ଭିଜିଲାନ୍ସ ଜାଲରେ ରେଞ୍ଜର
ଧର୍ମଗଡ,୩୦।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବନ ବିଭାଗ ରେଞ୍ଜର ଲକ୍ଷ୍ମଣ ଶବରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଲକ୍ଷ୍ମଣଙ୍କ ପୈତୃକ ଘର ଲଡୁଗାଁ, ଶ୍ୱଶୁର ଘର ତୁନଗାଁରେ ଏକକାଳୀନ ଚଢାଉ ଜାରି ରହିଥିବାବେଳେ ଜୁନାଗଡ ରେଞ୍ଜ ଅଫିସରେ ଗୋଟିଏ ଟିମ୍ ଚଢାଉ…
ପାକିସ୍ତାନ ତାଲିବାନ୍ କମାଣ୍ଡର କ୍ୱାରି ସଇଫୁଲ୍ଲା ନିହତ
କାବୁଲ, ୩୦।୧୨: ପାକିସ୍ତାନର ତାଲିବାନ୍ କମାଣ୍ଡର କ୍ୱାରି ସଇଫୁଲ୍ଲା ମେହସୁଦ୍ ଆଫଗାନିସ୍ତାନରେ ନିହତ ହୋଇଛନ୍ତି। ଜଣେ ବନ୍ଧୁକଧାରୀ ତାଙ୍କ ଉପରକୁ ଗୁଳି ଚଳାଇଥିବା କୁହାଯାଉଛି। ଖୋଷ୍ଟ୍ ପ୍ରଦେଶର ଗୁଲୋନ୍ କ୍ୟାମ୍ପ୍ ବାହାରେ ତାଙ୍କୁ ଗୁଳି କରାଯାଇଛି। ଏହି ଆକ୍ରମଣ ହାକ୍କିନି ଗୋଷ୍ଠୀ…
କାର୍ଟୁନ୍ ବହି ଛୋଟ ପିଲାଙ୍କ ସ୍ମୃତିଶକ୍ତିକୁ କରେ ପ୍ରଖର…
ଛୋଟପିଲାଙ୍କ ମନ ସବୁବେଳେ ଚଳଚଞ୍ଚଳ। ତେବେ ସେମାନଙ୍କ ସ୍ମୃତି ଶକ୍ତିକୁ ପ୍ରଖର କରିବା ପାଇଁ କାର୍ଟୁନ୍ ବହିର ଗପ ଅବା ଗୀତ ବେଶ୍ ଉପଯୋଗୀ ହୋଇଥାଏ। ଏନେଇ ଆମେରିକା ଡାଇଟ୍ରିକ୍ କଲେଜ ଅଫ୍ ହ୍ୟୁମାନଟିଜ୍ ଆଣ୍ଡ୍ ସାଇନ୍ସ୍ ପକ୍ଷରୁ କରାଯାଇଥିବା ଏକ…
ପୃଥିବୀର ସବୁଠାରୁ ଥଣ୍ଡା ଅଞ୍ଚଳ: ମାତ୍ର ୩ ଘଣ୍ଟା ପାଇଁ ସୂର୍ଯ୍ୟ ହୁଅନ୍ତି ଦୃଶ୍ୟମାନ
ରୁଷିଆର ପୂର୍ବାଞ୍ଚଳରେ ଥିବା ସାଖା ଜିଲାର ୟାକୁଟିଆ ପୃଥିବୀର ସବୁଠାରୁ ଥଣ୍ଡା ଅଞ୍ଚଳଭାବେ ପରିଚିତି ହାସଲ କରିଛି। ଏଠାକାର ତାପମାତ୍ରା ଶୀତଦିନେ ମାଇନସ୍ ୫୮ ଡିଗ୍ରୀ ସେଲସିୟସ୍ ହୋଇଥାଏ। ଏବେ ଏଠାକାର ତାପମାତ୍ରା ମାଇନସ୍ ୪୪ ଡିଗ୍ରୀ ରହିଛି। ଏଠାରେ ସୂର୍ଯ୍ୟ…
ବୁରାରି ‘ହରର ହାଉସ୍’ ହେଲା ଡାଇଗ୍ନୋଷ୍ଟିକ ସେଣ୍ଟର
ନୂଆଦିଲ୍ଲୀ,୩୦।୧୨: ଗତବର୍ଷ ଜୁଲାଇରେ ବୁରାରିର ସନ୍ତ ନଗରରେ ଥିବା ଏକ ଘରେ ଗୋଟିଏ ପରିବାରର ୧୧ଜଣଙ୍କ ଆତ୍ମହତ୍ୟା ଘଟଣା ସେତେବେଳେ ଚହଳ ପକାଇଥିଲା। ଘଟଣା ପଛର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ସ୍ପଷ୍ଟ ହୋଇ ନ ଥିବା ବେଳେ ଏବେ…
ଭାରତର ସବୁଠାରୁ ଭୟଙ୍କର କିଲ୍ଲା
ଭାରତର ବିଭିନ୍ନ ସ୍ଥାନରେ କେତେ ଗୁଡିଏ କିଲ୍ଲା ରହିଛି। ଯାହାକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ ଜମିଥାଏ। ହେଲେ ମହାରାଷ୍ଟ୍ରର ମାଥୋରାନ ଓ ପନଭେଲ ମଧ୍ୟରେ ଏମିତି ଏକ କିଲ୍ଲା ରହିଛି ଯାହା ସବୁଠାରୁ ଭୟଙ୍କର କିଲ୍ଲା ବୋଲି କୁହାଯାଏ। ଏହା…
ଖୋଲିବ ୭୦୦ ନୂଆ ଆଧାର ସେବା କେନ୍ଦ୍ର
ନୂଆଦିଲ୍ଲୀ,୩୦-୧୨: ଆଧାର ସେବା ଯୋଗାଣକୁ ତ୍ୱରାନ୍ବିତ କରିବା ଲାଗି ସାରା ଦେଶରେ କମନ ସର୍ଭିସ ସେଣ୍ଟର (ସିଏସ୍ସି) ପକ୍ଷରୁ ୭୦୦ ନୂଆ ଆଧାର କେନ୍ଦ୍ର ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସେଣ୍ଟରଗୁଡିକ ଆସନ୍ତା ଗୋଟିଏ ବର୍ଷ ମଧ୍ୟରେ ଖୋଲିବ। ଆଧାର…
ଶକ୍ତି ବିତରଣ କମ୍ପାନୀଙ୍କ୨୭ ହଜାର କୋଟି ଟଙ୍କାର କ୍ଷତି
ନୂଆଦିଲ୍ଲୀ,୩୦-୧୨: ଦେଶର ବିଦ୍ୟୁତ ବିତରଣ କରୁଥିବା କମ୍ପାନୀଗୁଡିକ ୨୦୧୮-୧୯ ଆର୍ଥତ୍କ ବର୍ଷରେ ୨୭,୦୦୦ କୋଟି ଟଙ୍କାର କ୍ଷତି ସହିଥିବା ଶକ୍ତି ମନ୍ତ୍ରୀ ଆର୍.କେ. ସିହ୍ନା କହିଛନ୍ତି। ବିଦ୍ୟୁତ ଶକ୍ତି ବିତରଣ ଏବଂ ବଣ୍ଟନ ବ୍ୟବସ୍ଥାରେ କମ୍ପାନୀଗୁଡିକ ସହୁଥିବା କ୍ଷତିକୁ କମାଇବା ୧୫%କୁ…
୧୦୦ ରୁଟ୍ରେ ଗଡିବ ୧୫୦ ପ୍ରାଇଭେଟ ଟ୍ରେନ
ନୂଆଦିଲ୍ଲୀ,୩୦-୧୨: ଦେଶର ୧୦୦ ରୁଟ୍ରେ ୧୫୦ ଘରୋଇ ଟ୍ରେନ ଗଡିବ। ଏଥି ଲାଗି ଆସନ୍ତା ମାସରେ ବିଡ୍ ଆହ୍ବାନ କରାଯିବ ବୋଲି ରେଲଓ୍ବେର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଏହି ରୁଟଗୁଡିକ ମଧ୍ୟରେ ଭୁବନେଶ୍ୱର ଏବଂ କଲିକତା ରୁଟ ମଧ୍ୟ…
ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ: ସମାଜର ମଙ୍ଗଳ ପାଇଁ ଏକାଠି ହେବାକୁ ଆହ୍ବାନ
ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ବାର୍ ଆସୋସିଏଶନ ନେତୃତ୍ୱରେ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ରବିବାର ଅନୁଗୋଳ ଷ୍ଟାଡିୟମଠାରେ ଉଦ୍ଘାଟିତ ହୋଇଯାଇଛି। ଓଡ଼ିଶା ଆଇନଜୀବୀ ସଂଘ ସଭାପତି ଜ୍ଞାନ ରଞ୍ଜନ ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ଅଭ୍ୟର୍ଥନା କମିଟି ଚେୟାରମ୍ୟାନ…
ପାହାଡ଼ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି
ଜୟପୁର,୩୦।୧୨(ଡି.ଏନ୍.ଏ.) ଜୟପୁର ସହର ଉପକଣ୍ଠରୁ ମାତ୍ର ୩ କିମି ଦୂର ବାରିଣିପୁଟ ନିକଟସ୍ଥ ମହୁଲଭଟ୍ଟା ରାସ୍ତାରେ ଥିବା ପାହାଡ଼ରୁ ମୋରମ ଓ ମାଟି ବେଆଇନ ଚାଲାଣ କରାଯାଉଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ପାହାଡ଼ରୁ ମାଟି ଓ ମୋରମ କେବଳ ବିଭାଗୀୟ…
ଇଂଲଣ୍ଡକୁ ହରାଇଲା ଦକ୍ଷିଣ ଆଫ୍ରିକା
ସେଞ୍ଚୁରିଅନ୍, ୩୦ା୧୨ (ଏଏଫ୍ପି)-ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ସିରିଜରେ ଦକ୍ଷିଣ ଆଫ୍ରିକା ଏହାର ପ୍ରଥମ ଟେଷ୍ଟ ବିଜୟ ହାସଲ କରିଛି। ରବିବାର ସ୍ଥାନୀୟ ସୁପର ସ୍ପୋଟର୍ସ ପାର୍କଠାରେ ଦଳ ୧୦୭ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୪ ଦିନରେ ଶେଷ ହୋଇଥିବା ଏହି…
Archives


