Home Left

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନବରଙ୍ଗପୁର,୩୦।୧୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ନିରଞ୍ଜନ ଜେନା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଯନ୍ତ୍ରୀଙ୍କ ଭୁବନେଶ୍ୱରସ୍ଥିତ କଳାରାହାଙ୍ଗ, କଳିଙ୍ଗବିହାର ବାସଭବନ ଏବଂ…

ସାମ୍ନାକୁ ଆସିଲା ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ

ମୁମ୍ବାଇ: ଭାଇ ଉଉଣୀଙ୍କ ଭଲପାଇବାର କାହାଣୀ ଅନେକ ଥର ଶୁଣିଥିବେ ଓ ଦେଖିଥିବେ ମଧ୍ୟ। କିନ୍ତୁ ବଲିଉଡ୍‌ର ଭାଇଜାନ କୁହାଯାଉଥିବା ସଲମାନ ଖାଁ ଓ ଭଉଣୀ ଅର୍ପିତାଙ୍କ ଭଲପାଇବା ସମସ୍ତଙ୍କ ପାଇଁ ଏବେ ଏକ ଉଦାହରଣ ସୃଷ୍ଟି କରିଛି। ଭାଇ ସଲମାନଙ୍କୁ…

ଉତ୍ତର ଭାରତରେ ଘନ କୁହୁଡି ଯୋଗୁ ବିଳମ୍ବରେ ଉଡିଲା ୫ ଶହ ବିମାନ

ନୂଆଦିଲ୍ଲୀ,୩୦।୧୨: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ଶହ ଶହ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ। ତା’ ସାଙ୍ଗକୁ ଘନ କୁହୁଡି ସାଧାରଣ ଜୀବନଯାତ୍ରାରେ ବ୍ୟଘାତ ସୃଷ୍ଟି କରିଛି। ସୋମବାର ସକାଳେ କୁହୁଡି ଯୋଗୁ ଉତ୍ତର…

ଭାରତରେ ୬ଥର ପାଳନ କରାଯାଏ ନବବର୍ଷ

ପ୍ରତିବର୍ଷ ଜାନୁୟାରୀ ୧ ତାରିଖକୁ ନୂଆବର୍ଷ ଭାବେ ସାରା ବିଶ୍ୱରେ ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। ହେଲେ ଭାରତର ନୂଆବର୍ଷ ପାଳନ ସବୁଠାରୁ ଅଲଗା। ଏଠାରେ ବର୍ଷକରେ ୬ ଥର ନୂଆବର୍ଷ ପାଳନ କରାଯାଏ। ଏଠାରେ ସବୁ ସମ୍ପ୍ରଦାୟର ଲୋକେ ବସବାସ…

ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ଡାକ୍ତରଙ୍କ ନୂଆ ପଦକ୍ଷେପ

ବ୍ରିଟେନ୍‌: ବିଜ୍ଞାନର ଅଗ୍ରଗତି ଯୋଗୁ ପ୍ରତିଦିନ କିଛି ନା କିଛି ନୂଆ ନୂଆ ଉଦ୍ଭାବନ କରାଯାଉଛି। ଯଦ୍ଦ୍ବାରା ଅସାଧ୍ୟ କାମ ମଧ୍ୟ ସହଜରେ ସାଧନ ହୋଇପାରୁଛି। ଗର୍ଭବତୀମାନଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ବ୍ରିଟେନ୍‌ର ଡାକ୍ତରମାନେ ଗବେଷଣା କରି ଏକ ସିଦ୍ଧାନ୍ତରେ ଉପନୀତ…

ଫୁଟଫାଥ୍‌ରେ ଜୀବନ ବିତାଉଥିବା ହକି ଖେଳାଳିଙ୍କୁ ସହାୟତାର ହାତ ବଢ଼ାଇଲେ ରିଜିଜୁ,ଅମିତାଭ

ନୂଆଦିଲ୍ଲୀ,୩୦।୧୨: କେବେ ଭାରତୀୟ ଟିମ୍‌ ପାଇଁ ହକି ଖେଳୁଥିବା ଏହି ଖେଳାଳିଙ୍କ ଜୀବନ ଏବେ ବିତୁଛି ରାସ୍ତାକଡ଼ରେ। ଥଣ୍ଡା କାକରରେ ଦିଲ୍ଲୀର ଫୁଟପାଥରେ ଏହି ପୂର୍ବତନ ଖେଳାଳି ନିଜର ଜୀବନ କାଟୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର କାହାଣୀ ସାମ୍ନାକୁ ଆସିବା ପରେ…

ବିବାହରେ କନ୍ୟାଙ୍କୁ ଏକ ତୋଳା ସୁନା ଉପହାର ଦେବେ ଆସାମ ସରକାର: ଜାନୁଆରୀ ୧ରୁ ଯୋଜନା ହେବ ଲାଗୁ

ଗୁଆହାଟୀ,୩୦।୧୨: ଆସାମରେ ୧ ଜାନୁୟାରୀଠାରୁ ସରକାର ଏକ ନୂଆ ଯୋଜନା ଲାଗୁ କରିବାକୁ ଯାଉଛନ୍ତି। ଏହି ଯୋଜନା ଅନ୍ତର୍ଗତ ବିବାହରେ ସରକାର ପ୍ରତି କନ୍ୟାଙ୍କୁ ଏକ ତୋଳା ବା ୧୦ ଗ୍ରାମ୍‌ ସୁନା ଉପହାର ଦେବେ। ଏଥିପାଇଁ କନ୍ୟା ୧୦ମ ପର୍ଯ୍ୟନ୍ତ…

ଯୁବତୀଙ୍କୁ ପ୍ରତାରଣା: ସରପଞ୍ଚ ଗିରଫ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବୌଦ୍ଧ ଜିଲା ମୁଣ୍ଡିପଦର ସରପଞ୍ଚ ଅନ୍ତର୍ଯାମୀ ସାହୁଙ୍କୁ ଚନ୍ଦ୍ରଶେଖରପୁର ପୋଲିସ ସୋମବାର ଗିରଫ କରିଛି। ଜଣେ ଯୁବତୀଙ୍କୁ ପ୍ରତାରଣା ଦେଇଥିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଡମଣା ଅଞ୍ଚଳରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ଅନ୍ତର୍ଯାମୀ…

ଭାରତ ଛାଡ଼ି ପଳାଉଥିବା ୩୫୦ ବାଂଲାଦେଶୀ ଗିରଫ

ଢ଼ାକା,୩୦।୧୨: ସିଏଏ ଲାଗୁ ହେବା ପରେ ଭାରତ-ବାଂଲାଦେଶ ସୀମାରେ ବାସ କରୁଥିବା କେତେକ ଲୋକ ଭୟରେ ବାସ ସ୍ଥାନ ଛାଡ଼ିଛନ୍ତି। ଇତିମଧ୍ୟରେ ବାଂଲାଦେଶରେ ଅନୁପ୍ରବେଶ କରୁଥିବା ୩୫୦ ଜଣଙ୍କୁ ଗିରଫ କରାଯାଇଛି। ଏସମ୍ପର୍କରେ ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ସୂଚନା…

ମହାରାଷ୍ଟ୍ର ରାଜନୀତିରେ ପ୍ରଥମ ଥର ପିତା ମୁଖ୍ୟମନ୍ତ୍ରୀ ପୁତ୍ର କ୍ୟାବିନେଟ ମନ୍ତ୍ରୀ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ବର୍ଲି ବିଧାନସଭା ଆସନର ପ୍ରାର୍ଥୀ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀ ପଦ ମିଳିଛି। ପ୍ରଥମ ଥର ପାଇଁ ମହାରାଷ୍ଟ୍ର ରାଜନୀତିରେ ପିତା ମୁଖ୍ୟମନ୍ତ୍ରୀ ଥିବା ବେଳେ…

ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆଙ୍କ ପରଲୋକ ଘଟିଛି। ସୋମବାର ଭୋର ୩ଟା ସମୟରେ ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।…

ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ କୋହଲି, ବୁମ୍‌ରା

ଲଣ୍ଡନ, ୩୦।୧୨(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ତେବେ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଅନ୍ୟ କୌଣସି ଭାରତୀୟ ଖେଳାଳି ଏହି ଦଳରେ ସ୍ଥାନ ପାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri