ନିଜର ପର୍ସନାଲିଟି ପାଇଁ ଦର୍ଶକଙ୍କ ମନ ଜିଣିଛନ୍ତି ସଲମାନ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନ ଖାଁ ନିଜ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତାଙ୍କ ଉଦାରତା ପାଇଁ ମଧ୍ୟ ସେତିକି ଚର୍ଚ୍ଚିତ। ଏବେ କିନ୍ତୁ ତାଙ୍କ ପର୍ସନାଲିଟି ପାଇଁ ସେ ଟେଲିଭିଜନ ଜଗତରେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯାଇଛନ୍ତି। ତାଙ୍କ…
ନୂଆବର୍ଷ ପୂର୍ବରୁ ଅଘଟଣ: ଅତ୍ୟଧିକ ମଦ୍ୟପାନ କରି ୫ ଗୁରୁତର
ଖୋର୍ଦ୍ଧା ଅଫିସ, ୩୧।୧୨: ନୂଆବର୍ଷ ପୂର୍ବରୁ ଅଘଟଣ। ଅତ୍ୟଧିକ ମଦ୍ୟପାନ କରି ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ସୋରଣ ଗ୍ରାମର ୫ ଜଣ ବ୍ୟକ୍ତି ମଙ୍ଗଳବାର ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କୁ ସ୍ଥାନୀୟ ଯୁବକମାନେ ପ୍ରଥମେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…
ଗୁଜରାଟ ବିପକ୍ଷ ମ୍ୟାଚ୍ରୁ ଦିଣ୍ଡା ବାଦ୍
କୋଲକାତା,୩୧।୧୨- ସିନିୟର ପେସର ଅଶୋକ ଦିଣ୍ଡାଙ୍କୁ ଗୁଜରାଟ ବିପକ୍ଷ ମ୍ୟାଚ୍ ପାଇଁ ୧୬ ଜଣିଆ ବେଙ୍ଗଲ ଦଳରେ ସ୍ଥାନ ମିଳିନାହିଁ। ଦଳର ବୋଲିଂ କୋଚ୍ ରଣାଦେବ ବୋଷଙ୍କୁ ଗାଳିଗୁଲଜ କରିବା ପାଇଁ ଆନ୍ଧ୍ର ବିପକ୍ଷ ମ୍ୟାଚ୍ରୁ ତାଙ୍କୁ ବିଦା କରାଯାଇଥିଲା। ପୂର୍ବରୁ…
ବର୍ଷ ଶେଷରେ ବିବାଦରେ କପିଲ ଶର୍ମା ଶୋ’
ମୁମ୍ବାଇ: ଟେଲିଭିଜନ ରିୟଲିଟି ଶୋ’ ‘ଦ କପିଲ ଶର୍ମା ଶୋ’ ହାଇଏଷ୍ଟ ଟିଆର୍ ପିକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ପୁଣି ଥରେ ବିବାଦକୁ ଚାଲିଯାଇଛି। ଦର୍ଶକଙ୍କୁ ହସାଇ ହସାଇ ବେଦମ୍ କରୁଥିବା ଏହି ଶୋ’ର ଅନ୍ୟତମ କଳାକାର ଭାରତ…
ଡିଜିଟାଲ ଲାଇଫ୍
ଓ୍ବାର୍କିଂ ଲାଇଫ୍ ହେଉ ଅବା ପର୍ସନାଲ୍ ଲାଇଫ୍, ସବୁକିଛି ସମୟ ସହ ପାଦ ଦେଇ ବଦଳିବାରେ ଲାଗିଛି। ଡିଜିଟାଲ ଲାଇଫ୍ ଦିନକୁ ଦିନ ଆଡ୍ଭାନ୍ସ ହେବା ଦ୍ୱାରା ପ୍ରତିଦିନ ନୂଆ ନୂଆ ଆପ୍ସରୁ ଆମକୁ କିଛିନା କିଛି ଶିଖିବାକୁ ମିଳୁଛି। ଏବେ…
କର୍ମକର୍ତ୍ତାଙ୍କୁ ମାଡ଼ ମାରିଲେ କମଲନାଥଙ୍କ ମନ୍ତ୍ରୀ
ଭୋପାଳ,୩୧।୧୨: କଂଗ୍ରେସରେ କନ୍ଦଳ। ନିଜ ଦଳର କର୍ମକର୍ତ୍ତାଙ୍କୁ ମାଡ଼ ମାରି ଏବେ ଚର୍ଚ୍ଚାକୁ ଆସିଛନ୍ତି ମନ୍ତ୍ରୀ। କମଲନାଥ ସରକାରରେ ଥିବା ଯୁବ ମନ୍ତ୍ରୀ ତଥା କ୍ରୀଡା ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଜିତୁ ପଟଓ୍ବାରୀ କର୍ମକର୍ତ୍ତାଙ୍କ ଉପରେ କ୍ରୋଧାନ୍ବିତ ହୋଇଥିବା ଦେଖିବାକୁ ମିଳିଛି।…
ଏସବୁ ୫ ରାଶି ବ୍ୟକ୍ତିଙ୍କ ପାଇଁ ୨୦୨୦ ଆଣିଦେବ ସୌଭାଗ୍ୟ…
୨୦୨୦ରେ କେତେକ ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟରେ ମିଳିବ ସଫଳତା। କେଉଁ କେଉଁ ରାଶି ପାଇଁ ନୂଆବର୍ଷ ଶୁଭ ଫଳ ଆଣିଦେବ ସେ ବିଷୟରେ ଆସନ୍ତୁ ଜାଣିବା… ବୃଷ: ବୃଷ ରାଶି ବ୍ୟକ୍ତିଙ୍କ ପାଇଁ ନୂଆ ବର୍ଷ ୨୦୨୦ ବେଶ୍ ଭଲ ସାବ୍ୟସ୍ତ…
୮ ପାକିସ୍ତାନୀଙ୍କୁ ମିଳିଲା ଭାରତର ନାଗରିକତା
ନୂଆଦିଲ୍ଲୀ,୩୧।୧୨: ରାଜସ୍ଥାନର କୋଟା ସହରରେ ରହୁଥିବା ୮ ପାକିସ୍ତାନୀଙ୍କୁ ଭାରତର ନାଗରିକତା ମିଳିଛି। ଗତ ୨୦୦୦ମସିହାରୁ ଏମାନେ ରାଜସ୍ଥାନରେ ରହୁଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ଏହି ନାଗରିକତା ପ୍ରଦାନ କରାଯାଇଛି। ଏମାନେ ପାକିସ୍ତାନର ସିନ୍ଧ ଅଞ୍ଚଳରୁ ଆସି ଏଠାରେ…
ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର ସହାୟତା…
ସିଏଏକୁ ବିରୋଧ: କେରଳ ବିଧାନସଭାରେ ପ୍ରସ୍ତାବ ପାରିତ
ଥିରୁଭାନନ୍ତପୁରମ୍,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଦ୍ୱାରା ଆଗତ ହୋଇଥିବା ଏହି ପ୍ରସ୍ତାବ ଗୃହରେ ମଙ୍ଗଳବାର ପାରିତ…
ହାତୀ ଶାବକକୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଜେଲ
ଦେବଗଡ଼,୩୧।୧୨(ଡି.ଏନ୍.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ପଳସମା ସେକ୍ସନ ଅନ୍ତର୍ଗତ ବରଡାନାଳୀ ଗ୍ରାମରେ ୨୫ ତାରିଖ ରାତିରେ ଏକ ହାତୀ ଶାବକକୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବରଡାନାଳୀ ଗ୍ରାମରେ ଦୁଃଖବନ୍ଧୁ ସାହୁ(୩୭)ଙ୍କୁ ବନ ବିଭାଗ ପକ୍ଷରୁ…
ରାଗିଛନ୍ତି କି ସଞ୍ଜୟ!
ମୁମ୍ବାଇ,୩୧।୧୨: ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଠାରେ ମେଣ୍ଟ ସରକାର ହୋଇଥିବାରୁ ପ୍ରାୟ ସବୁ ଦଳର ସଦସ୍ୟଙ୍କୁ କ୍ୟାବିନେଟରେ ସାମିଲ କରାଯାଇଛି। ଏଥିରେ ଏନ୍ସିପି ନେତା ଅଜିତ୍ ପାଓ୍ବାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିଥିବା ବେଳେ ଆଦିତ୍ୟ ଠାକରେଙ୍କୁ ବି କ୍ୟାବିନେଟରେ…
Archives


