଟଗାଁ, ୩୧ା୧୨- ମା’ ତାରିଣୀଙ୍କୁ ୨୦୧୯ ବର୍ଷ ଶେଷଦିନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଗଲା ଓ ତାଙ୍କ ପୁତ୍ର ଚୈତନ୍ୟ ବାଗ୍ଲା ମଙ୍ଗଳବାର ଆସି ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାଗଲା ଘଟଗାଁ ମିନି ଷ୍ଟାଡିୟମଠାରେ ଦିନ ୧୨ଟା ୪୦ରେ…
ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍ମେଟରେ ବାଇକ୍ ରାଲି: ୨୫ ଜଣଙ୍କ ନାମରେ ଚାଲାଣ କାଟିଲା ପୋଲିସ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ)- ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍ମେଟରେ ବାଇକ ରାଲି ମହଙ୍ଗା ପଡ଼ିଛି। କମିଶନରେଟ ପୋଲିସ ସିସି ଟିଭି ଫୁଟେଜକୁ ଯାଞ୍ଚ କରି ପ୍ରାଥମିକ ପର୍ଯ୍ୟାୟରେ ୨୫ଜଣ ବାଇକ ଚାଳକଙ୍କ ଉପରେ ଜରିମାନା କରିିଛି। ୧ହଜାର ଟଙ୍କା ହିସାବରେ ମୋଟ…
ଓବାମାଙ୍କ ପସନ୍ଦ ତାଲିକାରେ ଭାରତୀୟ ଗାୟକଙ୍କ ଗୀତ
ବମ୍ବେ: ୨୦୧୯ ସରିବାକୁ ଆଉ କିଛି ଘଣ୍ଟା ବାକି। ନୂତନ ବର୍ଷକୁ ସ୍ବାଗତ କରିବାକୁ ସମସ୍ତେ ଆତୁର। ଅପରପକ୍ଷେ ବିଗତ ବର୍ଷର କିଛି ସ୍ମୃତିକୁ ମନେପକାଉଛନ୍ତି ଅନେକେ। ଏଥିରୁ ବାଦ୍ ପଡ଼ିନାହାନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା। ବର୍ଷତମାମ ପସନ୍ଦ…
ଗୋଟିଏ ଘଣ୍ଟାରେ ଚାରି ଲକ୍ଷ ଲାଇକ୍
ବମ୍ବେ: ଅଭିନେତ୍ରୀ ତଥା ଟାଇଗର ଶ୍ରଫ୍ଙ୍କ କଥିତ ପ୍ରେମିକା ଦିଶା ପଟାନୀ ସୋସିଆଲ ମିଡିଆରେ ଖୁବ୍ ସକ୍ରିୟ। ଗୋଟିଏ ପରେ ଗୋଟିଏ ବୋଲ୍ଡ ଓ ସୁନ୍ଦର ଫଟୋ ଶେୟାର କରି ସେ ଦର୍ଶକଙ୍କୁ ବାନ୍ଧି ରଖିଥିବା କୁହାଯାଏ। ଏବେ ତାଙ୍କ ନୂଆବର୍ଷ…
ନୂଆବର୍ଷରେ ଏହି ୫ଟି କାର୍ଯ୍ୟ କଲେ ପ୍ରାପ୍ତି ହେବ ସୌଭାଗ୍ୟ
ଆଉ କିଛି ସମୟ ପରେ ଚଳିତବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରାଯିବ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକମାନେ ବେଶ୍ ଉତ୍କଣ୍ଠାର ସହ ନିଜ ନିଜ ଡେଷ୍ଟିନେଶନ୍ରେ ସେଲିବ୍ରେସନ୍ କରି ରାତି ୧୨ଟାକୁ ଅପେକ୍ଷା କରି ରହିଛନ୍ତି। ବର୍ଷସାରା ଭଲରେ…
ନୂଆବର୍ଷରେ କଶ୍ମୀରବାସୀଙ୍କୁ ସରକାରଙ୍କ ଉପହାର: ମଧ୍ୟରାତ୍ରୀରୁ ଆରମ୍ଭ ହେବ ଏସ୍ଏମ୍ଏସ୍ ସେବା
ଶ୍ରୀନଗର,୩୧।୧୨: ନୂଆବର୍ଷରେ ସରକାର କଶ୍ମୀରବାସୀଙ୍କୁ ଏକ ଉପହାର ଭେଟି ଦେବାକୁ ଯାଉଛନ୍ତି। ମଙ୍ଗଳବାର ମଧ୍ୟ ରାତ୍ରୀରୁ ଘାଟିରେ ପୁଣିଥରେ ଏସ୍ଏମ୍ଏସ୍ ସେବା ଆରମ୍ଭ କରାଯିବ। ଡିସେମ୍ବର ୩୧ ରାତି ୧୨ଟାରୁ ଜମ୍ମୁ-କଶ୍ମୀରରେ ଏସ୍ଏମ୍ଏସ୍ ସେବା ଲାଗୁ କରାଯିବ ବୋଲି ଜଣାପଡ଼ିଛି। ସେଠାକାର…
ଖେଳାଳିଙ୍କୁ ଚକିତ କଲା ଅମ୍ପାୟରଙ୍କ ଅଜବ ନିଷ୍ପତ୍ତି
ମେଲବୋର୍ନ,୩୧।୧୨- ଆଡିଲେଡ୍ ଷ୍ଟ୍ରାଇକର୍ସ ଓ ମେଲବୋର୍ନ ରେନେଗେଡ୍ସ ମଧ୍ୟରେ ଖେଳାଯାଇଥିବା ଚଳିତ ବିଗ୍ ବାଶ୍ ଲିଗ୍ (ବିବିଏଲ)ର ଏକ ମ୍ୟାଚ୍ରେ ଅଷ୍ଟ୍ରେଲିଆନ ଅମ୍ପାୟର ଗ୍ରେଗ ଡାଭିଡସନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲେ। ମ୍ୟାଚ୍ରେ ଏଲବିଡବ୍ଲ୍ୟ ଆଉଟ ଦେବାକୁ ହାତ ଉଠାଉଥିବାବେଳେ ଅମ୍ପାୟର ନିଷ୍ପତ୍ତି…
ଡବ୍ଲୁଡବ୍ଲୁଇରେ ବିବାହ କରୁଥିଲେ ରେସ୍ଲର: କେକ୍ ଭିତରୁ ବାହାରିଲେ ପୂର୍ବତନ ସ୍ବାମୀ
ବିବାହ ସବୁ ଝିଅ ଓ ପୁଅଙ୍କ ପାଇଁ ଏକ ରଙ୍ଗୀନ ସ୍ବପ୍ନ। ଏହାକୁ ସ୍କୃତି କରିବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ଢ଼ଙ୍ଗ ଓ ଆଡମ୍ବରରେ ବିବାହ ଆୟୋଜନ କରିଥାନ୍ତି। ହେଲେ ଏବେ ଏକ ବିବାହ ଚର୍ଚ୍ଚାର ପରିସରକୁ ଆସିଛି। ସୂଚନା…
ବଦଳିବ ଦିଲ୍ଲୀ ମେଟ୍ରୋ ଷ୍ଟେଶନର ନାମ
ନୂଆଦିଲ୍ଲୀ,୩୧।୧୨: ଦିଲ୍ଲୀ ସରକାର ମଙ୍ଗଳବାର ଘୋଷଣା କରିଛନ୍ତି ପ୍ରଗତି ମଇଦାନ ମେଟ୍ରୋ ଷ୍ଟେଶନର ନାଁ ପରିବର୍ତ୍ତନ କରାଯାଇ ସୁପ୍ରିମ କୋର୍ଟ ମେଟ୍ରୋ ଷ୍ଟେଶନ ରଖାଯିବ। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଏହି ସୂଚନା ଦେଇଛନ୍ତି। ସେ…
ରାଜଧାନୀରେ ଏଏପି-ଭାଜପା ମଧ୍ୟରେ ପୋଷ୍ଟର ଓ୍ବାର
ନୂଆଦିଲ୍ଲୀ,୩୧।୧୨: ରାଜଧାନୀ ଦିଲ୍ଲୀରେ ବେଆଇନ ଭାବେ ଗଢି ଉଠିଥିବା କଲୋନୀକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଆମ୍ ଆଦମୀ ପାର୍ଟି(ଏଏପି) ମଧ୍ୟରେ ପୋଷ୍ଟର ଓ୍ବାର ଆରମ୍ଭ ହୋଇଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହି ରାଜନୈତିକ…
ସ୍ତ୍ରୀଙ୍କ ପାଇଁ ହ୍ୟାଣ୍ଡ୍ବ୍ୟାଗ୍ କିଣୁଛନ୍ତି ରଣବୀର
ବଲିଉଡ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଏବେ ନିଜ ଆଗାମୀ ଫିଲ୍ମ ‘ଛପାକ୍’ରେ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏପଟେ ସ୍ବାମୀ ରଣବୀର ସିଂ ବଜାରରୁ ଦୀପିକାଙ୍କ ପାଇଁ ହ୍ୟାଣ୍ଡ୍ ବ୍ୟାଗ୍ କିଣୁଥିବା ନଜର ଆସିଛନ୍ତି। ଭଉଣୀ ରିତିକାଙ୍କ ସହ ଶପିଂ କରୁଥିବା ଏକ…
ବୟସ ଜାଲିଆତି କରିଥିଲେ ୧୯ ବର୍ଷରୁ କମ୍ ବିଶ୍ୱକପ୍ ଚାମ୍ପିୟନ ଦଳର ସଦସ୍ୟ
ନୂଆଦିଲ୍ଲୀ,୩୧।୧୨- ୧୯ ବର୍ଷରୁ କମ୍ ବିଶ୍ୱକପ୍ ଚାମ୍ପିୟନ ଭାରତୀୟ ଦଳର ଜଣେ ସଦସ୍ୟଙ୍କୁ ବୟସ ଜାଲିଆତି କାରଣରୁ ବାସନ୍ଦ କରାଯାଇଛି। ମନଜୋତ କାଲରାଙ୍କୁ ଦିଲ୍ଲୀ ଓ ଜିଲା କ୍ରିକେଟ ଆସୋସିଏଶନ (ଡିଡିସିଏ) ୨ ବର୍ଷ ପାଇଁ ବିଭିନ୍ନ ବୟସ ବର୍ଗର ଟୁର୍ନାମେଣ୍ଟରୁ…
Archives


