Home Left

ନୂତନବର୍ଷ ପ୍ରସ୍ତୁତି: ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ

ପୁରୀ ଅଫିସ,୩୦।୧୨: ନୂତନବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ ରବିବାର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ପୁରୀ ଗସ୍ତରେ ଆସି ବିଭିନ୍ନ ପ୍ରସଙ୍ଗରେ ଉପରେ ସମୀକ୍ଷା କରିଛନ୍ତି। ଡିଜିଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିରରେ…

ଭାରତ ଗସ୍ତ ଲାଗି ଅଷ୍ଟ୍ରେଲିଆ ଦିନିକିଆ ଦଳ ଘୋଷିତ

ମେଲବୋର୍ନ, ୩୦।୧୨(ପି.ଟି.)- ଆଗାମୀ ଭାରତ ଗସ୍ତ ପାଇଁ ଅଷ୍ଟ୍ରେଲିଆ ଦିନିକିଆ ଦଳ ଘୋଷିତ ହୋଇଛି। ଆହତ ହୋଇଥିବା ଦ୍ରୁତ ବୋଲର ସିନ ଆବୋଟ୍ଟଙ୍କ ବଦଳରେ ବିସ୍ଫୋରକ ଓପନିଂ ଅଲରାଉଣ୍ଡର ଡ’ଆର୍କି ଶର୍ଟଙ୍କୁ ଦଳରେ ସାମିଲ କରାଯାଇଛି। ଜାନୁୟାରୀ ୧୪ରେ ଅଷ୍ଟ୍ରେଲିଆ ଭାରତ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି

ଦୁବାଇ,୩୦।୧୨(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଫଳର ଶୀର୍ଷ ସ୍ଥାନରେ ରହି ସେ ବର୍ଷ ଶେଷ କରିବେ। ସେହିପରି ଟେଷ୍ଟ ସ୍ପେଶାଲିଷ୍ଟ…

୩୭ ବର୍ଷ ପରେ ନାଗାଲାଣ୍ଡରେ ବରଫପାତ

କୋହିମା, ୩୦।୧୨:ଉତ୍ତର ଭାରତରେ ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନେକ ସ୍ଥାନରେ ପାରଦ ୩ ଡିଗ୍ରୀ ତଳକୁ ଖସିଛି। ଲୋକେ ଘରୁ ବାହାରିବା ଅସମ୍ଭବ ହୋଇପଡିଛି। ପ୍ରବଳ ଥଣ୍ଡା ଯୋଗୁ ଅନେକ ସ୍ଥାନରେ ବରଫପାତ ହୋଇଛି। ଦୀର୍ଘ ୩୭…

ପାଣ୍ଠି ହେର୍‌ଫେର୍‌ ଅଭିଯୋଗ: ଅଷ୍ଟ୍ରିଆରେ ଅବସ୍ଥାପିତ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିଲେ ଭାରତ ସରକାର

ନୂଆଦିଲ୍ଲୀ,୩୦।୧୨: ପାଣ୍ଠି ହେର୍‌ଫେର୍‌ ଅଭିଯୋଗ ଆସିବା ପରେ ଭାରତ ସରକାର ଅଷ୍ଟ୍ରିଆରେ ଅବସ୍ଥାପିତ ଥିବା ରାଷ୍ଟ୍ରଦୂତ ରେନୁପାଲଙ୍କୁ ଫେରାଇ ଆଣିଛନ୍ତିି। ରେନୁଙ୍କ କାର୍ଯ୍ୟକାଳ ପୂରଣ ହେବାର ଏକ ମାସ ପୂର୍ବରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ୧୯୮୮ ବ୍ୟାଚ୍‌ ଏହି ଆଇଏଫ୍‌ଏସ୍‌…

ମହିଳା ଖବରଦାତାଙ୍କୁ ଆକ୍ରମଣ ପ୍ରତିବାଦ: ଭବାନୀପାଟଣାସ୍ଥିତ ଗାନ୍ଧୀଛକଠାରେ ବିକ୍ଷୋଭ

ଭବାନୀପାଟଣା, ୩୦।୧୨(ଡି.ଏନ୍‌.ଏ.): ଭୁବନେଶ୍ୱରର ରସୁଲଗଡ଼ଠାରେ ଥିବା ଏସ୍‌ପ୍ଲାନେଡ୍‌ ମଲ୍‌ରେ ମହିଳା ଖବରଦାତାଙ୍କୁ ଆକ୍ରମଣ ଏବଂ ଅସଦାଚରଣ ଘଟଣାକୁ ନେଇ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହି ଘଟଣାରେ କଳାହାଣ୍ଡି ସାମ୍ବାଦିକ ସଂଘ ପକ୍ଷରୁ ଭବାନୀପାଟଣାସ୍ଥିତ…

କଳାହାଣ୍ଡି ପୋଲିସ ବିଭାଗରେ ଅଦଳବଦଳ

ଭବାନୀପାଟଣା, ୩୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପୋଲିସ ବିଭାଗରେ ବଡ଼ଧରଣର ଅଦଳବଦଳ କରାଯାଇଛି। ଗୋଲାମୁଣ୍ଡା ଥାନା ଅଧିକାରୀ ରଶ୍ମିତା ପ୍ରଧାନଙ୍କୁ ଜୟପାଟଣା ଥାନାକୁ ବଦଳି କରାଯାଇଥିବା ବେଳେ ଭବାନୀପାଟଣା ଟାଉନ ଥାନା ଆଇଆଇସି ବାସୁଦେବ ଛତ୍ରିଆଙ୍କୁ କୋକସରା ଆଇଆଇସି ଭାବେ ନିଯୁକ୍ତି ମିଳିଛି।…

ଧାନ ଉଠାଣ ବିଳମ୍ବ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ: ଧାନ ବସ୍ତା ରଖି ରାସ୍ତା ଅବରୋଧ

ଧର୍ମଗଡ଼, ୩୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ କୁଟୁରୁ ମଣ୍ଡିରେ ଧାନ ଉଠାଣ ଅବ୍ୟବସ୍ଥାକୁ ନେଇ ଚଷୀମାନେ ସୋମବାର ୨୬ନଂ. ଜାତୀୟ ରାଜପଥର କୁଟୁରୁ ଛକଠାରେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ଉକ୍ତ ମଣ୍ଡିରେ ପାତରଅନ୍ତର ଓ ବ୍ୟାପକ ଦୁର୍ନୀତି…

ଯୋଗୀ ସରକାରଙ୍କ ଶାସନରେ ପୋଲିସ ହୋଇଉଠିଛି ପ୍ରତିଶୋଧ ପରାୟଣ: ପ୍ରିୟଙ୍କା

ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଡ଼ା ସମାଲୋଚନା କରିଛନ୍ତି। ଯୋଗୀ ସରକାରଙ୍କ ଶାସନରେ ପୋଲିସ ପ୍ରତିଶୋଧ ପରାୟଣ ହୋଇଉଠିଛି ବୋଲି ସେ ଅଭିଯୋଗ କରିଛନ୍ତି। ସୋମବାର ଲକ୍ଷ୍ନୌରେ ଆୟୋଜିତ ଏକ ଗଣମାଧ୍ୟମ…

ଯେଉଁଠି ପଞ୍ଜୁରିରେ ରୁହନ୍ତି ମଣିଷ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠି ମଣିଷ ପଶୁପକ୍ଷୀଙ୍କ ପରି ପଞ୍ଜୁରି ଭିତରେ ରହିଥା’ନ୍ତି। କାରଣ ବି ସେତିକି ଦୁଃଖଦାୟକ। ଜାଣନ୍ତୁ ଏ ସମ୍ପର୍କରେ… ହଂକଂରେ ଏପରି ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଲୋକମାନେ ଲୁହାରେ ତିଆରି ହୋଇଥିବା…

ଏକାଠି ହୁଅ ଭାଜପାକୁ ଏକଘରିଆ କର: ମମତା ବାନାର୍ଜୀ

କୋଲକାତା,୩୦।୧୨: ଏକାଠି ହୋଇ ଭାଜପାକୁ ଏକଘରିଆ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏକ ରାଲିରେ ସମବେତ ଲୋକଙ୍କୁ ଆହ୍ବାନ ଜଣାଇଛନ୍ତି। ସିଏଏକୁ ବିରୋଧ କରି ଏହି ରାଲି କରାଯାଇଥିଲା। ଭାରତ ମାତା ଆମ ସମସ୍ତଙ୍କର। ଆମେ ଯେଉଁଠି ଚାହିଁବା…

ଅଲିମ୍ପିକ୍‌ କ୍ୱାଲିଫାୟର୍ସ: ଭାରତୀୟ ଦଳରେ ବକ୍ସର ବିକାଶ

ବେଙ୍ଗାଲୁରୁ, ୩୦।୧୨(ପି.ଟି.)- ପ୍ରତ୍ୟାବର୍ତ୍ତନରେ ଭାରତୀୟ ବକ୍ସର ବିକାଶ କ୍ରିଷନ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଫାଇନାଲ ଟ୍ରାଏଲ ବାଉଟ୍‌ରେ ବିଜୟୀ ହୋଇ ବିକାଶ ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ପାଇଁ ଭାରତୀୟ ବକ୍ସିଂ ଦଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri