Home Left

ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୨୯।୧୨: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୮୦ ବର୍ଷୀୟ ମୁଲାୟମ ପେଟ ସମ୍ବନ୍ଧୀୟ ରୋଗରେ ପୀଡିତ ଅଛନ୍ତି। ଗତ ୩…

୩ ବଖରା ଜଳିଗଲା

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗଁାରେ ରବିବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ବାବୁ ଗୌଡ ଓ ନାରାୟଣ ଗୌଡଙ୍କ ୩ ବଖରା ଜଳିଯାଇଛି। ଦିଗପହଣ୍ଡି ଅଗ୍ନିଶମ ଅଧିକାରୀ ପ୍ରଫୁଲ୍ଲ ବେହେରା ଓ ବଳରାମ ବେହେରାଙ୍କ ନେତୃତ୍ୱରେ କର୍ମଚାରୀମାନେ ପହଞ୍ଚତ୍ ନିଅଁା…

ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହେଲେ ବିଗ୍‌-ବି

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ସମ୍ମାନିତ କରିଛନ୍ତି। ଅମିତାଭ ୨୦୧୯ ବର୍ଷ ପାଇଁ ଭାରତୀୟ ସିନେମା ଜଗତର ଏହି…

ଦାଦାବଟି ଲାଗି ମାଡ଼ ମାରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ

ଭବାନୀପାଟଣା,୨୯।୧୨(ଡି.ଏନ୍‌.ଏ.): କଳାହଣ୍ଡି ଜିଲା ଜୟପାଟଣା ଥାନା ବଡ଼କୁଟରୁ ଫାଣ୍ଡି ଅନ୍ତର୍ଗତ ବର୍ଚ୍ଛି ଛକ ନିକଟରେ ଦାଦାବଟି ଲାଗି ବିହାରୀ ଶ୍ରମିକଙ୍କୁ ସ୍ଥାନୀୟ ଯୁବକମାନେ ଗତ ୨୪ ତାରିଖ ରାତିରେ ଦଳଗତ ଆକ୍ରମଣ କରିଥିଲେ। ଏହି ଘଟଣାରେ ପୋଲିସ ୫ ଜଣ ଅଭିଯୁକ୍ତ…

ମୁମ୍ବାଇ ପାଇଁ ଫିଟ୍‌ ନୁହେଁ ୨୩ ବର୍ଷରୁ କମ୍‌ ଭାରତୀୟ ଦଳର ଖେଳାଳି

ମୁମ୍ବାଇ, ୨୯।୧୨- ନିର୍ଦ୍ଦିଷ୍ଟ ବୟସ ବର୍ଗରେ ଭାରତୀୟ ଦଳ ପାଇଁ ଭଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ସମାନ ବୟସ ବର୍ଗର ମୁମ୍ବାଇ ଦଳରେ ସ୍ଥାନ ମିଳୁନାହିଁ। ଅର୍ମାନ ଜାଫର ଏସିଆନ କ୍ରିକେଟ ପରିଷଦ ଇମର୍ଜିଂ କପ୍‌(୧୩ ବର୍ଷରୁ କମ୍‌)ରେ ଭାରତୀୟ ଦଳ…

ଶ୍ରୀମନ୍ଦିର ଓ୍ବାଚ୍‌ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ

ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା ଥିବା ରବିବାର ଏକ ଭାଇରାଲ ଭଡିଓରୁ ସ୍ପଷ୍ଟ ହୋଇଛି। ମନ୍ଦିରର ଉତ୍ତର-ପଶ୍ଚିମ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରଶଂସାରେ ଶତମୁଖ ହେଲେ ଏହି ଅଭିନେତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ ବଲିଉଡର…

ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ

ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍‌ସନ ଟଙ୍କାରୁ ୬ ମାସ ଭିତରେ ପ୍ରାୟ ୧୨ ଲକ୍ଷ ୪୭ ହଜାର ୭୦ ଟଙ୍କା…

ମହିଳାଙ୍କଠାରୁ ୪୦ ହଜାର ଟଙ୍କା ଲୁଟ୍‌ ଘଟଣା: ୩ ମାସ ପରେ ୨ କୋର୍ଟ ଚାଲାଣ

ବଡ଼ବିଲ,୨୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ଷ୍ଟେଟ୍‌ବ୍ୟାଙ୍କ ଶାଖାରୁ ଜଣେ ମହିଳା ୪୦ ହଜାର ଟଙ୍କା ଉଠାଣ କରି ଫେରୁଥିବା ବେଳେ ଲୁଟ୍‌ ହୋଇଥିଲା। ଏହି ଘଟଣାର ୩ ମାସ ପରେ ଏଥିରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ…

ଅଜିତ ପାଓ୍ବାର ହୋଇପାରନ୍ତି ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୧୨: ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ସୋମବାର ହେବାର ଯୋଜନା ରହିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିପାରେ। ଏହାସହ ତାଙ୍କ ହାତକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯିବାର ସମ୍ଭାବନା ମଧ୍ୟ ରହିଛି। ସେହିପରି…

ବଡ଼ବିଲରେ ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀ ତଳକୁ ଖସିଲା

ବଡ଼ବିଲ,୨୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳର ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବେଲକୁଣ୍ଡି ରାସ୍ତା, ଡ୍ୟାମ୍‌ ରୋଡ୍‌, ଠାକୁରାଣୀ, ସୟାବାଲି, ହାୟାରବୁରୁ, ବଲାଣୀ, କିରିବୁରୁ ଓ ନାଲଦା ଆଦି…

ଜାନୁୟାରୀରେ ରିଲିଜ୍‌ ହେବ ମଲାଲାଙ୍କ ବାୟୋପିକ୍‌

ମୁମ୍ବାଇ,୨୯।୧୨: ନୋବେଲ ବିଜେତା ମଲାଲା ୟୁଶୁଫଜାଇଙ୍କ ବାୟୋପିକ୍‌ ‘ଗୁଲ୍‌ ମକାଇ’କୁ ଏବେ ମିଳିଛି ଏହାର ରିଲିଜ୍‌ ଡେଟ୍‌। ଆସନ୍ତା ବର୍ଷ ଜାନୁୟାରୀ ୩୧ରେ ଏହା ରିଲିଜ୍‌ ହେବ। ଏଚ୍‌ଇ ଅମଜାଦ ଖାଁଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ସଞ୍ଜୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri